Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
ବଡ ଖବର
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ଜଙ୍ଗଲ ଜମିକୁ ମିଳିଲା ଅନୁମତି
ପୁରୀ: ଓଡ଼ିଶାର ପୁରୀରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରକଳ୍ପ ପାଇଁ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ଘଟିଛି। କେନ୍ଦ୍ର ସରକାର ପକ୍ଷରୁ ଏହି ପ୍ରକଳ୍ପକୁ ଷ୍ଟେଜ୍-୧ ଅନୁମୋଦନ ମିଳିଛି। ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ପକ୍ଷରୁ ଏହି ଅନୁମତି!-->…
Read More...
Read More...
ରାଜ୍ୟସଭାରେ ରାଘବ ଚଢାଙ୍କୁ ଝଟକା, ଉପନେତା ପଦରୁ ହଟାଇଲା ଆପ୍
ନୂଆଦିଲ୍ଲୀ: ରାଜ୍ୟସଭା ସାଂସଦ ରାଘବ ଚଢାଙ୍କୁ ଆମ ଆଦମୀ ପାର୍ଟି ପକ୍ଷରୁ ବଡ଼ ଝଟକା ଲାଗିଛି। ପାର୍ଟି ତାଙ୍କୁ ରାଜ୍ୟସଭାରେ ଉପନେତା ପଦରୁ ହଟାଇ ଦେଇଛି। ଏହା ସହିତ ସଂସଦରେ ତାଙ୍କର କହିବା ଅଧିକାରକୁ ମଧ୍ୟ ସୀମିତ କରାଯାଇଥିବା ସୂଚନା ମିଳିଛି।
ଆମ ଆଦମୀ ପାର୍ଟି ତାଙ୍କ ସ୍ଥାନରେ ସାଂସଦ!-->!-->!-->…
Read More...
Read More...
ଜେୱାରରେ ନୋଏଡା ଇଣ୍ଟରନ୍ୟାସନାଲ୍ ବିମାନବନ୍ଦର ଶୁଭାରମ୍ଭ
ଉତ୍ତର ଭାରତର ବିମାନ ଯାତାୟାତକୁ ମିଳିଲା ନୂଆ ଦିଗ
ନୋଏଡା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜେୱାରରେ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟର ଉଦ୍ଘାଟନ କରିଛନ୍ତି। ଜୁରିଚ୍ ବିମାନବନ୍ଦର ଇଣ୍ଟରନ୍ୟାସନାଲ୍ ଏଜି ଦ୍ୱାରା ବିକଶିତ ଏହି ପ୍ରକଳ୍ପ ଉତ୍ତର ଭାରତର!-->!-->!-->…
Read More...
Read More...
ଗୁଜରାଟର କାଣ୍ଡଲା ବନ୍ଦରରେ ଏଲପିଜି ନେଇ ପହଞ୍ଚିଲା ‘ଜଗ୍ ବସନ୍ତ’
ଗୁଜରାଟ: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ କାରଣରୁ ହରମୁଜ୍ ପ୍ରଣାଳୀ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି। ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ଭିତରେ ଭାରତକୁ ଆଶ୍ୱସ୍ତ କରି କାଣ୍ଡଲା ବନ୍ଦରରେ MT ଜଗ୍ ବସନ୍ତ ପହଞ୍ଚିଛି। ଏହି ଜାହାଜ ୪୭,୦୦୦ ମେଟ୍ରିକ ଟନ୍!-->…
Read More...
Read More...
ଦେଶରେ ଇନ୍ଧନ ଯୋଗାଣ ସ୍ଥିରତା ପାଇଁ କେନ୍ଦ୍ରର ସମୀକ୍ଷା, ଗୁଜବକୁ ଖଣ୍ଡନ
ନ୍ୟୁଜ୍ ବ୍ୟୁରୋ: ଦେଶବ୍ୟାପୀ ପେଟ୍ରୋଲିୟମ ଉତ୍ପାଦ ଓ ପ୍ରାକୃତିକ ଗ୍ୟାସର ନିରବିଚ୍ଛିନ୍ନ ଯୋଗାଣ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ପକ୍ଷରୁ ଆଜି ଏକ ସମୀକ୍ଷା ବୈଠକ ଆୟୋଜିତ ହୋଇଛି। ବୈଠକରେ ପେଟ୍ରୋଲ, ଡିଜେଲ ଓ ସିଏନଜି ଯୋଗାଣକୁ ସାଧାରଣ!-->…
Read More...
Read More...
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଭୁବନେଶ୍ବର: ପୁଣି କୋର୍ଟକୁ ବୋମା ଧମକ । ଆଜି ଭୁବନେଶ୍ୱର ସ୍ଥିତ ଖୋର୍ଦ୍ଧା ଜିଲ୍ଲା ଓ ଦୌରା ଜଜଙ୍କ ଅଦାଲତକୁ ବୋମା ବିସ୍ଫୋରଣରେ ଉଡ଼ାଇଦେବାକୁ ଇ-ମେଲ ଯୋଗେ ଧମକ ମିଳିଛି। ଏହାକୁ ନେଇ ରାଜଧାନୀରେ ଚାଞ୍ଚଲ୍ୟ ଖେଳିଯାଇଛି। ଗତ କିଛି ମାସ ହେବ ରାଜ୍ୟର ବିଭିନ୍ନ କୋର୍ଟକୁ ଏଭଳି ଇ-ମେଲ୍!-->…
Read More...
Read More...
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
ମୁମ୍ବାଇ: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ସାଉଦି ଆରବରୁ ଅଶୋଧିତ ତୈଳ ନେଇ ଆସୁଥିବା ଏକ ଟ୍ୟାଙ୍କର ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇରେ ପହଞ୍ଚିଛି। ପ୍ରାୟ ୧୩୫ ହଜାର ମେଟ୍ରିକ୍ ଟନ୍ ଅଶୋଧିତ ତୈଳ ବୋଝାଇଥିବା ଏହି!-->…
Read More...
Read More...
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ନୂଆଦିଲ୍ଲୀ: ଓଡ଼ିଶା ପାଇଁ ବଡ଼ ଖୁସି ଖବର ଆସିଛି। ରେଳ ସଂଯୋଗୀକରଣ ନେଇ ବଡ଼ ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର ହୋଇଛି। ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍।
ଓଡିଶାରେ ରେଳ!-->!-->!-->…
Read More...
Read More...
ବଳଦେବଜୀଉଙ୍କ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ମଞ୍ଜୁର ହୋଇଛି। କେନ୍ଦ୍ରାପଡ଼ାର ବ୍ରହ୍ମ ତାଳଧ୍ୱଜ ରଥ ଏଥର ନୂଆ ହେବ। ଏନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ!-->…
Read More...
Read More...
ମାର୍ଚ୍ଚରୁ ଆରମ୍ଭ ହେବ ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା
ଭୁବନେଶ୍ଵର: ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା ଆସନ୍ତା ମାର୍ଚ୍ଚ ପ୍ରଥମ ସପ୍ତାହରୁ ଆରମ୍ଭ ହେବାକୁ ଯାଉଛି। ମଙ୍ଗଳବାର ପୱନ ହଂସ କମ୍ପାନୀ ପକ୍ଷରୁ ଟ୍ରାଏଲ ରନ୍ ହୋଇଛି। ଏନେଇ ରାଜ୍ୟ ବାଣିଜ୍ୟ , ପରିବହନ ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆଲୋଚନା କରାଯାଇଛି। ବାରିପଦା ପୋଲିସ ଲାଇନ!-->…
Read More...
Read More...