ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category

ବଡ ଖବର

ନକ୍ସଲ ଆକ୍ରମଣରେ ୧୦ ଡିଆରଜି ଯବାନ ସହିଦ

ଛତିଶଗଡ: ଛତିଶଗଡର ଦାନ୍ତେୱାଡାରେ ନକ୍ସଲଙ୍କ ଆକ୍ରମଣରେ ୧୦ ଡିଆରଜି ଯବାନ ସହିଦ ହୋଇଛନ୍ତି । ଯବାନମାନଙ୍କୁ ନେଇ ଯାଉଥିବା ଗାଡିର ଡ୍ରାଇଭର ମଧ୍ୟ ମୃତ୍ୟୁବରଣ କରିଛନ୍ତି । ସୂଚନାଯୋଗ୍ୟ, ଛତିଶଗଡ଼ ବସ୍ତର ଜିଲ୍ଲା ଅନ୍ତର୍ଗତ ଅରନପୁରରେ ଯବାନମାନେ ମାଓବାଦୀ ବିରୋଧୀ ଅଭିଯାନ ସାରି ଫେରିବା
Read More...

ପୁଞ୍ଚରେ ସେନା ଟ୍ରକ ଅଗ୍ନିକାଣ୍ଡ ରେ ଜଣେ ଓଡ଼ିଆ ଯବାନ ସହିଦ

ପୁଞ୍ଚ: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ଗୁରୁବାର ହୋଇଥିବା ସେନା ଟ୍ରକ ଅଗ୍ନିକାଣ୍ଡ ଘଟଣାରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ଆକ୍ରମଣରେ ୫ ଯବାନ ସହିଦ ହୋଇଥିବା ବେଳେ, ଜଣେ ଯବାନ ଆହତ ହୋଇଛନ୍ତି । ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ କରିଥିବା ନେଇ ସ୍ପଷ୍ଟ ହୋଇଛି ।
Read More...

ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା କଲେ ସରକାର । ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ଘୋଷଣା ହୋଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଛୁଟି ଘୋଷଣା ହୋଇଛି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଛୁଟି ଘୋଷଣା କଲେ ସରକାର ।
Read More...

କାର୍ଯ୍ୟକ୍ଷମ ହେଲା କମିଶନରେଟ ପୁଲିସର ସିକ୍ୟୁରିଟି ଡିଭିଜନ

ଭୁବନେଶ୍ବର; ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ କମିଶନରେଟ ପୁଲିସର ସିକ୍ୟୁରିଟି ଡିଭିଜନ କାର୍ଯ୍ୟକ୍ଷମ ହୋଇଛି । ପୂର୍ବରୁ ଭିଭିଆଇପି, ଭିଆଇପିଙ୍କ ବଢ଼ୁଥିଲା ସୁରକ୍ଷା ଚିନ୍ତା । କମିଶନରେଟ ପୋଲିସ ଅଧୀନରେ ପୂର୍ବରୁ ଏକ ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ ମଧ୍ୟ ରହିଛି । ଭୁବନେଶ୍ବର କଟକ
Read More...

ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ଏସଓପି ପ୍ରସ୍ତୁତ କରିବ ଗୃହମନ୍ତ୍ରଣାଳାୟ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ମାଫିଆ ଡନ୍ ଅତିକ୍ ଅହମଦ ଏବଂ ତାର ଭାଇ ଅସରଫର ହତ୍ୟା ଘଟଣା ପରେ ଗୃହମନ୍ତ୍ରଣାଳାୟ ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ବଡ଼ ପଦକ୍ଷେପ ଗ୍ରହଣ କରିଛି । ଗୃହ ମନ୍ତ୍ରଣାଳୟ ଏସଓପି ପ୍ରସ୍ତୁତ କରିବା ନେଇ ନିଷ୍ପତ୍ତି ନେଇଛି । ପ୍ରକାଶଥାଉକି, ଅତିକ ଏବଂ ଅସରଫର
Read More...

ଶ୍ରୀରାମଙ୍କୁ ଦର୍ଶନ କରୁଥିବା ବେଳେ କୂଅ ଭିତରେ ପଡିଗଲେ ଭକ୍ତ

ଇନ୍ଦୋର; ମଧ୍ୟପ୍ରଦେଶ ଇନ୍ଦୋର ଠାରେ ରାମନବମୀ ପାଳନ ଅବସରରେ ଶ୍ରୀରାମଙ୍କୁ ଦର୍ଶନ କରୁଥିବା ବେଳେ କୂଅ ଭିତରେ ପଡିଗଲେ ଭକ୍ତ। ପଟେଲ ନଗର ନିକଟରେ ଥିବା ବେଲେଶ୍ୱର ମହାଦେବଙ୍କ ଝୁଲେଲାଲ ମନ୍ଦିର ନିକଟରେ ଏହି ଦୁର୍ଘଟଣା ହୋଇଛି । ଏଠାରେ ଥିବା ଏକ ବଡ କୂଅ ଉପରେ ଚଢି ଭକ୍ତମାନେ ଶ୍ରୀରାମଙ୍କ
Read More...

୩୦ ମିନିଟ୍ ମଧ୍ୟରେ ୫ ହଜାର ୪ଶହ ଥର ବଜ୍ରପାତ

ଭଦ୍ରକ; ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ହୋଇଥିବା ବେଳେ ଭୟ ବଢ଼ାଇଛି ବଜ୍ରପାତ । ଭଦ୍ରକ ବାସୁଦେବପୁର ଅଞ୍ଚଳରେ ମାତ୍ର ୩୦ ମିନିଟ୍ ମଧ୍ୟରେ ୫ ହଜାର ୪ଶହ ଥର ବଜ୍ରପାତ ହୋଇଛି । କେନ୍ଦ୍ର ସରକାରଙ୍କ ଦାମିନୀ ଆପ୍ର ସୂଚନାକୁ ଆଧାର କରି ଏ ନେଇ ଟ୍ୱିଟ୍
Read More...

କ୍ୟାନ୍ସର ରୋଗୀଙ୍କ ଜଟିଳ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ କଲେ ସମ୍ ହସ୍ପିଟାଲ୍‌ର ସର୍ଜିକାଲ୍ ଟିମ୍

ଭୁବନେଶ୍ୱର, ୨୮/୦୩ : ଓଡ଼ିଶାରେ ପ୍ରଥମ ଥର ପାଇଁ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଯୁବ ସର୍ଜନଙ୍କର ଏକ ଟିମ୍ ଜଣେ କ୍ୟାନ୍ସର ରୋଗୀଙ୍କର ଅତ୍ୟନ୍ତ ଜଟିଳ ଅସ୍ତ୍ରୋପଚାରକୁ ସଫଳତାର ସହ ସମ୍ପନ୍ନ କରିଛନ୍ତି। ଅଗ୍ନାଶୟ (ପାନ୍‌କ୍ରିଆସ) କର୍କଟ
Read More...

ସାଉଦିରେ ଘଟିଲା ବଡ଼ ଦୁର୍ଘଟଣା, ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ

ସାଉଦି ଆରବ: ପବିତ୍ର ରମଜାନ ମାସ ଚାଲିଥିବା ବେଳେ ଭୟଙ୍କର ଦୁର୍ଘଟଣା ଘଟିଛି ସାଉଦି ଆରବର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ।। ପୋଲରେ ପିଟିହୋଇ ଓଲଟି ପଡିଲା ତୀର୍ଥ ଯାତ୍ରୀଙ୍କ ବସ୍। ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ। ହଜ୍ ଯାତ୍ରୀ ବସ୍‌ ରେ ଯାଉଥିବା ବେଳେ ବସ୍‌ଟି ପୋଲରେ ଧକ୍କା ହେବା ପରେ
Read More...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି

କର୍ଣ୍ଣାଟକ; ଆଜି କର୍ଣ୍ଣାଟକରେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟି ହୋଇଛି। ରାଜ୍ୟର ଡାଭାନଗେରେରେ ଆଜି ମୋଦି ରୋଡ୍‌ ଶୋ’ କରୁଥିବା ବେଳେ ଏପରି ଘଟଣା ଘଟିଛି। ମୋଦି ରୋଡ ଶୋ’ କରୁଥିବା ବେଳେ ଜଣେ ଯୁବକ ବ୍ୟାରିକେଡ ଡେଇଁ ତାଙ୍କ ନିକଟକୁ ଦୌଡ଼ି ଯିବାକୁ ପାଇଁ
Read More...