ପ୍ରମୁଖ ଖବର

ସ୍ୱଚ୍ଛ ସର୍ବେକ୍ଷଣରେ ଓଡ଼ିଶାକୁ ୩ ପୁରସ୍କାର, ପୁରୀ ଦେଶରେ ପ୍ରଥମ
ନଭେମ୍ବର ୧୨ରୁ ଅମୂଲ ଓ ମଦର ଡାଏରୀ କ୍ଷୀର ଦର ଲିଟର ପିଛା ୨ରୁ ୪ ଟଙ୍କା ବୃଦ୍ଧି ପାଇବ
କେନ୍ଦ୍ର କ୍ୟାବିନେଟର ୫ ବଡ଼ ନିଷ୍ପତ୍ତି, ୭୫ ହଜାର କୋଟିରୁ ଅଧିକ ଅନୁଦାନକୁ ମଞ୍ଜୁରି
ଓଡ଼ିଶା-ଜାପାନ ସମ୍ପର୍କରେ ନୂଆ ଅଧ୍ୟାୟ, ତୋତ୍ତୋରି ସହ ମୈତ୍ରୀ ଚୁକ୍ତି ସ୍ୱାକ୍ଷର
ବେଙ୍ଗାଲୁରୁରେ ୧୬୦ କୋଟିର ବାୟୋଗ୍ୟାସ୍‌ ପ୍ଲାଣ୍ଟ ଶିଳାନ୍ୟାସ କରିବେ ମୋଦୀ
ବାଲିଯାତ୍ରା ଉଦ୍‌ଘାଟନ କରିବେ ରାଷ୍ଟ୍ରପତି ମୁର୍ମୁ
ନାଟମଣ୍ଡପ ଧାଡ଼ି ଦର୍ଶନ ବ୍ୟବସ୍ଥାରେ ହେବ ସଂଶୋଧନ
ଝରିଗାଁ କୋର୍ଟରେ ତୁମୁଳକାଣ୍ଡ, ଲୁହା ରଡ୍‌ରେ ବିଚାରପତିଙ୍କୁ ଆକ୍ରମଣ
Browsing Category

ବଡ ଖବର

ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଇବା ମାମଲା: ପୋଲିସ ଜୁଲମକୁ ଚାରିଆଡୁ ନିନ୍ଦା

ନୀଳଗିରି ସାମ୍ବାଦିକଙ୍କ ଗୋଡ଼ରେ ବେଡି ପକାଇବା ଘଟଣାକୁ ଚାରିଆଡୁ ନିନ୍ଦା । ଆଜି ସାରା ରାଜ୍ୟରେ ପ୍ରତିବାଦ ଦେଖାଦେଇଛି । ରାଜ୍ୟବ୍ୟାପି ସାମ୍ବାଦିକ ମାନେ କଳା ବ୍ୟାଚ ପିନ୍ଧି ବିକ୍ଷୋଭ କରିଛନ୍ତି । ଭଦ୍ରକ, ଫୁଲବାଣୀ, ଧର୍ମଶାଳା, ରାୟଗଡା,ମାଲକାନଗିରି ,କେନ୍ଦ୍ରାପଡା ସମେତ ସବୁ ଜିଲାରେ…
Read More...

ସଂସଦ ଭବନରେ ମୁଖ୍ୟମନ୍ତ୍ରୀ, ସାଂସଦଙ୍କୁ ଦେଲେ ପରାମର୍ଶ

ତିନି ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂସଦ ଭବନରେ ଦଳୀୟ ସାଂସଦ ମାନଙ୍କ ସହ ଆଲୋଚନା କରିଛନ୍ତି । ସଂସଦରେ ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗକୁ ଶାଣିତ ସ୍ୱରରେ ଉଠାଇବାକୁ ମୁଖ୍ୟମନ୍ତ୍ରୀ ସାଂସଦଙ୍କୁ ପରାମର୍ଶ ଦେଇଛନ୍ତି । ଓଡିଶାର ପୁରୁଣା ପ୍ରସଙ୍ଗ ଓ…
Read More...

୭ମ ବେତନ କମିଶନ ବାବଦ ବକେୟା ୨୦% ଅର୍ଥ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଏହାଦ୍ବାରା କର୍ମଚାରୀମାନେ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେପୂର୍ବରୁ ୮୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଛିଉପକୃତ ହେବେ ୪ ଲକ୍ଷ କର୍ମଚାରୀ, ୮୫୦ କୋଟି ଟଙ୍କା ବ୍ୟୟ ବରାଦ ଭୁବନେଶ୍ବର: ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ…
Read More...

ଗୁଳି ଫୁଟି ଥାନା ଅଧିକାରୀଙ୍କ ମୃତ୍ୟୁ

ଗୁଳି ଫୁଟି ଚାଲିଗଲା ଥାନା ବାବୁଙ୍କ ଜୀବନ । ଘରେ ରିଭଲଭର ସଫା କରୁଥିବା ସମୟରେ ଗୁଳିଫୁଟି ଭଞ୍ଜନଗର ଗାଙ୍ଗପୁର ଥାନା ଆଇଆଇସିଙ୍କ ମୃତ୍ୟୁ ହୋଇଛି । ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ ନେଇ ଗଞ୍ଜାମ ଏସପି ସୂଚନା ଦେଇଛନ୍ତି । ଦେବ କୁମାର ଗମାଙ୍ଗ ନିଜ ରିଭଲଭର ସଫା କରୁଥିଲେ । ଏହି…
Read More...

ବିଜୟ ମହାପାତ୍ର ନୂଆଦିଲ୍ଲୀ ଗଲେ, କାହାକୁ ଭେଟିଲେ?

ପୁଅ ଏବେ ରାଜନୀତିକୁ ଓହ୍ଲାଇବାର ନାହିଁ କି ନିର୍ବାସନ ନେବେ ନାହିଁ ବିଜୟତୁଚ୍ଛା ଗୁଜବ କହି ଏଡ଼ାଇଗଲେ, କହିଲେ ଦେଖ ଆଗକୁ କଣ ସବୁ ଚାଲିଛି ଭୁବନେଶ୍ବର: ବିଜେପିରୁ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ର ଧୀରେ ଧୀରେ ଦୂରେଇ ଗଲେଣି। ଗତ ପଞ୍ଚାୟତ ନିର୍ବାଚନରେ ସେ ଖୋଲାଖୋଲି ଘୋଷଣା…
Read More...

ବିଦା ହେଲେ ଆଉ ୬ ଅଧିକାରୀ

ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ବିଦା ହେଲେ ଆଉ ୬ ଜଣ ବାବୁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଆଜି ୬ ଜଣ…
Read More...

ନେତାଙ୍କ ଆଚରଣରେ ରାଗିଗଲେଣି ବିଜେପି କର୍ମୀ

ପଞ୍ଚାୟତ ନିର୍ବାଚନ ସରିଥିଲା, ପୌର ନିର୍ବାଚନ ବି ଗଲାବିଜେପିର ତୁଙ୍ଗ ନେତାଙ୍କୁ ଦେଖପାରିଲେନି କର୍ମୀପ୍ରଚାରକୁ ଆସିଲେ ନାହିଁ କି ଭରସା ଦେଲେ ନାହିଁ ଭୁବନେଶ୍ବର: ପୌର ନିର୍ବାଚନ ପ୍ରଚାର ସରିଗଲା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ…
Read More...

ଖୋର୍ଧା ଜିଲ୍ଲା ରାଜନୀତିରେ ଅଧିକ ସକ୍ରିୟ ହେବେଏଥର ରାଜ୍ୟସଭା ପଠାଇବାକୁ ବିଜେଡି ଚିନ୍ତାକରୁଛିଅପରାଜିତାଙ୍କୁ ଚେକ ଦେବାଲାଗି ବ୍ୟବହାର କରିବେ ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନରେ ବିଜେଡିକୁ ମିଳିଥିବା ସଫଳତା ଆଖି ଖୋସିଦେବା ଭଳି ହୋଇଛି। ଏବେ ଦଳ ପୌର ନିର୍ବାଚନରେ ବି ଅନୁରୂପ…
Read More...

ସ୍କୁଲ ଶ୍ରେଣୀଗୃହରୁ ମିଳିଲା ବନ୍ଧୁକ

ସ୍କୁଲ ଶ୍ରେଣୀଗୃହରୁ ବାହାରିଲା ଦେଶୀ ବନ୍ଧୁକ । କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ । ସମ୍ବଲପୁର କୁଚିଣ୍ଡା ଉଷାକୋଠି ଅଭୟାରଣ୍ୟ ମଧ୍ୟରେ ଥିବା ରେଙ୍ଗୁମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହରୁ ବନ୍ଧୁକ ମିଳିଛି । ଆଉ ନିଜେ ଶିକ୍ଷକ ହିଁ ଏହି ବନ୍ଧୁକ ରଖିଥିବା ଜଣାପଡିଛି ।…
Read More...