Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category
ବଡ ଖବର
ଧର୍ମେନ୍ଦ୍ରଙ୍କ ନେତୃତ୍ବରେ ଦ୍ବିତୀୟ ପର୍ଯ୍ୟାୟ ଅଭିଯାନ
ପୁରୀ ପ୍ରସଙ୍ଗକୁ ହାତଛଡା କରିବନି ବିଜେପି, ସମ୍ବିତ ପାତ୍ରଙ୍କୁ ଦାୟିତ୍ବ ଦିଆଗଲାଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ୧୫ ଯାଏ ରହି ସଂଗଠନ ଦେଖିବେଦଳର ଦୁଇ ପ୍ରମୁଖ ସଂଗଠନ କେନ୍ଦ୍ରୀୟ ନେତାଙ୍କ ଉପରେ ଚାପ ପକାଇଛନ୍ତିଅସନ୍ତୁଷ୍ଟ ବିଜେଡି ନେତା କଂଗ୍ରେସକୁ ଆଖେଇବା!-->…
Read More...
Read More...
ଏସସିବିରେ ଆରମ୍ଭ ହେଲା ଅନ୍ଲାଇନ୍ ସ୍ଲଟ୍ ବୁକିଂ ବ୍ୟବସ୍ଥା
କଟକ: ଆଜିଠାରୁ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ବର୍ହିବିଭାଗ ପାଇଁ ଅନ୍ଲାଇନ୍ ସ୍ଲଟ୍ ବୁକିଂ ବ୍ୟବସ୍ଥା ଆରମ୍ଭ କରାଯାଇଛି। କଟକ ଏସସିବି ମେଡିକାଲର ପ୍ରିନ୍ସିପାଲ ପ୍ରଶନଜିତ ମହାନ୍ତିଙ୍କ ଦ୍ଵାରା ଏହି ଅନଲାଇନ୍ ସେବା ଆରମ୍ଭ ହୋଇଛି।!-->…
Read More...
Read More...
ପଦ୍ମଶ୍ରୀ ରଜତ କରଙ୍କ ପରଲୋକ
ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ଆଜି ପରଲୋକ ଘଟିଛି । ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ୮୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ନେଇ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି।ସେ ହୃଦଘାତରେ ପୀଡିତ!-->…
Read More...
Read More...
୧୨ ଘଣ୍ଟାରେ ଭୀଷଣ ବାତ୍ୟାର ରୂପ ନେବ ’ଅସାନି‘
ଭୁବନେଶ୍ବର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ର ରୂପ ନେଲା ଗଭୀର ଅବପାତ । ୧୨ ଘଣ୍ଟାରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେବ ଏହା ୧୩ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ!-->!-->!-->…
Read More...
Read More...
ବାଣିଜ୍ୟରେ ଡିଗ୍ରୀଧାରୀ ମାନେ ହେବେ ସରକାରୀ ଶିକ୍ଷକ
କଟକ: ବାଣିଜ୍ୟରେ ଡିଗ୍ରୀଧାରୀ ମାନେ ଏଣିକି ସରକାରୀ ଶିକ୍ଷକ ପଦରେ ନିଯୁକ୍ତି ପାଇପାରିବେ । ବାଣିଜ୍ୟରେ ସ୍ନାତକ କିମ୍ବା ସ୍ନାତକୋତ୍ତର ଡିଗ୍ରୀଧାରୀମାନେ ପାଠ୍ୟକ୍ରମରେ ପଢ଼ିଥିବା ଇଂଲିସ୍ ଏବଂ ଅର୍ଥନୀତି କୁ ସ୍କୁଲ୍ ପାଠ ହିସାବରେ ଗ୍ରହଣ କରାଯିବ । ଏହି ଆଧାରରେ ବାଣିଜ୍ୟ!-->…
Read More...
Read More...
ଅବପାତ ପରେ ସ୍ପଷ୍ଟ ହେବ ବାତ୍ୟାର ଚିତ୍ର
ଆଜି ସକାଳେ ଦକ୍ଷିଣ ଆଣ୍ଡମାନ ସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି କ୍ଷେତ୍ର ଅଧିକ ଘନୀଭୂତ ହୋଇ ରହିଛି। ଆସନ୍ତା କାଲି ସନ୍ଧ୍ୟା ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ଡିପ୍ରେସନ୍ ରେ ପରିଣତ ହେବ ।ଏହା ପରେ ଉତ୍ତର ପଶ୍ଚିମ ଦିଗରେ!-->…
Read More...
Read More...
ଧର୍ମେନ୍ଦ୍ର ଠିକ୍ ନା ଅପରାଜିତା?
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ରାଜ୍ୟ ବିଜେପିରେ ଦୁଇଟି ସ୍ବରଚିନ୍ତାରେ କର୍ମୀ, କାହା ସହିତ ଯିବେ ସେ ନେଇ କୌଣସି ସ୍ପଷ୍ଟ ଚିତ୍ର ନାହିଁରାଜ୍ୟ ସଭାପତି ଚୁପ୍, ପୁରୀ ସାଂସଦ ଓ ବିଧାୟକଙ୍କ ଭୂମିକା ସନ୍ଦେହମୁକ୍ତ ନୁହେଁ
ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ!-->!-->!-->…
Read More...
Read More...
ନବୀନଙ୍କୁ ଦଳୀୟ ନେତାଙ୍କ ରିପୋର୍ଟ କାର୍ଡ ଦେବେ ପର୍ଯ୍ୟବେକ୍ଷକ
ଆଜିଠୁ ୩୩ ସାଗଂଠନିକ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକତିନି ଦିନ ଧରି ଚାଲିବ ସମୀକ୍ଷା, ଜଣ ଜଣ କରି ୧୧ଜଣ ପର୍ଯ୍ୟବେକ୍ଷକ ସୁପ୍ରିମୋଙ୍କୁ ଦେବେ ତଥ୍ୟଭଲ କରିଥଲେ ପୁରସ୍କୃତ କରିପାରନ୍ତି ନବୀନ, ଖରାପ ପ୍ରଦର୍ଶନକାରୀଙ୍କୁ ବି ମିଳିପାରେ ଦଣ୍ଡବିଜେଡି!-->…
Read More...
Read More...
ନିର୍ଦେଶ ମିଳିଗଲା; ଧର୍ମେନ୍ଦ୍ର ଓ ଅଶ୍ବିନୀ ଓଡ଼ିଶାରୁ ଲଢ଼ିବେ
ବିଜେପିର ଜଣେ କେନ୍ଦ୍ରମନ୍ତ୍ରୀ କହିଲେ, ଓଡ଼ିଶାରେ ଖେଳ ଆରମ୍ଭ ହୋଇଗଲାଣିଆଗକୁ ଅଧିକ ଆସନ ଲକ୍ଷ୍ୟ, ଖାରବେଳ ହୋଇପାରନ୍ତି ବାଲେଶ୍ବର ପ୍ରାର୍ଥୀପ୍ରତାପ, ବସନ୍ତ, ସୁରେଶ, ନୀତେଶ ଗଙ୍ଗଦେବଙ୍କୁ ଦଳ ବିଧାନସଭାରୁ ଲଢ଼ାଇପାରେ
ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା!-->!-->!-->…
Read More...
Read More...
ମନଲାଖି ନେତା ପାଉନାହାନ୍ତି ସୋନିଆ
ପ୍ରଶାନ୍ତଙ୍କ ଫର୍ମୁଲା ପରେ କଂଗ୍ରେସରେ ଉତ୍ସାହଚାରି କାର୍ଯ୍ୟକାରୀ ସଭାପତିଙ୍କୁ ନିଆଯାଇପାରେଆଲୋଚନା ପାଇଁ ୨୨ରେ ଆସୁଛନ୍ତି ଚେଲ୍ଲାକୁମାର
ନୂଆଦିଲ୍ଲୀ: ରାଜନୀତି ରଣନୀତିକାର ପ୍ରଶାନ୍ତ କିଶୋର ୨୦୨୪ ନିର୍ବାଚନ ସଂକ୍ରାନ୍ତରେ ଯେଉଁ ଫର୍ମୁଲା କଂଗ୍ରେସ ହାଇକମାଣ୍ଡଙ୍କୁ ଧରାଇଛନ୍ତି,!-->!-->!-->…
Read More...
Read More...