Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱଚ୍ଛ ସର୍ବେକ୍ଷଣରେ ଓଡ଼ିଶାକୁ ୩ ପୁରସ୍କାର, ପୁରୀ ଦେଶରେ ପ୍ରଥମ
ନଭେମ୍ବର ୧୨ରୁ ଅମୂଲ ଓ ମଦର ଡାଏରୀ କ୍ଷୀର ଦର ଲିଟର ପିଛା ୨ରୁ ୪ ଟଙ୍କା ବୃଦ୍ଧି ପାଇବ
କେନ୍ଦ୍ର କ୍ୟାବିନେଟର ୫ ବଡ଼ ନିଷ୍ପତ୍ତି, ୭୫ ହଜାର କୋଟିରୁ ଅଧିକ ଅନୁଦାନକୁ ମଞ୍ଜୁରି
ଓଡ଼ିଶା-ଜାପାନ ସମ୍ପର୍କରେ ନୂଆ ଅଧ୍ୟାୟ, ତୋତ୍ତୋରି ସହ ମୈତ୍ରୀ ଚୁକ୍ତି ସ୍ୱାକ୍ଷର
ବେଙ୍ଗାଲୁରୁରେ ୧୬୦ କୋଟିର ବାୟୋଗ୍ୟାସ୍ ପ୍ଲାଣ୍ଟ ଶିଳାନ୍ୟାସ କରିବେ ମୋଦୀ
ବାଲିଯାତ୍ରା ଉଦ୍ଘାଟନ କରିବେ ରାଷ୍ଟ୍ରପତି ମୁର୍ମୁ
ନାଟମଣ୍ଡପ ଧାଡ଼ି ଦର୍ଶନ ବ୍ୟବସ୍ଥାରେ ହେବ ସଂଶୋଧନ
ଝରିଗାଁ କୋର୍ଟରେ ତୁମୁଳକାଣ୍ଡ, ଲୁହା ରଡ୍ରେ ବିଚାରପତିଙ୍କୁ ଆକ୍ରମଣ
Browsing Category
ବଡ ଖବର
ନବ ଦାସଙ୍କ ପାଇଁ ରାଜ୍ୟ ସରକାରଙ୍କ ୩ ଦିନିଆ ଶୋକ ଘୋଷଣା
ଭୁବନେଶ୍ବର: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଆଜି (ରବିବାର) ଗୁଳିମାଡରେ ମୃତ୍ୟୁ ହୋଇଛି। ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବା ବେଳେ ଗୋପାଳ ଦାସ ନାମକ ଜଣେ ଏଏସଆଇ ଅତି ନିକଟରୁ ତାଙ୍କୁ ଗୁଳିମାଡ କରିଥିଲେ। ପରେ ଏୟାର ଲିଫ୍ଟରେ ତାଙ୍କୁ ଆପୋଲ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କର!-->…
Read More...
Read More...
ବାୟୁସେନାର ତିନୋଟି ବିମାନ ଦୁର୍ଘଟଣାଗ୍ରସ୍ତ
ରାଜସ୍ଥାନ/ ମଧ୍ୟପ୍ରଦେଶ; ରାଜସ୍ଥାନର ଭରତପୁର ଓ ମଧ୍ୟପ୍ରଦେଶର ମୁରୈନା ନିକଟରେ ଶନିବାର ସକାଳେ ଭାରତୀୟ ବାୟୁସେନାର ଦୁଇଟି ଲଢୁଆ ବିମାନ ଓ ଏକ ଚାଟାର୍ଡ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାଜସ୍ଥାନରେ ସେନାର ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ମଧ୍ୟପ୍ରଦେଶର ମୁରୈନାରେ!-->…
Read More...
Read More...
ଭାରତକୁ ଆସିବ ୧୦୦ରୁ ଅଧିକ ଚିତାବାଘ
ଦକ୍ଷିଣ ଆଫ୍ରିକା; ଚିତା ପ୍ରକଳ୍ପ ନିମନ୍ତେ ଭାରତକୁ ଶତାଧିକ ଚିତା ପଠାଇବା ଲାଗି ରାଜିନାମା ହୋଇଥିବା କଥା ଗୁରୁବାର ଦିନ ଦକ୍ଷିଣ ଆଫ୍ରିକା କହିଛି। ତେଣୁ ଦକ୍ଷିଣ ଆଫ୍ରିକାରୁ ଭାରତକୁ ଆସିବ ୧୦୦ରୁ ଅଧିକ ଚିତା ବାଘ । ଏଥିପାଇଁ ଦୁଇ ଦେଶ ମଧ୍ୟରେ ଏକ ରାଜିନାମା ହୋଇଛି । ଦକ୍ଷିଣ ଆଫ୍ରିକାର!-->…
Read More...
Read More...
ଜେଟ୍ ପ୍ୟାକ୍ ସୁଟ ପିନ୍ଧି ଶୂନ୍ୟରେ ଉଡିବେ ଭାରତୀୟ ସେନା
ନୂଆଦିଲ୍ଲୀ: ଏଣିକି ଶୂନ୍ୟରେ ଉଡିବେ ଭାରତୀୟ ସୈନ୍ୟ। ସେମାନଙ୍କ ଲାଗି ଆସିବ ଜେଟପ୍ୟାକ ସୁଟ୍ । ଏହି ସୁଟ୍ ବଳରେ ସେମାନେ ଘଣ୍ଟା ପ୍ରତି ୫୦ କିଲୋମିଟର ବେଗରେ ଉଡିପାରିବେ । ଏନେଇ ପ୍ରାଥମିକ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି । ୪୮ଟି ଜେଟପ୍ୟାକ ସୁଟ, ୧୦୦ଟି ରୋବୋଟିକ ମ୍ୟୁଲ, ୧୩୦ଟି!-->…
Read More...
Read More...
ଆସିକା ଥାନା ଶ୍ରେଷ୍ଠ ଥାନା ଭାବରେ ପୁରସ୍କୃତ
ନୂଆଦିଲ୍ଲୀ: ଓଡିଶା ପୁଲିସ ପାଇଁ ଆଜି ବହୁତ ଖୁସିର ଦିନ। କାରଣ ୨୦୨୨ବର୍ଷ ପାଇଁ ସାରା ଦେଶରେ ଆସିକା ଥାନା ଶ୍ରେଷ୍ଠ ଥାନା ଭାବରେ ପୁରସ୍କୃତ ହୋଇଛି। ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବୈଜ୍ଞାନିକ ଭବନରେ ଆୟୋଜିତ ପୋଲିସ ଡିଜି ଓ ଆଇଜି ସମ୍ମିଳନୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ସାହା, ଆସିକା!-->…
Read More...
Read More...
କର୍ଣ୍ଣେଲ୍ ପାହ୍ୟାକୁ ପଦୋନ୍ନତି ପାଇବେ ଭାରତୀୟ ସେନା ମହିଳା ଅଧିକାରୀ
ନୂଆଦିଲ୍ଲୀ: କର୍ଣ୍ଣେଲ୍ ପାହ୍ୟାକୁ ପଦୋନ୍ନତି ପାଇବେ ୧୦୮ ଭାରତୀୟ ସେନା ମହିଳା ଅଧିକାରୀ। ସେନାର ପୁରୁଷ ଅଧିକାରୀମାନଙ୍କ ସହିତ ମହିଳା ଅଧିକାରୀମାନଙ୍କୁ ସମକକ୍ଷ କରିବା ନିମନ୍ତେ ୨୦୨୩ ଜାନୁଆରି ୨ରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଜାନୁଆରି ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ।
ସେନା!-->!-->!-->…
Read More...
Read More...
ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷଙ୍କୁ ୧୫ ମିଟର ଘୋଷାରି ନେଲା କାର୍ ଚାଳକ
ନୂଆଦିଲ୍ଲୀ; ଦିଲ୍ଲୀ ପୋଲିସ ଗୁରୁବାର ଦିନ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଯେଉଁଥିରେ ଦିଲ୍ଲୀ ମହିଳା ଆୟୋଗର ମୁଖ୍ୟ ସ୍ବାତୀ ମାଲିୱାଲ ଦାବି କରିଛନ୍ତି ଯେ ତାଙ୍କୁ ଏମ୍ସ ସାମ୍ନାରେ ଅନେକ ମିଟର ଦୂରତାରେ ନିର୍ଯାତନା ଦିଆଯିବା ସହ ତାଙ୍କୁ କାର ଦ୍ୱାରା ଟାଣି ନିଆଯାଇଛି।
ସୂଚନାଯୋଗ୍ୟ;!-->!-->!-->…
Read More...
Read More...
ସେନାଙ୍କ ଗୁଳିରେ ଟଳିଲେ ୨ ଆତଙ୍କବାଦୀ
ଜମ୍ମୁ-କଶ୍ମୀର; ସୁରକ୍ଷାବାହିନୀକୁ ମିଳିଲା ବଡ ସଫଳତା । ଜମ୍ମୁକଶ୍ମୀରର ବଡଗାମରେ ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଟଳିଛନ୍ତି ୨ ଆତଙ୍କବାଦୀ । ମିଳିଥିବା ସୂଚନା ଅନୁଯାୟୀ, ବଡଗାମ ଏସଏସପି କାର୍ଯ୍ୟାଳୟ ନିକଟରେ ଏହି ଏନକାଉଣ୍ଟର ହୋଇଥିଲା। ଏଠାରେ ଦୁଇ ଆତଙ୍କବାଦୀ ଲୁଚିଥିବାର ଗୁଇନ୍ଦା!-->…
Read More...
Read More...
ବିଶ୍ୱ ଆତଙ୍କବାଦୀ ଘୋଷିତ ହେଲା ଅବଦୁଲ ରେହମାନ
ନୂଆଦିଲ୍ଲୀ; ବିଶ୍ୱ ଆତଙ୍କବାଦୀ ଘୋଷିତ ହେଲା ଅବଦୁଲ ରେହମାନ ମକ୍କି । ମିଳିତ ଜାତିସଂଘ ସୁରକ୍ଷା ପରିଷଦ ପକ୍ଷରୁ ତାକୁ ବିଶ୍ୱ ଆତଙ୍କବାଦୀ ବୋଲି ଘୋଷଣା କରାଯାଇଛି। ମକ୍କି ହେଉଛି ୨୬/୧୧ ମୁମ୍ବାଇ ଆକ୍ରମଣର ଘଟଣାର ମାଷ୍ଟର ମାଇଣ୍ଡ ।
ସୂଚନାଯୋଗ୍ୟ ଯେ, ଭାରତର ଜମ୍ମୁ କଶ୍ମୀରରେ!-->!-->!-->…
Read More...
Read More...
ପୋଖରା ବିମାନ ଦୁର୍ଘଟଣା, ସମସ୍ତ ୭୨ ଜଣଙ୍କ ମୃତ ଦେହ ଉଦ୍ଧାର
ନେପାଳ; ନେପାଳରେ ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଭୟଙ୍କର ବିମାନ ଦୁର୍ଘଟଣା । ୭୨ ଜଣ ଯାତ୍ରୀ କ୍ଷମତା ଥିବା ଏହି ବିମାନଟି ନେପାଳର ରାଜଧାନୀ କାଠମାଣ୍ଡୁରୁ ପୋଖରା ଯାଉଥିବା ବେଳେ ଦୁର୍ଘଟଣାଗସ୍ତ ହୋଇଛି । ବିମାନରେ ମୋଟ ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟ ଥିଲେ। ସେମାନଙ୍କ!-->…
Read More...
Read More...