Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category
ବଡ ଖବର
ବିଶାଖାପାଟଣା ହେବ ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ
ଆନ୍ଧ୍ରପ୍ରଦେଶ; ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ ହେବ ବିଶାଖାପାଟଣା । ନୂଆଦିଲ୍ଲୀରେ ଆଜି ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ୍ ମୋହନ ରେଡ୍ଡୀ ନୂତନ ରାଜଧାନୀର ନାଁ ଘୋଷଣା କରିଛନ୍ତି। ଏ ସମ୍ପର୍କରେ ସୂଚନା ଦେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ କହିଛନ୍ତି ଯେ ବିଶାଖାପାଟଣାକୁ!-->…
Read More...
Read More...
ପାକିସ୍ତାନ ମସଜିଦରେ ଆତ୍ମଘାତୀ ବିସ୍ଫୋରଣ
ପାକିସ୍ଥାନ; ପାକିସ୍ତାନ ପେଶାୱାରରେ ଥିବା ଏକ ମସଜିଦରେ ଆତ୍ମଘାତୀ ଆକ୍ରମଣ ହୋଇଛି । ଏହି ଧମାକାରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କର ମୃତ୍ୟୁ ହାଇସାରିଥିବାବେଳେ, ୯୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ପେଶାୱାରର ପୋଲିସ ଲାଇନ୍ସ ପାଖରେ ଥିବା ମସଜିଦରେ ନମାଜ ପାଠ ପରେ ଏହି ବିସ୍ଫୋରଣ ଘଟିଛି ।!-->…
Read More...
Read More...
ଅର୍ମଥନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ବର; ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଗତକାଲି ମୃତ୍ୟୁ ହେବା ପରେ ଆଜି ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶ୍ରୀ ପୂଜାରୀଙ୍କୁ!-->…
Read More...
Read More...
ନବ ଦାସଙ୍କ ପାଇଁ ରାଜ୍ୟ ସରକାରଙ୍କ ୩ ଦିନିଆ ଶୋକ ଘୋଷଣା
ଭୁବନେଶ୍ବର: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଆଜି (ରବିବାର) ଗୁଳିମାଡରେ ମୃତ୍ୟୁ ହୋଇଛି। ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବା ବେଳେ ଗୋପାଳ ଦାସ ନାମକ ଜଣେ ଏଏସଆଇ ଅତି ନିକଟରୁ ତାଙ୍କୁ ଗୁଳିମାଡ କରିଥିଲେ। ପରେ ଏୟାର ଲିଫ୍ଟରେ ତାଙ୍କୁ ଆପୋଲ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କର!-->…
Read More...
Read More...
ବାୟୁସେନାର ତିନୋଟି ବିମାନ ଦୁର୍ଘଟଣାଗ୍ରସ୍ତ
ରାଜସ୍ଥାନ/ ମଧ୍ୟପ୍ରଦେଶ; ରାଜସ୍ଥାନର ଭରତପୁର ଓ ମଧ୍ୟପ୍ରଦେଶର ମୁରୈନା ନିକଟରେ ଶନିବାର ସକାଳେ ଭାରତୀୟ ବାୟୁସେନାର ଦୁଇଟି ଲଢୁଆ ବିମାନ ଓ ଏକ ଚାଟାର୍ଡ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାଜସ୍ଥାନରେ ସେନାର ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ମଧ୍ୟପ୍ରଦେଶର ମୁରୈନାରେ!-->…
Read More...
Read More...
ଭାରତକୁ ଆସିବ ୧୦୦ରୁ ଅଧିକ ଚିତାବାଘ
ଦକ୍ଷିଣ ଆଫ୍ରିକା; ଚିତା ପ୍ରକଳ୍ପ ନିମନ୍ତେ ଭାରତକୁ ଶତାଧିକ ଚିତା ପଠାଇବା ଲାଗି ରାଜିନାମା ହୋଇଥିବା କଥା ଗୁରୁବାର ଦିନ ଦକ୍ଷିଣ ଆଫ୍ରିକା କହିଛି। ତେଣୁ ଦକ୍ଷିଣ ଆଫ୍ରିକାରୁ ଭାରତକୁ ଆସିବ ୧୦୦ରୁ ଅଧିକ ଚିତା ବାଘ । ଏଥିପାଇଁ ଦୁଇ ଦେଶ ମଧ୍ୟରେ ଏକ ରାଜିନାମା ହୋଇଛି । ଦକ୍ଷିଣ ଆଫ୍ରିକାର!-->…
Read More...
Read More...
ଜେଟ୍ ପ୍ୟାକ୍ ସୁଟ ପିନ୍ଧି ଶୂନ୍ୟରେ ଉଡିବେ ଭାରତୀୟ ସେନା
ନୂଆଦିଲ୍ଲୀ: ଏଣିକି ଶୂନ୍ୟରେ ଉଡିବେ ଭାରତୀୟ ସୈନ୍ୟ। ସେମାନଙ୍କ ଲାଗି ଆସିବ ଜେଟପ୍ୟାକ ସୁଟ୍ । ଏହି ସୁଟ୍ ବଳରେ ସେମାନେ ଘଣ୍ଟା ପ୍ରତି ୫୦ କିଲୋମିଟର ବେଗରେ ଉଡିପାରିବେ । ଏନେଇ ପ୍ରାଥମିକ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି । ୪୮ଟି ଜେଟପ୍ୟାକ ସୁଟ, ୧୦୦ଟି ରୋବୋଟିକ ମ୍ୟୁଲ, ୧୩୦ଟି!-->…
Read More...
Read More...
ଆସିକା ଥାନା ଶ୍ରେଷ୍ଠ ଥାନା ଭାବରେ ପୁରସ୍କୃତ
ନୂଆଦିଲ୍ଲୀ: ଓଡିଶା ପୁଲିସ ପାଇଁ ଆଜି ବହୁତ ଖୁସିର ଦିନ। କାରଣ ୨୦୨୨ବର୍ଷ ପାଇଁ ସାରା ଦେଶରେ ଆସିକା ଥାନା ଶ୍ରେଷ୍ଠ ଥାନା ଭାବରେ ପୁରସ୍କୃତ ହୋଇଛି। ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବୈଜ୍ଞାନିକ ଭବନରେ ଆୟୋଜିତ ପୋଲିସ ଡିଜି ଓ ଆଇଜି ସମ୍ମିଳନୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ସାହା, ଆସିକା!-->…
Read More...
Read More...
କର୍ଣ୍ଣେଲ୍ ପାହ୍ୟାକୁ ପଦୋନ୍ନତି ପାଇବେ ଭାରତୀୟ ସେନା ମହିଳା ଅଧିକାରୀ
ନୂଆଦିଲ୍ଲୀ: କର୍ଣ୍ଣେଲ୍ ପାହ୍ୟାକୁ ପଦୋନ୍ନତି ପାଇବେ ୧୦୮ ଭାରତୀୟ ସେନା ମହିଳା ଅଧିକାରୀ। ସେନାର ପୁରୁଷ ଅଧିକାରୀମାନଙ୍କ ସହିତ ମହିଳା ଅଧିକାରୀମାନଙ୍କୁ ସମକକ୍ଷ କରିବା ନିମନ୍ତେ ୨୦୨୩ ଜାନୁଆରି ୨ରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଜାନୁଆରି ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ।
ସେନା!-->!-->!-->…
Read More...
Read More...
ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷଙ୍କୁ ୧୫ ମିଟର ଘୋଷାରି ନେଲା କାର୍ ଚାଳକ
ନୂଆଦିଲ୍ଲୀ; ଦିଲ୍ଲୀ ପୋଲିସ ଗୁରୁବାର ଦିନ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଯେଉଁଥିରେ ଦିଲ୍ଲୀ ମହିଳା ଆୟୋଗର ମୁଖ୍ୟ ସ୍ବାତୀ ମାଲିୱାଲ ଦାବି କରିଛନ୍ତି ଯେ ତାଙ୍କୁ ଏମ୍ସ ସାମ୍ନାରେ ଅନେକ ମିଟର ଦୂରତାରେ ନିର୍ଯାତନା ଦିଆଯିବା ସହ ତାଙ୍କୁ କାର ଦ୍ୱାରା ଟାଣି ନିଆଯାଇଛି।
ସୂଚନାଯୋଗ୍ୟ;!-->!-->!-->…
Read More...
Read More...