ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category

ବଡ ଖବର

ଦୀପାବଳି ଭେଟି, ୭୫୦୦୦ ଯୁବାଙ୍କୁ ନଯୁକ୍ତିପତ୍ର ପ୍ରଦାନ କରିବେ ମୋଦୀ

ନୂଆଦିଲ୍ଲୀ: ଚଳିତ ବର୍ଷ ଦିପାବଳୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୭୫,୦୦୦ ଯୁବବର୍ଗଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ଦୀପାବଳିର ଦୁଇ ଦିନ ପୂର୍ବରୁ ଅର୍ଥାତ ଶନିବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୁବବର୍ଗମାନଙ୍କ ସହ ପ୍ରଧାନମନ୍ତ୍ରୀ ଯୋଗାଯୋଗ କରିବେ ବୋଲି ବିଶେଷ
Read More...

ବଙ୍ଗୋପସାଗରରେ ଆସୁଛି ବାତ୍ୟା

୨୨ ତାରିଖରେ ସ୍ପଷ୍ଟ ହେବ କେତେ ଓ କେଉଁଠି ପ୍ରଭାବ ପକାଇବ ଭୁବନେଶ୍ବର: ଉତ୍ତର ଆଣ୍ଡମାନ ସାଗର ରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି କ୍ଷେତ୍ର ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଦକ୍ଷିଣ ପୂର୍ବ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ
Read More...

ରବି ଫସଲର ଏମଏସପି ବୃଦ୍ଧି କଲା କେନ୍ଦ୍ର

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ ଚାଷୀଙ୍କ ପାଇଁ ଆସିଲା ଖୁସି ଖବର । ରବି ଫସଲର ଏମଏସ୍‌ପି ବୃଦ୍ଧି କଲେ କେନ୍ଦ୍ର ସରକାର । ୨୦୨୩-୨୪ରେ ଏହି ବର୍ଦ୍ଧିତ ଏମଏସ୍‌ପି ଦାମରେ ସରକାର ଚାଷୀଙ୍କଠାରୁ ସାମଗ୍ରୀ କିଣିବେ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏମଏସ୍‌ପି
Read More...

ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଲାଗୁ ହେଲା ନୂଆ କରିକ୍ୟୁଲମ

କଟକ: ନବମ ଓ ଦଶମ ଶ୍ରେଣୀ ପିଲାଏ ପଢ଼ିବେ ନୂଆ ବିଷୟ ‘ଆସ୍‌ପିରେସନାଲ୍‌ କମ୍ପୋନେଣ୍ଟ’। ଏନେଇ ସୂଚନା ଦେଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ବୁକ୍ ରିଭ୍ୟୁ, ପ୍ରୋଜେକ୍ଟ ୱାର୍କ, କୋ କରିକୁଲାର ଏକ୍ଟିଭିଟିସ, ବେସିକ ଆଇଟି ସ୍କିଲ୍ସକୁ ପାଠ୍ୟକ୍ରମରେ ସାମିଲ କରିବା ପାଇଁ ବୋର୍ଡ ପକ୍ଷରୁ ନିଷ୍ପତ୍ତି
Read More...

ବନ୍ୟାରେ ଉବୁଟୁବୁ ନାଇଜେରିଆ,ଗଲାଣି ୬୦୦ରୁ ଉର୍ଦ୍ଧ୍ବ ଜୀବନ

ନାଇଜେରିଆରେ ଆସିଛି ପ୍ରଳୟଙ୍କରୀ ବନ୍ୟା । ଏହି ବନ୍ୟାରେ ୬୦୦ ରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଲକ୍ଷ ଲକ୍ଷ ଲୋକ ବାସହୀନ ହୋଇଯାଇଛନ୍ତି । ଏଥିସହିତ ନାଇଜେରିଆ ଅନାହାର ଓ ଭୟଙ୍କର ବିପର୍ଯ୍ୟୟର ସମ୍ମୁଖୀନ ହେଉଛି । ନାଇଜେରିଆର ମାନବୀୟ ବ୍ୟାପାର ମନ୍ତ୍ରାଳୟ ଟୁଇଟ୍ କରିଛି
Read More...

କାହିଁକି ଫିକା ପଡ଼ିବ ଦୀପାବଳି, ପାଣିପାଗ ଚିତ୍ର ଏମିତି କହୁଛି

ଭୁବନେଶ୍ବର: ରାଜ୍ୟର କିଛି ଅଞ୍ଚଳରୁ ଆସନ୍ତା ୦୨ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରିବା ପାଇଁ ଅନୁକୂଳ ବାତାବରଣ ରହିଛି। ଆସନ୍ତା ୦୩ ଦିନ ଯାଏଁ ରାଜ୍ୟର ଗୋଟିଏ ଗୋଟିଏ ସ୍ଥାନରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୧୭-୧୮ ତାରିଖ ବେଳକୁ
Read More...

ସିବିଆଇରେ ହାଜର ହେବେ ମନୀଷ ସିସୋଦିଆ

ବଢିଲା ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀଙ୍କ ଅଡୁଆପୁଣି ସିବିଆଇରେ ହାଜର ହେବେ ସିସୋଦିଆଦିଲ୍ଲୀ ଅବକାର ନୀତି ମାମଲାରେ ହେବେ ହାଜର ବଢିଲା ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଡୁଆ । ଦିଲ୍ଲୀ ଅବକାର ନୀତି ମାମଲାରେ ପୁଣି ମନୀଷ ସିସୋଦିଆଙ୍କୁ ଜେରା କରିବ ସିବିଆଇ । ଆସନ୍ତା କାଲି
Read More...

ଚୁକ୍ତିଭିତ୍ତିକ ନିଯୁକ୍ତିରେ ପୂର୍ଣ୍ଣଛେଦ ପଡ଼ିଲା

୫୭ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ ୧୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ୨୦୧୩ରୁ ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଥିଲାଆସନ୍ତାକାଲି ପ୍ରକାଶ ପାଇବ ସରକାରୀ ବିଜ୍ଞପ୍ତି ଭୁବନେଶ୍ବର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୭୬ ପୂରି ୭୭ ଚାଲିବ। ଏହାର
Read More...

କ୍ଷୁଧା ତାଲିକାରେ ଶୋଚନୀୟ ସ୍ଥିତିରେ ଭାରତ

ପଡ଼ୋଶୀ ପାକିସ୍ତାନ, ବାଂଲାଦେଶ, ଶ୍ରୀଲଙ୍କା ସ୍ଥିତି ବରଂ ଭଲ୨୦୨୧ ଅପେକ୍ଷା ସ୍ଥିତି ସୁଧୁରିବା ବଦଳରେ ବିଗିଡ଼ିଛି ନୂଆଦିଲ୍ଲୀ: ଭାରତର ଲୋକମାନେ ପେଟପୂରା ଖାଦ୍ୟ ଖାଇବାକୁ ପାଉନାହାନ୍ତି। ସଂପ୍ରତି ପ୍ରକାଶ ପାଇଥିବା ବିଶ୍ବ କ୍ଷୁଧା ସୂଚକାଙ୍କ ତାଲିକା ଏମିତି ଚାଞ୍ଚଲ୍ୟକର ତଥ୍ୟ
Read More...

ବିଏସ୍‌ଏଫଙ୍କ ଗୁଳିରେ ଖସିଲା ପାକିସ୍ତାନ ଡ୍ରୋନ୍

ବିଫଳ ହେଲା ଭାରତ ବିରୋଧୀ ଷଡ଼ଯନ୍ତ୍ରପାକିସ୍ତାନ ଡ୍ରୋନକୁ ଗୁଳି କଲେ ବିଏସ୍‌ଏଫଭାରତରେ ଅନୁପ୍ରବେଶ ଚେଷ୍ଟା କରିଥିଲା ଡ୍ରୋନ୍ ଅମୃତସର: ପାକିସ୍ତାନକୁ ଲାଗିଲା ବଡ଼ ଝଟକା । ପଣ୍ଡ ହୋଇଛି ପାକିସ୍ତାନର ଭାରତ ବିରୋଧୀ ଷଡ଼ଯନ୍ତ୍ର । ଅମୃତସର ସ୍ଥିତ ଭାରତ-ପାକିସ୍ତାନ ସୀମା ନିକଟରେ ଉଡ଼ୁଥିବା
Read More...