ପ୍ରମୁଖ ଖବର

ସ୍ୱଚ୍ଛ ସର୍ବେକ୍ଷଣରେ ଓଡ଼ିଶାକୁ ୩ ପୁରସ୍କାର, ପୁରୀ ଦେଶରେ ପ୍ରଥମ
ନଭେମ୍ବର ୧୨ରୁ ଅମୂଲ ଓ ମଦର ଡାଏରୀ କ୍ଷୀର ଦର ଲିଟର ପିଛା ୨ରୁ ୪ ଟଙ୍କା ବୃଦ୍ଧି ପାଇବ
କେନ୍ଦ୍ର କ୍ୟାବିନେଟର ୫ ବଡ଼ ନିଷ୍ପତ୍ତି, ୭୫ ହଜାର କୋଟିରୁ ଅଧିକ ଅନୁଦାନକୁ ମଞ୍ଜୁରି
ଓଡ଼ିଶା-ଜାପାନ ସମ୍ପର୍କରେ ନୂଆ ଅଧ୍ୟାୟ, ତୋତ୍ତୋରି ସହ ମୈତ୍ରୀ ଚୁକ୍ତି ସ୍ୱାକ୍ଷର
ବେଙ୍ଗାଲୁରୁରେ ୧୬୦ କୋଟିର ବାୟୋଗ୍ୟାସ୍‌ ପ୍ଲାଣ୍ଟ ଶିଳାନ୍ୟାସ କରିବେ ମୋଦୀ
ବାଲିଯାତ୍ରା ଉଦ୍‌ଘାଟନ କରିବେ ରାଷ୍ଟ୍ରପତି ମୁର୍ମୁ
ନାଟମଣ୍ଡପ ଧାଡ଼ି ଦର୍ଶନ ବ୍ୟବସ୍ଥାରେ ହେବ ସଂଶୋଧନ
ଝରିଗାଁ କୋର୍ଟରେ ତୁମୁଳକାଣ୍ଡ, ଲୁହା ରଡ୍‌ରେ ବିଚାରପତିଙ୍କୁ ଆକ୍ରମଣ
Browsing Category

ବଡ ଖବର

ବିଷାକ୍ତ ହର୍ବିସାଇଟ୍ ପାରାକ୍ବାଟ୍‌କୁ ନିଷିଦ୍ଧ କର

କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ଜଣାଇଲେ ରାଜ୍ୟ ସରକାର୩ମାସ ପାଇଁ ସରକାର ଓଡ଼ିଶାରେ ଏହାକୁ ନିଷିଦ୍ଧ କରିଥିଲେମଣିଷର ଜୀବନ ପ୍ରତି ବିପଦ ଏହି ରାସାୟନିକ ପଦାର୍ଥସ୍ବାସ୍ଥ୍ୟ ପ୍ରତି କେବଳ ବିପଦ ଆଣୁନି, ଜୀବନ ବି ନେଇଯାଉଛି ଭୁବନେଶ୍ବର: ଅତ୍ୟନ୍ତ ବିଷାକ୍ତ ହର୍ବିସାଇଡ୍‌ ପାରାକ୍ବାଟ୍‌ ଓ…
Read More...

ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ

ତେଲେଙ୍ଗାନା: ତେଲେଙ୍ଗାନା ଡିଣ୍ଡିଗୁଲ ବାୟୁସେନା ଏକାଡେମୀରେ ଟ୍ରେନିଂବେଳେ ଘଟିଛ ବଡ ଧରଣର ଅଘଟଣ । ପାଇଲଟସ୍ ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ ହୋଇଛି ।  ମୃତ ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ଥିବା…
Read More...

ଚେନ୍ନାଇରେ ବାତ୍ୟା ମିଚାଓଙ୍ଗ ପ୍ରଭାବରେ ପ୍ରବଳ ବର୍ଷା

ଚେନ୍ନାଇ:  ଏବେ ବଙ୍ଗୋପସାାଗରରେ ଅଧିକ ମାତ୍ରାରେ ଘନୀଭୁତ ହୋଇ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଉଛି ସାମୁଦ୍ରିକ ବାତ୍ୟା  ‘ମିଚାଓଙ୍ଗ’। ଏହା ପ୍ରଭାବରେ ତାମିଲନାଡୁ ଏବଂ ପୁଡୁଚେରୀରେ ପ୍ରବଳ ବର୍ଷା ଚାଲିଛି । ଉତ୍ତର ଉପକୂଳ ତାମିଲନାଡୁର ଚେନ୍ନାଇ, ଚେଙ୍ଗଲପାଟ୍ଟୁ, କାଞ୍ଚିପୁରମ୍,…
Read More...

କିନ୍ନର ଦୀପା ସାହୁ ପାଇବେ ରାଷ୍ଟ୍ରପତି ପୁରସ୍କାର

କଟକ: ପିଏଚଡି ଡିଗ୍ରୀ ହାସଲ କରିଥିବା ପ୍ରଥମ କିନ୍ନର ଭାବେ ରାଷ୍ଟ୍ରପତି ପୁରସ୍କାର ପାଇବେ କଟକର ଦୀପା ସାହୁ। ଏନେଇ ରାଷ୍ଟ୍ରପତି ଭବନରୁ ଚିଠି ଯୋଗେ ଦୀପାଙ୍କୁ ଅବଗତ କରାଯାଇଛି। ଆସନ୍ତା ଡିସେମ୍ବର ୩୦ ତାରିଖରେ ରାଷ୍ଟ୍ରପତି ଭବନରେ ସମ୍ମାନିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି…
Read More...

ଶିଶୁ ପୁତ୍ରକୁ ମାରିଲା ପରେ ଗାଈକୁ ଖାଇଲା ବାଘ

ନୂଆପଡ଼ା: ଗତକାଲି ୬ ବର୍ଷର ନାବାଳକକୁ ମାରିବା ପରେ ଆଜି ସକାଳେ ଏକ ଗାଈକୁ ଖାଇଛି ବାଘ। ରାତିରେ ଗୁହାଳରେ ପଶି ଗାଈକୁ ମାରି ଦେଇଛି ବାଘ। ଗତକାଲି ଘର ଅଗଣାରୁ ୭ ବର୍ଷର ଶିଶୁପୁତ୍ରକୁ ଝାମ୍ପି ନେଇଥିଲା କଲରା ପତରିଆ ବାଘ । ମୃତକ ହୁମନ୍ ମାଝିଙ୍କ ପୁଅ ଡମ୍ବରୁ ମାଝି । ବାଘ ମୁହଁରୁ ଛୁଆଟିକୁ…
Read More...

ଏଣିକି କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ

ଭୁବନେଶ୍ବର: ଏଣିକି ଆଉ ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ପାଇଁ ମୁମ୍ବାଇ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ କରାଯିବ। ତା’ପୁଣି ଆସନ୍ତା ମାସରୁ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି କ୍ୟାପିଟାଲ୍…
Read More...

କେନ୍ଦ୍ର ଓ ରାଜ୍ୟ ସରକାର ସମଲିଙ୍ଗୀଙ୍କ ଅଧିକାର ନେଇ ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହର ବୈଧୀକରଣକୁ ନେଇ ସୁପ୍ରିମ୍‌କୋର୍ଟ ସଂରକ୍ଷିତ ରଖିଥିବା ରାୟ ଆଜି ପ୍ରକାଶ ପାଇଛି। ସର୍ବୋଚ୍ଚ ଅଦାଲତ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେଇ ପାରିବେ ନାହିଁ ବୋଲି କହିଛନ୍ତି। ନୂତନ ଆଇନ ପ୍ରଣୟନ କରିବା ସଂସଦ ବା ବ୍ୟବସ୍ଥାପନା ସଭାର ଅଧିକାର।…
Read More...

ବିହାରର ବକ୍ସରରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା

ପାଟନା: ବିହାରର ବକ୍ସରରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ନର୍ଥ ଇଷ୍ଟ ଏକ୍ସପ୍ରେସର ଛଅଟି ବଗି ଲାଇନଚ୍ୟୁତ ହୋଇଥିବାର ଖବର ସାମ୍ନାକୁ ଆସୁଛି | ମିଳିଥିବା ସୂଚନା ମୁତାବକ ବକ୍ସର ଏବଂ ଆରା ମଧ୍ୟରେ ଥିବା ରଘୁନାଥପୁର ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି | ରାତି ପ୍ରାୟ ଦଶଟା ବେଳେ ଏହି…
Read More...

ଆଇନରେ ପରିଣତ ହେଲା ମହିଳା ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ: ଆଇନରେ ପରିଣତ ହୋଇଛି ମହିଳା ସଂରକ୍ଷଣ ବିଲ୍। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୋହର ପରେ ସଂସଦରେ ପାରିତ ହୋଇଥିବା ଐତିହାସିକ ମହିଳା ସଂରକ୍ଷିତ ବିଲ୍‌ ଆଜି ଆଇନରେ ପରିଣତ ହୋଇ ଯାଇଛି। ସର୍ବସମ୍ମତିକ୍ରମରେ ମହିଳା ସଂରକ୍ଷଣ ବିଲ୍‌ ବା ନାରୀ ଶକ୍ତି ବନ୍ଦନ ଅଧିନିୟମ ଉଭୟ…
Read More...

ବାହାଘର ଉତ୍ସବରେ ଅଗ୍ନିକାଣ୍ଡ: ୧୧୩ରୁ ଅଧିକ ଲୋକଙ୍କ ମୃତ୍ୟୁ, ୧୫୦ରୁ ଅଧିକ ଆହତ

ବାଗଦାଦ:  ବାହାଘର ଉତ୍ସବରେ ଅଗ୍ନିକାଣ୍ଡ ଘଟି ୧୧୩ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫୦ରୁ ଅଧିକ ଆହତ ହୋଇଛନ୍ତି। ଇରାକ ସହରର ହାମ୍‌ଦାନିୟା ଘଟିଥିବା ଏହି ଭୟାନକ ଅଗ୍ନିକାଣ୍ଡ ସାରା ଦେଶରେ ଶୋକର ବାତାବରଣ ସୃଷ୍ଟି କରିଛି । ନିନେଭ ଡେପୁଟି ଗଭର୍ଣ୍ଣର ହାସନ ଅଲ ଅଲାକ କହିଛନ୍ତି-…
Read More...