ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category

ବଡ ଖବର

ଆର୍ଥିକ ଅନଗ୍ରସରଙ୍କ ସଂରକ୍ଷଣ ଉପରେ ମୋହର ଲଗାଇଲେ ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ; ଆର୍ଥିକ ଅନଗ୍ରସର ଲୋକଙ୍କ ପାଇଁ ସଂରକ୍ଷଣ ଉପରେ ମୋହର ଲଗାଇଲେ ସୁପ୍ରିମ କୋର୍ଟ । ଆର୍ଥିକ ଅନଗ୍ରସର ବର୍ଗଙ୍କ ପାଇଁ ସରକାରୀ ଚାକିରି ଓ ଶିକ୍ଷା କ୍ଷେତ୍ରରେ ୧୦ ପ୍ରତିଶତ ସଂରକ୍ଷଣ ମିଳିବ । ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତଙ୍କ ଅଧ୍ୟକ୍ଷତାରେ ଗଠିତ ୫ଜଣିଆ ଖଣ୍ଡପୀଠ ୭
Read More...

ଲେକ ଭିକ୍ଟୋରିଆ ହ୍ରଦରେ ଦୁର୍ଘଟଣାଗ୍ରସ୍ତ ହେଲା ବିମାନ

ନୂଆଦିଲ୍ଲୀ: ପାଣି ଭିତରେ ଦୁର୍ଘଟଣାଗ୍ରସ୍ତ ହେଲା ବିମାନ। ମୱାନଜାରୁ ବୁକୋବା ଅଭିମୁଖେ ଯାତ୍ରା କରୁଥିବା ଏକ ବିମାନ ତାଞ୍ଜାନିଆର ଲେକ ଭିକ୍ଟୋରିଆ ହ୍ରଦରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୩ ଜଣଙ୍କୁ ଉଦ୍ଧାର କରାଯାଇଛି। ବିମାନରେ ୪୯ ଜଣ ଯାତ୍ରୀ ଥିଲେ। ବୁଡ଼ିଯାଇଥିବା
Read More...

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ

୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଓ 6 ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତଏପର୍ଯ୍ୟନ୍ତ ୧୮୭ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ
Read More...

ପହିଲାରୁ ପରିବର୍ତ୍ତନ ହେଲା ୫ ବଡ ନିୟମ

ନୂଆଦିଲ୍ଲୀ; ନଭେମ୍ବର ମାସ ପହିଲାରୁ ହେଉଛି ଅନେକ ପରିବର୍ତ୍ତନ । ନଭେମ୍ବର ୧ ଅର୍ଥାତ୍ ଆଜିଠାରୁ ଲାଗୁ ହେବାକୁ ଯାଉଛି କିଛି ନୂଆ ନିୟମ । ଏହି ନିୟମ ଦ୍ୱାରା ସାଧାରଣ ଜନତା ବିଶେଷ ଭାବେ ପ୍ରଭାବିତ ହେବାର ଆଶଙ୍କା ରହିଛି । ତେବେ ଆଜିଠାରୁ ଏଲପିଜି, ବୀମା, ବିଜୁଳି, ରୋଷେଇ ସିଲିଣ୍ଡର ଓଟିପି
Read More...

ଆରବିଆଇ ଡିଜିଟାଲ୍ ଇ-ଟଙ୍କାର ପାଇଲଟ୍ ପରୀକ୍ଷଣ ଆରମ୍ଭ

ନୂଆଦିଲ୍ଲୀ; ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଚଳିତ ମାସ ଆରମ୍ଭରେ ଘୋଷଣା କରିଥିଲା ​​ଯେ ଖୁବ୍ ଶୀଘ୍ର ଡିଜିଟାଲ୍ ବ୍ୟବହାର (ଇ-ରୂପୀ) ର ପାଇଲଟ୍ ଲଞ୍ଚ ଆରମ୍ଭ ହେବ। ବର୍ତ୍ତମାନ ଆରବିଆଇର ନିଜସ୍ୱ ଡିଜିଟାଲ୍ ମୁଦ୍ରା ବାସ୍ତବରେ ପରିଣତ ହେବାକୁ ଯାଉଛି | କେନ୍ଦ୍ରୀୟ ବ୍ୟାଙ୍କ
Read More...

ଝୁଲା ପୋଲ ଭୁଶୁଡି ୧୪୧ରୁ ଅଧିକ ମୃତ

ଅହମଦାବାଦ: ରବିବାର ସଂଧ୍ୟାରେ ଗୁଜରାଟର ମୋରବିରେ ଝୁଲା ପୋଲ ଭୁଶୁଡିବା ଯୋଗୁଁ ୧୪୧ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ମଚ୍ଛୁ ନଦୀରେ ନିର୍ମିତ କେବଲ ବ୍ରିଜ ଅଚାନକ ଭୁଶୁଡି ଯିବାରୁ ଅନେକ ଲୋକ ନଦୀକୁ ଖସି ପଡିଛନ୍ତି । ଲୋକଙ୍କୁ ନଦୀରୁ ଉଦ୍ଧାର ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
Read More...

ଇଣ୍ଡିଗୋ ବିମାନରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ଆଇଜିଆଇ ବିମାନ ବନ୍ଦରରେ ଘଟିଛି ଏହି  ଅଘଟଣ। ବେଙ୍ଗାଲୁରୁ ଅଭିମୁଖେ ଗ୍ରସ୍ତ କରୁଥିଲା ଇଣ୍ଡିଗୋ ବିମାନ। ବିମାନର ଡେଣା ହଠାତ୍ ଜଳି ଉଠିଥିଲା, ଯାହା ଫଳରେ ଦିଲ୍ଲୀ ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଥିଲା। ଏବଂ ଦିଲ୍ଲୀରେ ହିଁ ୫ରୁ ୭ ସେକେଣ୍ଡ ମଧ୍ୟରେ ଅବତରଣ
Read More...

ବିଷ ପାଲଟିଲା କି ଯମୁନା ନଦୀ ?

ବାୟୁ ପରେ ଏବେ ଜଳ ପ୍ରଦୂଷଣବାୟୁ ପ୍ରଦୂଷଣ ପରେ ଏବେ ଜଳ ପ୍ରଦୂଷଣଯମୁନା ନଦୀର ଚାରିଆଡେ ଖାଲି ଧଳା ଫେଣହସ୍ପିଟାଲରେ ବଢିବାରେ ଲାଗିଛି ରୋଗୀଙ୍କ ସଂଖ୍ୟା ନୂଆଦିଲ୍ଲୀ; ଦିନକୁ ଦିନ ବିଷାକ୍ତ ହେବାରେ ଲାଗିଛି ରାଜଧାନୀ ଦିଲ୍ଲୀ । ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି ପାଇଥିବା ବେଳେ ଏବେ ଜଳ
Read More...

ଦିଲ୍ଲୀରେ ପୁଣି ବଢିଲା ପ୍ରଦୂଷଣ

ନୂଆଦିଲ୍ଲୀ; ଆଗକୁ ଦୀପାବଳି ଥିବାବେଳେ ରାଜଧାନୀର ଆକାଶ ଧୂଆଁରେ ଢ଼ାଙ୍କି ହୋଇଯାଇଛି। ବାୟୁର ମାନ ଖରାପ ହେବା ଯୋଗୁଁ ପୁଣି ଅସ୍ତବ୍ୟସ୍ତ ହେଲେଣି ଦିଲ୍ଲୀବାସୀ । ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଡ଼ା କଟକଣା ଲାଗୁ କରାଯାଇଛି। ସୂଚନାନୁସାରେ : ଶନିବାର ଦିଲ୍ଲୀର ବିଭିନ୍ନ
Read More...

ସେନା ହେଲିକପ୍ଟର ‘ରୁଦ୍ର’ ଦୁର୍ଘଟଣାଗ୍ରସ୍ତ

ଅରୁଣାଚଳ ପ୍ରଦେଶ; ଅରୁଣାଚଳ ପ୍ରଦେଶରେ ଘଟିଲା ଏକ ବଡ ଦୁର୍ଘଟଣା । ପୁଣି ଏକ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଶୁକ୍ରବାର ଅରୁଣାଚଳ ପ୍ରଦେଶର ଅପର ସିଆଙ୍ଗ ଜିଲ୍ଲାରେ ସେନାର ଅତ୍ୟାଧୁନିକ ହାଲୁକା ହେଲିକପ୍ଟର ‘ରୁଦ୍ର’ କ୍ରାଶ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ମିଗିଙ୍ଗ
Read More...