ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category

ବଡ ଖବର

ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଡି.ୱାଇ ଚନ୍ଦ୍ରଚୂଡ

ପରବର୍ତ୍ତୀ CJI ହେବେ ଡି.ୱାଇ ଚନ୍ଦ୍ରଚୂଡଚନ୍ଦ୍ରଚୂଡଙ୍କ ନାଁ ସୁପାରିଶ କରିଛନ୍ତି ୟୁୟୁ ଲଳିତନଭେମ୍ବର ୯ ତାରିଖରେ ନେବେ ଶପଥ ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ । ନିଜର ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ଚନ୍ଦ୍ରଚୂଡଙ୍କ ନାଁ ସୁପାରିଶ
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ୨ ଆତଙ୍କବାଦୀ

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରରେ ପୁଣି ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ କୁଖ୍ୟାତ ଆତଙ୍କବାଦୀ । ସୋମବାର ସକାଳେ ଅନ୍ତନାଗରେ ବଡ ଧରରଣ ଏନକାଉଣ୍ଟର ହୋଇଛି । ଘଟଣାରେ ହିଜବୁଲ ମୁଜାହିଦ୍ଦିନର ୨ଜଣ କୁଖ୍ୟାତ ଆତଙ୍କବାଦୀଙ୍କୁ ନିହତ କରିଛି ଜମ୍ମୁକଶ୍ମୀର ପୁଲିସ ଓ ସେନାର ମିଳିତ ଟିମ।
Read More...

ମିସାଇଲ୍ ମାଡ‌ରେ ‌ଥରିଲା ୟୁକ୍ରେନ

ୟୁକ୍ରେନ୍: କିଭ୍ ଉପରେ ଘନ ଘନ ମିସାଇଲ୍ ମାଡ଼ କରୁଛି ଋଷ। ୟୁକ୍ରେନର ରାଜଧାନୀ କିଭ ଉପରେ ଘନ ଘନ ରକେଟ୍ ମାଡ । କ୍ରିମିଆ ଆଟାକ ପରେ କିବ୍ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି ଋଷ । ଲଗାତାର କ୍ଷେପଣାସ୍ତ୍ର ମାଡ଼ ଯୋଗୁ ଧୂଆଁମୟ ହୋଇଥିଲା ପୁରା ସହର । ରେଳ ଷ୍ଟେସନ ନିକଟରେ ବ୍ଲାଷ୍ଟ ହୋଇଥିବା
Read More...

ସାତ ଦଶନ୍ଧି ପରେ ଭାରତ ଜଙ୍ଗଲରେ ଦୌଡିଲା ଚିତା

ଭୋପାଲ: ଭାରତର ଜଙ୍ଗଲରେ ଦୌଡିଲେ ଚିତା ବାଘ। ଲୋପ ପାଇଥିବା ଚିତା ବାଘକୁ ଫେରାଇ ଆଣିବା ପାଇଁ ଚିତା ପ୍ରକଳ୍ପର ଯୋଜନା କରିଥିଲେ ଭାରତ ସରକାର ଏବଂ ଏଥିରେ ସଫଳ ମଧ୍ୟ ହେଲେ। ଗୋଟିଏ କି ଦୁଇଟି ନୁହେଁ ଏକାଥରେ ୮ଟି ଚତା ବାଘ ଆଜି ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ପ୍ରବେଶ କରିଛନ୍ତି।
Read More...

ବିଜୁ ଏକ୍ସପ୍ରେସ ୱେରେ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ

ଝାରସୁଗୁଡ଼ା :ଝାରସୁଗୁଡ଼ା ବାଇପାସ୍ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟି ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ବିଜୁ ଏକ୍ସପ୍ରେସ୍ ୱେରେ ଏହି
Read More...

ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀ ହେଲେ ନିରାଶ

ନୂଆଦିଲ୍ଲୀ: ୟୁକ୍ରେନରୁ ଫେରି ଆସିଥିବା ମେଡିକାଲ ଛାତ୍ରଛାତ୍ରୀଙ୍କୁ ବଡ଼ ଝଟକା ଲାଗିଛି। କେନ୍ଦ୍ର ସରକାର ସେମାନଙ୍କୁ ସ୍ୱଦେଶ ଫେରାଇ ଆଣିଥିବା ବେଳେ ସବୁ ପ୍ରକାରର ସହଯୋଗ କରିବେ ବୋଲି ମଧ୍ୟ କହିଥିଲେ। ହେଲେ ଏବେ କେନ୍ଦ୍ର ସରକାର ସେମାନଙ୍କ ହାତ ଛାଡ଼ି ଦେଇଛନ୍ତି। ଏଥିପାଇଁ
Read More...

ଆଇଏଏସ୍ ସ୍ତରରେ ବଡ ଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ପ୍ରଶାସନିକ ସେବା ଅଧିକାରୀ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ତରଫରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି। ଏଥିସହ ସେ
Read More...

ମହାନଦୀରେ ହୋଇପାରେ ବନ୍ୟା

ଭୁବନେଶ୍ବର: ଯଦି ଉପର ମୁଣ୍ଡରେ ବର୍ଷା ଲାଗି ରହେ ଏବଂ ଓଡ଼ିଶାରେ ମଧ୍ୟ ଏହି ଭଳି ବର୍ଷା ଜାରି ରୁହେ ତେବେ ମହାନଦୀରେ ସ୍ୱଳ୍ପଧରଣର ବନ୍ୟା ସୃଷ୍ଟି ହୋଇପାରେ । ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ସୂଚନା ଦେଇଛନ୍ତି । ସେହିଭଳି ଆସନ୍ତାକାଲି ସକାଳ ୮ ଟା ବେଳେ
Read More...

କଟକ, ଭୁବନେଶ୍ବରରେ ଆଜି ବର୍ଷା ଛେଚିବ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହେବାରେ ଲାଗିଛି। ଆଉ ୧୨ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ। ୧୪ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ବୋଲି ପାଣିପାଗ ବିଭାଗ ଆକଳନ କରୁଛି। ଏହାର ପ୍ରଭାବରେ ଆଜିଠାରୁ ବର୍ଷା
Read More...

ଫୁଲୁଛି ମହାନଦୀ, ବୈତରଣୀ, ଜଳକା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଉ ୧୪ ତାରିଖ ବେଳକୁ ଲଘୁଚାପ ଅବପାତର ରୂପ ନେଇପାରେ। ତେବେ ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛନ୍ତି। ଏପଟେ ଲାଗି
Read More...