ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category

ବଡ ଖବର

ନିର୍ମାଣାଧୀନ କାନ୍ଥ ଭୁଶୁଡ଼ି ୬ ଜଣ ଶ୍ରମିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ; ଦିଲ୍ଲୀ ଅଲିପୁରରେ ଏକ ବଡ ଦୁର୍ଘଟଣା ଘଟିଛି । ଆଲିପୁରରେ ଏକ ନିର୍ମାଣାଧୀନ କାନ୍ଥ ଭୁଶୁଡ଼ିବା କାରଣରୁ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେହିପରି ଏହି ଦୁର୍ଘଟଣାରେ ଏବେ ବି ୯ ଜଣ ଶ୍ରମିକ ଫସିରହିଥିବାରୁ ସେମାନଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରାଯାଉଛି | ଏହି ଘଟଣାରେ ୨ ଜଣ
Read More...

ଭୁବନେଶ୍ୱରରେ ହେବ ସାଇନ୍ସ ସିଟି

ଭୁବନେଶ୍ବର: ଶିଶୁ ଓ ଯୁବପୀଢିଙ୍କ ମଧ୍ୟରେ ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ସରକାର ଏକ ବଡ ନିସ୍ପତ୍ତି ନେଇଛନ୍ତି । କଲିକତାରେ ଥିବା ସାଇନ୍ସ ସିଟି ଭଳି ଭୁବନେଶ୍ବରରେ ପ୍ରତିଷ୍ଠା ସାଇନ୍ସ ସିଟି କରାଯିବ । ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ
Read More...

ରାଜ୍ୟସଭାକୁ ଯିବେ ଦୌଡରାଣୀ ପିଟି ଉଷା

ନୂଆଦିଲ୍ଲୀ : କେନ୍ଦ୍ର ସରକାର ରାଜ୍ୟସଭାକୁ ୪ ଜଣକୁ ମନୋନୀତ କରିଛନ୍ତି । ସେମାନେ ହେଲେ ଆଥଲେଟ୍ ପି.ଟି.ଉଷା, ସଂଗୀତଜ୍ଞ ଇଲୈୟା ରାଜା, ସମାଜସେବୀ ବୀରେନ୍ଦ୍ର ହେଗଡେ ଓ ଲେଖକ ବିଜୟେନ୍ଦ୍ର ପ୍ରସାଦ । ରାଜ୍ୟସଭାକୁ ମନୋନୀତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରି
Read More...

ଆଜିଠୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବ୍ୟାନ

ଭୁବନେଶ୍ବର: ପ୍ରଦୂଷଣ ନିୟନ୍ତ୍ରଣ ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଆଜିଠୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବ୍ୟାନ କରିଛନ୍ତି। ପ୍ଲାଷ୍ଟିକ ପତାକା, ଷ୍ଟ୍ର, କପ୍, ପ୍ଲେଟ ସମେତ ୧୯ଟି ସାମଗ୍ରୀ ଉପରେ ଲାଗିଲା କଟକଣା । ତିଆରି କିମ୍ବା ବିକ୍ରି କଲେ ୭ ବର୍ଷ ଜେଲ ଦଣ୍ଡ, ଏକ ଲକ୍ଷ ଟଙ୍କାର ଜରିମାନା
Read More...

ଅଗ୍ନିବୀରଙ୍କୁ ମହିନ୍ଦ୍ରା ଗ୍ରୁଫ ତରଫରୁ ମିଳିଲା ଅଫର

ନୂଆଦିଲ୍ଲୀ: ଅଗ୍ନିବୀରଙ୍କୁ ମହିନ୍ଦ୍ରା ଗ୍ରୁପ୍‌ରେ ମିଳିବ ନିଯୁକ୍ତି। ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ୍‌ ଆନନ୍ଦ ମହିନ୍ଦ୍ରା ଅଗ୍ନିବୀରଙ୍କୁ ଏହି ବଡ ଅଫର୍‌ ଦେଇଛନ୍ତି। । ଅବସର ପରେ ଅଗ୍ନିବୀରଙ୍କୁ ମହିନ୍ଦ୍ରା ଗ୍ରୁପ୍‌ରେ କାମ କରିବାକୁ ସୁଯୋଗ ମିଳିବ। ଶୃଙ୍ଖଳିତ ଓ କୁଶଳୀ
Read More...

ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ପ୍ରଶାସନିକ ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର।  ଆଜି ଉଭୟ ବରିଷ୍ଠ ଓ କନିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରାଯାଇଛି । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଭୁବନେଶ୍ୱର,କଟକ ଓ
Read More...

ଏମ୍ସ ଭୁବନେଶ୍ୱର ଅସ୍ଥିଶଲ୍ୟ ବିଭାଗ ପକ୍ଷରୁ ସମ୍ପୂର୍ଣ୍ଣ ଜଙ୍ଘହାଡ଼ ପ୍ରତିରୋପଣ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ଅସ୍ଥିଶଲ୍ୟ ବିଭାଗକୁ ମିଳିଛି ଆଉ ଏକ ବିରଳ ସଫଳତା। ଏହି ବିଭାଗ ପକ୍ଷରୁ ସମ୍ପୂର୍ଣ୍ଣ ଜଙ୍ଘହାଡ଼ ପ୍ରତିରୋପଣ ଅସ୍ତ୍ରୋପଚାର ସଫଳତାର ସହିତ କରାଯାଇଛି। ଏପରି ବିରଳ ଅସ୍ତ୍ରୋପଚାର ରାଜ୍ୟରେ ପ୍ରଥମଥର ପାଇଁ ଅନୁଷ୍ଠିତ ହୋଇଛି। ଅସ୍ଥିଶଲ୍ୟ ବିଭାଗର ଅତିରିକ୍ତ
Read More...

ଅଷ୍ଟ୍ରେଲିଆର ପୂର୍ବତନ ଖେଳାଳି ଆଣ୍ଡ୍ର୍ୟୁ ସାଇମଣ୍ଡସ୍‌ଙ୍କ ପରଲୋକ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆର ପୂର୍ବତନ ଖେଳାଳି ଆଣ୍ଡ୍ର୍ୟୁ ସାଇମଣ୍ଡସ୍‌ଙ୍କ ଆଉ ନାହାନ୍ତି । ଶନିବାର ରାତିରେ ଟାଉନ୍ସଭିଲେରେ ଏକ ସଡକ ଦୁର୍ଘଟଣାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ବୟସ ହୋଇଥିଲା । ସାଇମଣ୍ଡସ୍‌ଙ୍କ ମୃତ୍ୟୁକୁ ନେଇ ଅଷ୍ଟ୍ରେଲିଆ ସମେତ ପୂରା
Read More...

ଦିଲ୍ଲୀର ଏକ ୩ମହଲା କୋଠାରେ ଅଗ୍ନିକାଣ୍ଡ

ଦିଲ୍ଲୀ: ଦିଲ୍ଲୀର ମୁଣ୍ଡକା ଅଞ୍ଚଳରେ ଏକ ୩ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି । ୩ ମହଲା ବିଶିଷ୍ଟି ଏହି ବିଲଡିଂରେ ଅଫିସ୍‌ ଏବଂ କମ୍ପାନୀ ପାଇଁ ବ୍ୟବହାର ହୋଇଥାଏ ବୋଲି ଦିଲ୍ଲୀର ଡେପୁଟି କମିଶନର ସୂଚନା ଦେଇଛନ୍ତି। ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ।
Read More...

ରାଜୀବ କୁମାର ନୂଆ ନିର୍ବାଚନ କମିଶନର ନିଯୁକ୍ତ

ଦିଲ୍ଲୀ: ରାଜୀବ କୁମାର ଦେଶର ନୂଆ ନିର୍ବାଚନ କମିଶନର ନିଯୁକ୍ତ । ମେ ୧୫ ତାରିଖରେ ସେ ଏହି କାର୍ଯ୍ୟଭାର ଗ୍ରହଣ କରିବେ । ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଭାବେ ତାଙ୍କୁ ନିଯୁକ୍ତ କରାଯାଇଛି । ବର୍ତ୍ତମାନର ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା ମେ ୧୪ ତାରିଖରେ ଅବସର
Read More...