ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
Browsing Category

ବଡ ଖବର

ପୋଖରା ବିମାନ ଦୁର୍ଘଟଣା, ସମସ୍ତ ୭୨ ଜଣଙ୍କ ମୃତ ଦେହ ଉଦ୍ଧାର

ନେପାଳ; ନେପାଳରେ ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଭୟଙ୍କର ବିମାନ ଦୁର୍ଘଟଣା । ୭୨ ଜଣ ଯାତ୍ରୀ କ୍ଷମତା ଥିବା ଏହି ବିମାନଟି ନେପାଳର ରାଜଧାନୀ କାଠମାଣ୍ଡୁରୁ ପୋଖରା ଯାଉଥିବା ବେଳେ ଦୁର୍ଘଟଣାଗସ୍ତ ହୋଇଛି । ବିମାନରେ ମୋଟ ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟ ଥିଲେ। ସେମାନଙ୍କ
Read More...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଲାଗିଲା ପ୍ରଶ୍ନଚିହ୍ନ

ବେଙ୍ଗାଲୁରୁ: ଆଜି କର୍ଣ୍ଣାଟକ ଗସ୍ତରେ ଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାକୁ ନେଇ ଘଟିଥିବା ଅଘଟଣ ସମସ୍ତଙ୍କୁ ଚକିତ କରିଦେଇଛି।। କର୍ଣ୍ଣାଟକର ହୁବୁଳିରେ ଆଜି ପ୍ରଧାନମନ୍ତ୍ରୀ ରୋଡ଼ ଶୋ’ କରୁଥିବା ବେଳେ ଜଣେ ବ୍ୟକ୍ତି ସୁରକ୍ଷା ବଳୟକୁ ଭେଦ କରି ମୋଦିଙ୍କ ବେକରେ ଏକ
Read More...

ଦୁଇଟି ଔଷଧକୁ ବ୍ୟବହାର ପାଇଁ ମନାକଲା ବିଶ୍ବ ସ୍ବାସ୍ଥ୍ୟ ସଂଗଠନ

ନୂଆଦିଲ୍ଲୀ: ଭାରତୀୟ କମ୍ପାନୀ ଦ୍ବାରା ପ୍ରସ୍ତୁତ ଦୁଇଟି ଔଷଧକୁ ବ୍ୟବହାର ପାଇଁ ମନାକଲା ବିଶ୍ବ ସ୍ବାସ୍ଥ୍ୟ ସଂଗଠନ। ନୋଏଡାରେ ଥିବା ମାରିଅନ୍‌ ବାୟୋଟେକ ଦ୍ବାରା ଏହି ଔଷଧ ପ୍ରସ୍ତୁତ କରାଯାଉଛି । ଉଜବେକିସ୍ତାନରେ ଔଷଧ ଖାଇ ଶିଶୁଙ୍କ ମୃତ୍ୟୁ ଘଟଣା ପରେ ସେଠାରେ ଏହି ଔଷଧକୁ ବ୍ୟବହାର ପାଇଁ
Read More...

ଜଳିଗଲା ପର୍ଯ୍ୟଟକଙ୍କ ବସ୍

ସାକ୍ଷୀଗୋପାଳ; ସାକ୍ଷୀଗୋପାଳ ମନ୍ଦିର ପାଖରେ ପାର୍କିଂ ହୋଇଥିବାବେଳେ ଏକ ବସ୍ ଜଳିଯାଇଛି। ସାକ୍ଷୀଗୋପାଳ ମନ୍ଦିର ପଛ ପଟେ ଘଟିଛି ଅଘଟଣ । ଅଗ୍ନିକାଣ୍ଡରେ କାହାର କୌଣସି କ୍ଷତି ହୋଇ ନଥିବା ବେଳେ ବସରେ ଥିବା ଯାତ୍ରୀଙ୍କ ଲୁଗା ପଟା ସହିତ ଆବଶ୍ୟକ ଜିନିଷ ପୋଡି ଯାଇଛି। ମିଳିଥିବା ସୂଚନା
Read More...

ବିରିୟାନି ଖାଇ ଚାଲିଗଲା ଜୀବନ

ବେଙ୍ଗାଲୁରୁ: କେରଳର କାସରଗୋଡ଼ ଜିଲ୍ଲା ଅନ୍ତର୍ଗତ ଏକ ସ୍ଥାନୀୟ ହୋଟେଲ୍‌ରୁ ‘କୁଜିମାନ୍ତି’ ବା ଦମ୍‌ ବିରିୟାନୀ ଖାଇ ଜଣେ ୨୦ ବର୍ଷୀୟ ଯୁବତୀଙ୍କର ମୃତ୍ୟୁ ଘଟିଛି। ଫୁଡ୍‌ ପଏଜନିଂରୁ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ପୁଲିସ କହିବା ଅନୁଯାୟୀ,  କସରଗଡ଼ ନିକଟସ୍ଥ ପେରୁମ୍ବାଲାରର ଅଞ୍ଜୁ
Read More...

ଭୁବନେଶ୍ୱର-ରାଉରକେଲା ବିମାନ ଉଡାଣ ଆରମ୍ଭ

ଭୁବନେଶ୍ବର; ଆଜିଠୁ ଷ୍ଟିଲସିଟିକୁ ଉଡିଲା ବିମାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ପତାକା ଦେଖାଇ ଭୁବନେଶ୍ୱର-ରାଉରକେଲା ବିମାନ ଉଡାଣର ଶୁଭାରମ୍ଭ କରିଛନ୍ତି । ସେପଟେ ଆନୁଷ୍ଠାନିକ ଭାବେ ଭିସିରେ ଶୁଭାରମ୍ଭ କରିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ
Read More...

ଚାକିରିରୁ ବହିଷ୍କାର ହେଲେ ୨୪ ଶିକ୍ଷକ,

ନବରଙ୍ଗପୁର: ବିନା ଛୁଟିରେ କାର୍ଯ୍ୟରେ ଅନୁପସ୍ଥିତି ପଡ଼ିଲା ମହଙ୍ଗା, ୨୪ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। କାର୍ଯ୍ୟରେ ଦୀର୍ଘବର୍ଷ ଧରି ଅନୁପସ୍ଥିତ ରହିବା ଯୋଗୁ ୨୪ ଶିକ୍ଷକଙ୍କୁ କାର୍ଯ୍ୟଚ୍ୟୁତ କରିଛନ୍ତି ନବରଙ୍ଗପୁର ଜିଲ୍ଲାପାଳ । ଦୀର୍ଘ ୧୨ ବର୍ଷ ମଧ୍ୟରେ କାର୍ଯ୍ୟରେ
Read More...

ସର୍ବୋଚ୍ଚ ଯୁଦ୍ଧ କ୍ଷେତ୍ର ଭାରତର ପ୍ରଥମ ମହିଳା କ୍ୟାପଟେନ ଶିବା

ନୂଆଦିଲ୍ଲୀ: ଦୁନିଆର ସର୍ବୋଚ୍ଚ ଯୁଦ୍ଧ କ୍ଷେତ୍ର ସିଆଚିନ ଗ୍ଲେସିୟର ପ୍ରଥମ ଥର ପାଇଁ ଜଣେ ମହିଳା ଅଧିକାରୀଙ୍କୁ ମୃତୟନ କରାଯାଇଛି । ଏହି ମହିଳା ଅଧିକାରୀଙ୍କ ନାଁ ହେଉଛି କ୍ୟାପଟେନ ଶିବା ଚୌହାନ । ଯିଏକି ସେନା ଫାୟାର ଆଣ୍ଡ ଫ୍ୟୁରୋସ କର୍ପସ ଜଣେ ବରିଷ୍ଟ ଅଧିକାରୀ ଅଛନ୍ତି । କଠିନ
Read More...

ଦୁର୍ଘଟଣାରେ କ୍ରିକେଟର୍‌ ଋଷଭ ପନ୍ତ ଆହତ

ନୂଆଦିଲ୍ଲୀ; ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ନିଜ ଘର ଉତ୍ତରାଖଣ୍ଡରୁ ଦିଲ୍ଲୀ ଫେରୁଥିବା ବେଳେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ନାରସନ ବର୍ଡର ନିକଟରେ ଋଷଭଙ୍କ ଗାଡ଼ି ଡିଭାଇଡରରେ ପିଟି ହୋଇଥିଲା । ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା ହୋଇଥିବା କୁହାଯାଉଥିବା ବେଳେ
Read More...

କୋଭିଡ କଟକଣାରେ ହେବ ଦଶମ ଓ ଦ୍ୱାଦଶ ପରୀକ୍ଷା

ଭୁବନେଶ୍ବର; ଦିନକୁ ଦିନ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଛି । ଏହାକୁ ନେଇ ଚାରିଆଡେ ଭୟର ବାତାବରଣ । ଏହାରି ମଧ୍ୟରେ ସ୍କୁଲକୁ ଫେରୁଛି କରୋନା କଟକଣା । ବିଦ୍ୟାଳୟରେ କରୋନା ନିୟମ ପାଳନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ କହିଛନ୍ତି । ସେ କହିଛନ୍ତି ଯେ,
Read More...