ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’
Browsing Category

ବଡ ଖବର

ଅର୍ଦ୍ଧସାମରିକ ବାହିନୀର ଛୁଟି ବାତିଲ୍‌

ନୂଆଦିଲ୍ଲୀ; ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଜମ୍ମୁ- କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପ୍ରତିଶୋଧମୂଳକ ଆକ୍ସନ ସ୍ୱରୂପ
Read More...

ଛତିଶଗଡ଼ ନକ୍ସଲ ଅପରେସନରେ ୨୨ରୁ ଅଧିକ ମାଓବାଦୀ ମୃତ

ଛତିଶଗଡ଼: ଛତିଶଗଡ଼ ଏବଂ ତେଲଙ୍ଗାନା ସୀମାରେ ଆଜି ସକାଳେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଏକ ଭୟଙ୍କର ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ଯବାନମାନେ ୨୨ରୁ ଅଧିକ ମାଓବାଦୀଙ୍କୁ ନିହତ କରିଛନ୍ତି। ବସ୍ତର ଆଇଜି ସୁନ୍ଦରରାଜ ପି. ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ
Read More...

‘ଅପରେସନ ସିନ୍ଦୂର’ରେ ମାସୁଦ ଆଝାରର ପୁରା ପରିବାର ସଫା

ନୂଆଦିଲ୍ଲୀ: ପହଲଗାଓଁ ଆକ୍ରମଣର ଆତଙ୍କବାଦୀମାନଙ୍କୁ ନିପାତ କରିବା ପାଇଁ ଭାରତୀୟ ସେନା ଦ୍ୱାରା ପାକିସ୍ତାନ ଉପରେ ହୋଇଥିବା ଏୟାରଷ୍ଟ୍ରାଇକରେ ଅନେକ ଆତଙ୍କୀ ଆଡ୍ଡା ଧୂଳୀସାତ ହୋଇଛି। ଏହି ଆକ୍ରମଣରେ ଜୈଶ ଏ ମହମ୍ମଦର ମୁଖ୍ୟ ମାସୁଦ ଆଝାରର ସମୂର୍ଣ୍ଣ ପରିବାର ସଦସ୍ୟଙ୍କ ମୃତ୍ୟୁ ହୋଇଥିବା
Read More...

ଭାରତ ନେଲା ପହଲଗାମ୍ ପ୍ରତିଶୋଧ

ଭାରତର ଏୟାର ଷ୍ଟ୍ରାଇକରେ ୧୦୦ ଆତଙ୍କାବାଦୀ ନିପାତ ଅଧ ରାତିରେ ଆତଙ୍କୀ ଆଡ୍ଡା ଉପରେ ଆକ୍ରମଣ ଭାରତର ଏୟାର ଷ୍ଟ୍ରାଇକ୍‌ରେ ବଡ଼ ଆତଙ୍କୀ ମସୁଦ ଆଝାରର ପରିବାର ଶେଷ ନୂଆଦିଲ୍ଲୀ; ମଧ୍ୟରାତ୍ରୀ ପରେ ଭାରତୀୟ ବାୟୁସେନା ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କାଶ୍ମୀର ଉପରେ ଏୟାରରେଡ।
Read More...

ପାକିସ୍ତାନରୁ ସମସ୍ତ ଆମଦାନୀ ଓ ରପ୍ତାନୀ ବନ୍ଦ ବନ୍ଦ କଲା ଭାରତ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପୁଣିଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି ଭାରତ। ପହଲଗାଓଁ ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ ପଦକ୍ଷେପ ନେଇଛନ୍ତି। ପାକିସ୍ତାନ ସହ ଆମଦାନୀ ଓ ରପ୍ତାନୀ କାରବାର ସଂପୂର୍ଣ୍ଣ ବନ୍ଦ କରିଛି ଭାରତ। ଭାରତରୁ କୌଣସି
Read More...

ମେଡିକାଲ କଲେଜ ସିଟ୍‌ ବିକ୍ରି ପାଇଁ ଡିଲ୍‌: ୪ ଗିରଫ

ଭୁବନେଶ୍ବର: ଛାତ୍ରୀଛାତ୍ରଙ୍କ ଜୀବନ ସହ ଖେଳ। ମେଡିକାଲ କଲେଜ ସିଟ୍‌ ବିକ୍ରି ବେଳେ ଦଲାଲ ଗ୍ୟାଙ୍ଗର ପର୍ଦ୍ଦାଫାସ ହୋଇଛି। ଆସନ୍ତାକାଲି ନିଟ୍‌ ପରୀକ୍ଷା। ଏହା ପୂର୍ବରୁ ଆଜି ମେଡିକାଲ କଲେଜ ସିଟ୍ ବିକ୍ରି ପାଇଁ ହୋଟେଲରେ ଚାଲିଥିଲା ମୂଲଚାଲ। ହେଲେ ଠିକ୍ ସମୟରେ ପହଞ୍ଚି ଦଲାଲ ଗ୍ୟାଙ୍ଗକୁ
Read More...

ତିନି ସେନାକୁ ମୋଦିଙ୍କ ଗ୍ରୀନ୍ ସିଗନାଲ୍

ନୂଆଦିଲ୍ଲୀ: ପହଲଗାମ୍‌ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ସେନାକୁ ମିଳିଲା ଗ୍ରୀନ ସିଗ୍‌ନାଲ। ଯେକୌଣସି ମୁହୂର୍ତ୍ତରେ, ଯେକୌଣସି ସ୍ଥାନରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇପାରେ ଭାରତୀୟ ସେନା। ପାକିସ୍ତାନକୁ ମିଳିବ ମୁହଁତୋଡ଼ ଜବାବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଲଗାମ ଆତଙ୍କୀ ଆକ୍ରମଣ
Read More...

ଏଥର ଚନ୍ଦନ ଯାତ୍ରାରେ ଫୁଟିବନି ବାଣ

ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଦିନ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ ,ଏଥିସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଗତବର୍ଷ ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣକୁ ନଜରରେ ରଖି ଚଳିତ ବର୍ଷ ବାଣ ବ୍ୟବହାର ହୋଇପାରିବ
Read More...

ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ଛତିଶଗଡ଼: ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା। ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି। ସିଆରପିଏଆ ଡିଆଇଜି ଆନନ୍ଦ ସିଂହ ରାଜପୁରୋହିତଙ୍କ ନିକଟରେ ସେମାନେ ଆତ୍ମସମର୍ପଣ କରିବା ସହ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି। ଆତ୍ମସମର୍ପଣ କରିଥିବା
Read More...

କଟକ ପୋଲିସର ଡବଲ ଏନକାଉଣ୍ଟର

କଟକ: କଟକରେ ଡବଲ୍ ଏନ୍‌କାଉଣ୍ଟର୍। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ କଟାସ ଓରଫ ସଂଗ୍ରାମ ରାଉତ ଏବଂ ଜୁବୁଲା ଓରଫ ଶୁଭ୍ରଜ୍ୟୋତି ପରିଡା ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଚୌଦ୍ୱାର ଥାନା ଅଂଚଳରେ ଏହି ଏନକାଉଣ୍ଟର ହୋଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।କଟକରେ ଦୀର୍ଘ ଦିନର
Read More...