Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
ବଡ ଖବର
ଜଗଦୀପ ଧନଖଡ ପରବର୍ତ୍ତୀ ଉପରାଷ୍ଟ୍ରପତି
ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନଖଡ଼ ଭାରତର ଉପରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି । ଏନ୍ଡିଏରୁ ପ୍ରାର୍ଥୀ ହୋଇଥିବା ଶ୍ରୀ ଧନଖଡ଼ ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ପରାସ୍ତ କରିଛନ୍ତି। ସେ ମାର୍ଗାରେଟ ଆଲଭାଙ୍କୁ ୩୪୬ ଭୋଟ୍ରେ ପରାସ୍ତ କରିଛନ୍ତି।!-->…
Read More...
Read More...
ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ୟୁ ୟୁ ଲଳିତ
ନୂଆଦିଲ୍ଲୀ: ଜଷ୍ଟିସ୍ ଉଦୟ ଉମେଶ ଲଳିତ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ୍ଭି ରମନ୍ନା ଜଷ୍ଟିସ ଲଳିତଙ୍କ ନାଁ ସୁପାରିଶ କରିଛନ୍ତି। ଆଇନ ଏବଂ ନ୍ୟାୟ ମନ୍ତ୍ରଣାଳୟର ଏକ ସରକାରୀ ଚିଠି ପାଇବା ପରେ ବର୍ତ୍ତମାନ ପ୍ରଧାନ ବିଚାରପତି ରାମନ୍ନା ତାଙ୍କ!-->…
Read More...
Read More...
ଆଇଏଏସ୍ ସ୍ତରରେ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ ସଶକ୍ତିକରଣ ସଚିବ ଦାୟିତ୍ବ
ଭୁବନେଶ୍ୱର: ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଅରବିନ୍ଦ ପାଢ଼ୀ ଓ ଅଶ୍ବଥୀ ଏସ୍ଙ୍କୁ ରାଜ୍ୟ ସରକାର ବଡ଼ ଦାୟିତ୍ବ ଦେଇଛନ୍ତି। ଶ୍ରୀ ପାଢ଼ୀଙ୍କୁ କୃଷି ଓ!-->…
Read More...
Read More...
ଡୋନ୍ ଆକ୍ରମଣରେ ଆଖି ବୁଜିଲେ ଅଲ-ଜାୱାହିରୀ
ୱାଶିଂଟନ: ଆମେରିକାର ଡ୍ରୋନ ଆକ୍ରମଣରେ ଜୁଲାଇ ୩୧ ତାରିଖ ରାତିରେ ଆଖି ବୁଜିଛନ୍ତି ଅଲ-ଜାୱାହିରୀ । ଲାଡେନର ମୃତ୍ୟୁ ପରେ ଅଲ-କାଏଦାର ମୁଖ୍ୟ ଥିବା ଅଲ୍ ଜଓ୍ୱାହିରିର ମୁଣ୍ଡ ଉପରେ ୨୫ ମିଲିୟନ ଡଲାର ପୁରସ୍କାର ରାଶି ଘୋଷଣା କରିଥିଲା ଆମେରିକା । ଶେଷରେ ଆମେରିକା ଆକ୍ରମଣରେ ହିଁ ଯାଇଛି !-->…
Read More...
Read More...
ତାଗିଦ୍ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ମଙ୍କି ପକ୍ସକୁ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିବା ପରେ ଏହାକୁ ନେଇ ଭାରତ ତନାଘନା ଆରମ୍ଭ କରିଦେଇଛି। ଗୋଟିଏ ପଟେ କେନ୍ଦ୍ର ସରକାର ଏଥିପାଇଁ ଟିକା ପ୍ରସ୍ତୁତି ଲାଗି ଟେଣ୍ଡର ଆହ୍ବାନ କରିଥିବା ବେଳେ ଅନ୍ୟପଟରେ ଏହାର ମୁକାବିଲା ଲାଗି ବିଭିନ୍ନ!-->…
Read More...
Read More...
ନିର୍ମାଣ ହେବ କ୍ୟାନସର ହସ୍ପିଟାଲ, ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ
ହସ୍ପିଟାଲ ନିର୍ମାଣ ଭାରତ ସରକାର ୪୦୦ କୋଟି ଏବଂ ଟାଟା ଟ୍ରଷ୍ଟ ୨୫0 କୋଟି ଦେବପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ର ମନ୍ତ୍ରୀ ଡା. ଜିତେନ୍ଦ୍ର ସିଂହଙ୍କୁ ଧନ୍ୟବାଦଆଗାମୀ ୩ବର୍ଷ ମଧ୍ୟରେ ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ କରିବାର ଲକ୍ଷ୍ୟଦକ୍ଷତା!-->…
Read More...
Read More...
୫ଜି ଆଉ ବେଶୀ ଡେରି ନୁହେଁ
ନିଲାମ ଆରମ୍ଭ ହେଲା, ୪.୩ଲକ୍ଷ କୋଟିର ବଡ କାରବାରରିଲାଏନ୍ସ ଜିଓ, ଆଦାନୀ ଡାଟା େନଟଵର୍କ ସମେତ ୪ କଂପାନି ସାମିଲ୨୬ ତାରିଖ ସନ୍ଧ୍ୟା ଯାଏ ଚାଲିବ ନିଲାମ
ନୂଆଦିଲ୍ଲୀ: ଟେଲିଫୋନ୍ ଏବଂ ଇଣ୍ଟରନେଟ୍ ଡାଟା ସିଗନାଲ୍ ବହନ କରୁଥିବା ଭାରତର ସର୍ବବୃହତ ନିଲାମ ମଙ୍ଗଳବାର ଅର୍ଥାତ୍ ଆଜି ଆରମ୍ଭ!-->!-->!-->…
Read More...
Read More...
ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ: ଆଜି ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁ ପାର୍ଲାମେଣ୍ଟ୍ର ସେଣ୍ଟ୍ରାଲ୍ ହଲ୍ରେ ପୂର୍ବାହ୍ନ ୧୦.୧୩ରେ ଭାରତର ୧୫ଶ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଭାରତର ପ୍ରଧାନ ବିଚାରପତି ଏନ୍. ଭି. ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
!-->!-->!-->!-->!-->!-->!-->…
Read More...
Read More...
ନିର୍ମାଣାଧୀନ କାନ୍ଥ ଭୁଶୁଡ଼ି ୬ ଜଣ ଶ୍ରମିକଙ୍କ ମୃତ୍ୟୁ
ନୂଆଦିଲ୍ଲୀ; ଦିଲ୍ଲୀ ଅଲିପୁରରେ ଏକ ବଡ ଦୁର୍ଘଟଣା ଘଟିଛି । ଆଲିପୁରରେ ଏକ ନିର୍ମାଣାଧୀନ କାନ୍ଥ ଭୁଶୁଡ଼ିବା କାରଣରୁ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେହିପରି ଏହି ଦୁର୍ଘଟଣାରେ ଏବେ ବି ୯ ଜଣ ଶ୍ରମିକ ଫସିରହିଥିବାରୁ ସେମାନଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରାଯାଉଛି | ଏହି ଘଟଣାରେ ୨ ଜଣ!-->…
Read More...
Read More...
ଭୁବନେଶ୍ୱରରେ ହେବ ସାଇନ୍ସ ସିଟି
ଭୁବନେଶ୍ବର: ଶିଶୁ ଓ ଯୁବପୀଢିଙ୍କ ମଧ୍ୟରେ ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ସରକାର ଏକ ବଡ ନିସ୍ପତ୍ତି ନେଇଛନ୍ତି । କଲିକତାରେ ଥିବା ସାଇନ୍ସ ସିଟି ଭଳି ଭୁବନେଶ୍ବରରେ ପ୍ରତିଷ୍ଠା ସାଇନ୍ସ ସିଟି କରାଯିବ । ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...