ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category

ବଡ ଖବର

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି

କର୍ଣ୍ଣାଟକ; ଆଜି କର୍ଣ୍ଣାଟକରେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟି ହୋଇଛି। ରାଜ୍ୟର ଡାଭାନଗେରେରେ ଆଜି ମୋଦି ରୋଡ୍‌ ଶୋ’ କରୁଥିବା ବେଳେ ଏପରି ଘଟଣା ଘଟିଛି। ମୋଦି ରୋଡ ଶୋ’ କରୁଥିବା ବେଳେ ଜଣେ ଯୁବକ ବ୍ୟାରିକେଡ ଡେଇଁ ତାଙ୍କ ନିକଟକୁ ଦୌଡ଼ି ଯିବାକୁ ପାଇଁ
Read More...

ପୁଲିସ କନଷ୍ଟେବଲ ନିଯୁକ୍ତି ପାଇଁ ଦୈାଡ ପରୀକ୍ଷା ବେଳେ ଅଘଟଣ

ଗଞ୍ଜାମ/ରାୟଗଡା; ପୁଲିସ କନଷ୍ଟେବଲ ନିଯୁକ୍ତି ପାଇଁ ହେଉଥିବା ଶାରୀରିକ ପରୀକ୍ଷା ନିମନ୍ତେ ହେଉଥିବା ଦୌଡ଼ ପ୍ରତିଯୋଗିତା ବେଳେ ଜଣେ ମୃତ, ୨ ଗୁରୁତର। ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ଓ ରାୟଗଡା ଜେକେପୁର ଠାରେ ଚାଲିଥିବା ଦୌଡ଼ ପରୀକ୍ଷା ବେଳେ ଏହି ଅଘଟଣ ଘଟିଛି। ସୂଚନାନୁସାରେ, ଛତ୍ରପୁରରେ
Read More...

ବିବାହିତ ଛାତ୍ରୀଙ୍କୁ ମିଳିବ ୬ମାସର ମାତୃତ୍ୱ ଛୁଟି

କେରଳ; ବିବାହିତ ଛାତ୍ରୀଙ୍କୁ ମିଳିବ ୬ମାସର ମାତୃତ୍ୱ ଛୁଟି। ଛାତ୍ରୀମାନଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେଇଛି କେରଳ ବିଶ୍ବବିଦ୍ୟାଳୟ । ପାଠ ପଢ଼ୁଥିବା ୧୮ ବର୍ଷ ବୟସରୁ ଅଧିକ ଛାତ୍ରୀଙ୍କୁ ଏଭଳି ଛୁଟି ମିଳିବ । ଯଦି କେହି ଛାତ୍ରୀ ଗ୍ରାଜୁଏସନ୍, ପୋଷ୍ଟଗ୍ରାଜୁଏସନ
Read More...

ଢାକାରେ ଭୟଙ୍କର ବିସ୍ଫୋରଣ ଘଟି ୧୪ ମୃତ୍ୟୁ, ୧୦୦ରୁ ଅଧିକ ଆହତ

ଢାକା: ବାଂଲାଦେଶ ରାଜଧାନୀ ଢାକାରେ ଭୟଙ୍କର ବିସ୍ଫୋରଣ ଘଟି ୧୪ ଜଣଙ୍କ ଜୀବନ ଯାଇଥିଲାବେଳେ ଶହେରୁ ଅଧିକ ଲୋକ ଆହତ ହୋଇଛନ୍ତି।ଆହତଙ୍କ ମଧ୍ୟରେ ଅଧିକାଂଶ ଲୋକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସୂଚନାନୁସାରେ; ବାଂଲାଦେଶର ଢାକା ଅନ୍ତର୍ଗତ ଗୁଲିସ୍ତାନର ଥିବା ଗୋଟିଏ ବହୁତଳ
Read More...

ମୁଖ୍ୟମନ୍ତ୍ରୀ ମାନ୍ୟତା ପତ୍ର ପିଲାମାନଙ୍କୁ ଦେଲେ

କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜ ଓ ହସ୍‌ପିଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀପିଲାମାନଙ୍କୁ ଦେଲେ ଧରଣୀଧର ବିଶ୍ବବିଦ୍ୟାଳୟର ଅନୁମୋଦନ ପତ୍ର୪୭୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭରାଜ୍ୟର ବିକାଶରେ କେନ୍ଦୁଝରର ରହିଛି ଗୁରୁତ୍ବପୂର୍ଣ୍ଣ ଅବଦାନଚାଷୀ, ମହିଳା ଓ ଯୁବସମାଜ ଆମର
Read More...

ତୁର୍କୀ ଓ ସିରିଆ ଭୂକମ୍ପ; ୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ତୁର୍କୀ; ପ୍ରଳୟଙ୍କରୀ ଭୂକମ୍ପରେ ଭୟଙ୍କର ବିପର୍ଯ୍ୟୟର ସାମ୍ନା କଲା ତୁର୍କୀ ଓ ସିରିଆ। ଏବେ ଧ୍ବସ୍ତ ବିଧ୍ବସ୍ତ ସହରକୁ ସଜାଡିବାରେ ଲାଗି ପଡିଛନ୍ତି ସମସ୍ତେ। ୫୦ଟି ଦେଶ ସହାୟତା ପାଇଁ ଆଗେଇ ଆସିଛି। ଭାରତରୁ ମଧ୍ୟ ଏନଡିଆରଏଫ ଟିମ୍ ସହାୟତା ନେଇ ପହଞ୍ଚିବା ସହ ଉଦ୍ଧାର କାର୍ଯ୍ୟରେ ନିୟୋଜିତ
Read More...

ତୁର୍କୀରେ ଶକ୍ତିଶାଳୀ ଭୂମିକମ୍ପ;୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ

ତୁର୍କୀ; ତୁର୍କୀରେ ଗତକାଲି ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ଯୋଗୁ ଏଯାଏଁ  ୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେବି ଆହୁରି ଅନେକ ଭଗ୍ନାବଶେଷ ତଳେ ଚାପି ହୋଇରହିଥିବା ବେଳେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। ୩୦ ହଜାରରୁ ଅଧିକ ଲୋକଙ୍କୁ ବିଭିନ୍ନ
Read More...

ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ

ଭୁବନେଶ୍ୱର: ଆଜି ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ହିଞ୍ଜିଳିବାସୀଙ୍କ ଅନେକ ଦିନର ସ୍ୱପ୍ନ ପୂରଣ ହୋଇଛି ବୋଲି କହିଛନ୍ତି ନବୀନ । ସେହିପରି ମୁଖ୍ୟମନ୍ତ୍ରୀଙ୍କ ସହ ଉଦଘାଟନୀ ଉତ୍ସବରେ ଭର୍ଚୁଆଲରେ ଉପସ୍ଥିତ ରହି
Read More...

ପୁଣି ତୁର୍କୀ ଭୟଙ୍କର ଭୂକମ୍ପ, ମୃତ୍ୟୁ ସଂଖ୍ୟା ୧୮ଶହ ପାର

ନୂଆଦିଲ୍ଲୀ: ଦ୍ୱିତୀୟ ଥର ପାଇଁ ଭୂକମ୍ପରେ ଥରିଲା ତୁର୍କୀ । ଏଥିରେ ୨୮୧୮ଟି କୋଠା ଭୁଶୁଡିଥିବା ଜଣାପଡିଛି । ତୁର୍କୀ, ସିରିଆରେ ଭୟଙ୍କର ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୧୮ଶହ ପାର କରିଛି । ୭ ଦଶମିକ ୮ ତୀବ୍ରତାରେ ଥରିଲା ଦୁଇ ପଡ଼ୋଶୀ ରାଷ୍ଟ୍ର । ଶକ୍ତିଶାଳୀ ଭୂକମ୍ପ ଝଟକାରେ ବିରାଟ ବିରାଟ
Read More...

ବିକ୍ରମଦେବ ମହାବିଦ୍ୟାଳୟକୁ ମିଳିଲା ବିଶ୍ୱବିଦ୍ୟାଳୟ ମାନ୍ୟତା

ଜୟପୁର; ଜୟପୁରର ପ୍ରସିଦ୍ଧ ଉଚ୍ଚ ଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେଇଛନ୍ତି ରାଜ୍ୟ ସରକାର । ଏ ସଂକ୍ରାନ୍ତୀୟ  ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ତେବେ ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା 
Read More...