Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
ବଡ ଖବର
ପୁଲିସ କନଷ୍ଟେବଲ ନିଯୁକ୍ତି ପାଇଁ ଦୈାଡ ପରୀକ୍ଷା ବେଳେ ଅଘଟଣ
ଗଞ୍ଜାମ/ରାୟଗଡା; ପୁଲିସ କନଷ୍ଟେବଲ ନିଯୁକ୍ତି ପାଇଁ ହେଉଥିବା ଶାରୀରିକ ପରୀକ୍ଷା ନିମନ୍ତେ ହେଉଥିବା ଦୌଡ଼ ପ୍ରତିଯୋଗିତା ବେଳେ ଜଣେ ମୃତ, ୨ ଗୁରୁତର। ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ଓ ରାୟଗଡା ଜେକେପୁର ଠାରେ ଚାଲିଥିବା ଦୌଡ଼ ପରୀକ୍ଷା ବେଳେ ଏହି ଅଘଟଣ ଘଟିଛି।
ସୂଚନାନୁସାରେ, ଛତ୍ରପୁରରେ!-->!-->!-->…
Read More...
Read More...
ବିବାହିତ ଛାତ୍ରୀଙ୍କୁ ମିଳିବ ୬ମାସର ମାତୃତ୍ୱ ଛୁଟି
କେରଳ; ବିବାହିତ ଛାତ୍ରୀଙ୍କୁ ମିଳିବ ୬ମାସର ମାତୃତ୍ୱ ଛୁଟି। ଛାତ୍ରୀମାନଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେଇଛି କେରଳ ବିଶ୍ବବିଦ୍ୟାଳୟ । ପାଠ ପଢ଼ୁଥିବା ୧୮ ବର୍ଷ ବୟସରୁ ଅଧିକ ଛାତ୍ରୀଙ୍କୁ ଏଭଳି ଛୁଟି ମିଳିବ । ଯଦି କେହି ଛାତ୍ରୀ ଗ୍ରାଜୁଏସନ୍, ପୋଷ୍ଟଗ୍ରାଜୁଏସନ!-->…
Read More...
Read More...
ଢାକାରେ ଭୟଙ୍କର ବିସ୍ଫୋରଣ ଘଟି ୧୪ ମୃତ୍ୟୁ, ୧୦୦ରୁ ଅଧିକ ଆହତ
ଢାକା: ବାଂଲାଦେଶ ରାଜଧାନୀ ଢାକାରେ ଭୟଙ୍କର ବିସ୍ଫୋରଣ ଘଟି ୧୪ ଜଣଙ୍କ ଜୀବନ ଯାଇଥିଲାବେଳେ ଶହେରୁ ଅଧିକ ଲୋକ ଆହତ ହୋଇଛନ୍ତି।ଆହତଙ୍କ ମଧ୍ୟରେ ଅଧିକାଂଶ ଲୋକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
ସୂଚନାନୁସାରେ; ବାଂଲାଦେଶର ଢାକା ଅନ୍ତର୍ଗତ ଗୁଲିସ୍ତାନର ଥିବା ଗୋଟିଏ ବହୁତଳ!-->!-->!-->!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀ ମାନ୍ୟତା ପତ୍ର ପିଲାମାନଙ୍କୁ ଦେଲେ
କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀପିଲାମାନଙ୍କୁ ଦେଲେ ଧରଣୀଧର ବିଶ୍ବବିଦ୍ୟାଳୟର ଅନୁମୋଦନ ପତ୍ର୪୭୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭରାଜ୍ୟର ବିକାଶରେ କେନ୍ଦୁଝରର ରହିଛି ଗୁରୁତ୍ବପୂର୍ଣ୍ଣ ଅବଦାନଚାଷୀ, ମହିଳା ଓ ଯୁବସମାଜ ଆମର!-->…
Read More...
Read More...
ତୁର୍କୀ ଓ ସିରିଆ ଭୂକମ୍ପ; ୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା
ତୁର୍କୀ; ପ୍ରଳୟଙ୍କରୀ ଭୂକମ୍ପରେ ଭୟଙ୍କର ବିପର୍ଯ୍ୟୟର ସାମ୍ନା କଲା ତୁର୍କୀ ଓ ସିରିଆ। ଏବେ ଧ୍ବସ୍ତ ବିଧ୍ବସ୍ତ ସହରକୁ ସଜାଡିବାରେ ଲାଗି ପଡିଛନ୍ତି ସମସ୍ତେ। ୫୦ଟି ଦେଶ ସହାୟତା ପାଇଁ ଆଗେଇ ଆସିଛି। ଭାରତରୁ ମଧ୍ୟ ଏନଡିଆରଏଫ ଟିମ୍ ସହାୟତା ନେଇ ପହଞ୍ଚିବା ସହ ଉଦ୍ଧାର କାର୍ଯ୍ୟରେ ନିୟୋଜିତ!-->…
Read More...
Read More...
ତୁର୍କୀରେ ଶକ୍ତିଶାଳୀ ଭୂମିକମ୍ପ;୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ
ତୁର୍କୀ; ତୁର୍କୀରେ ଗତକାଲି ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ଯୋଗୁ ଏଯାଏଁ ୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେବି ଆହୁରି ଅନେକ ଭଗ୍ନାବଶେଷ ତଳେ ଚାପି ହୋଇରହିଥିବା ବେଳେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। ୩୦ ହଜାରରୁ ଅଧିକ ଲୋକଙ୍କୁ ବିଭିନ୍ନ!-->…
Read More...
Read More...
ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ
ଭୁବନେଶ୍ୱର: ଆଜି ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ହିଞ୍ଜିଳିବାସୀଙ୍କ ଅନେକ ଦିନର ସ୍ୱପ୍ନ ପୂରଣ ହୋଇଛି ବୋଲି କହିଛନ୍ତି ନବୀନ । ସେହିପରି ମୁଖ୍ୟମନ୍ତ୍ରୀଙ୍କ ସହ ଉଦଘାଟନୀ ଉତ୍ସବରେ ଭର୍ଚୁଆଲରେ ଉପସ୍ଥିତ ରହି!-->…
Read More...
Read More...
ପୁଣି ତୁର୍କୀ ଭୟଙ୍କର ଭୂକମ୍ପ, ମୃତ୍ୟୁ ସଂଖ୍ୟା ୧୮ଶହ ପାର
ନୂଆଦିଲ୍ଲୀ: ଦ୍ୱିତୀୟ ଥର ପାଇଁ ଭୂକମ୍ପରେ ଥରିଲା ତୁର୍କୀ । ଏଥିରେ ୨୮୧୮ଟି କୋଠା ଭୁଶୁଡିଥିବା ଜଣାପଡିଛି । ତୁର୍କୀ, ସିରିଆରେ ଭୟଙ୍କର ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୧୮ଶହ ପାର କରିଛି । ୭ ଦଶମିକ ୮ ତୀବ୍ରତାରେ ଥରିଲା ଦୁଇ ପଡ଼ୋଶୀ ରାଷ୍ଟ୍ର । ଶକ୍ତିଶାଳୀ ଭୂକମ୍ପ ଝଟକାରେ ବିରାଟ ବିରାଟ!-->…
Read More...
Read More...
ବିକ୍ରମଦେବ ମହାବିଦ୍ୟାଳୟକୁ ମିଳିଲା ବିଶ୍ୱବିଦ୍ୟାଳୟ ମାନ୍ୟତା
ଜୟପୁର; ଜୟପୁରର ପ୍ରସିଦ୍ଧ ଉଚ୍ଚ ଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେଇଛନ୍ତି ରାଜ୍ୟ ସରକାର । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ତେବେ ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା !-->…
Read More...
Read More...
ବିଶାଖାପାଟଣା ହେବ ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ
ଆନ୍ଧ୍ରପ୍ରଦେଶ; ଆନ୍ଧ୍ରପ୍ରଦେଶର ନୂଆ ରାଜଧାନୀ ହେବ ବିଶାଖାପାଟଣା । ନୂଆଦିଲ୍ଲୀରେ ଆଜି ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ୍ ମୋହନ ରେଡ୍ଡୀ ନୂତନ ରାଜଧାନୀର ନାଁ ଘୋଷଣା କରିଛନ୍ତି। ଏ ସମ୍ପର୍କରେ ସୂଚନା ଦେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ କହିଛନ୍ତି ଯେ ବିଶାଖାପାଟଣାକୁ!-->…
Read More...
Read More...