ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category

ବଡ ଖବର

ରାଜ୍ୟର ୯ଟି ଆଇଟିଆଇରେ ହେବ ଏଆଇ ଲ୍ୟାବ୍: ମୁଖ୍ୟମନ୍ତ୍ରୀ

ନ୍ୟୁଜ୍ ବ୍ୟୁରୋ: ଆଜି ଓଡିଶା ଦକ୍ଷତା ପ୍ରତିଯୋଗିତା ୨୦୨୫-୨୬ର ସମାପନୀ ସମାରୋହ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦକ୍ଷ ଓ ଯୁବ କୁଶଳୀ ଛାତ୍ରଛାତ୍ରୀ ମାନଙ୍କୁ କହିଛନ୍ତି ଯେ, ଓଡିଶାରେ ଏବେ ବ୍ୟାପକ ଶିଳ୍ପାୟନ ପ୍ରକ୍ରିୟା ଆରମ୍ଭ
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର

ନ୍ୟୁଜ୍ ବ୍ୟୁରୋ: ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଉପହାର ଦେଇଛନ୍ତି। ସୁଲଭ ଗୃହ ନିର୍ମାଣ ପାଇଁ ପ୍ରୋତ୍ସାହନ ସ୍ୱରୂପ ଓଡ଼ିଶା ସରକାର ଜାନୁଆରୀ ମାସରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY) ଅଧୀନରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ହସ୍ତାନ୍ତର କରିବେ। ଏନେଇ
Read More...

୩ କୋର୍ଟକୁ ବୋମା ଧମକ, ଖାଲି କରାଗଲା ହାଇକୋର୍ଟ

ଭୁବନେଶ୍ବର: ରାଜ୍ୟର ୩ଟି କୋର୍ଟକୁ ବୋମା ଧମକ ମିଳିଛି। ଏଥିରେ ସମ୍ବଲପୁର, କଟକ, ଦେବଗଡ କୋର୍ଟ ରହିଛି। ହାଇକୋର୍ଟକୁ ଧମକ ଆସିବା ପରେ ଛାନଭିନ ଜୋରଦାର କରାଯାଉଛି। ଇମେଲ୍ ମାଧ୍ୟମରେ କୋର୍ଟକୁ ଏହି ଧମକ ମିଳିଥିବା ସୂଚନା ମିଳିଛି। ଅପରାହ୍ଣ ୨ଟା ୪୫ ମିନିଟ୍ ସୁଦ୍ଧା ଜାଗା ଖାଲି କରିବାକୁ
Read More...

୪ ଓଡ଼ିଆଙ୍କୁ ମିଳିବ ସି ଭି ରମଣ ପୁରସ୍କାର

୨୦୨୬ ବର୍ଷ ପାଇଁ ସି ଭି ରମଣ ସମ୍ମାନ ଚୟନ ପରିଷଦ ପକ୍ଷରୁ ସି ଭି ରମଣ ପୁରସ୍କାର ଘୋଷଣା ହୋଇଛି । ତେବେ ୪ ଓଡ଼ିଆଙ୍କୁ ମିଳିବ ସି ଭି ରମଣ ପୁରସ୍କାର । ସେମାନଙ୍କ ମଧ୍ୟରୁ ପଦାର୍ଥ ବିଜ୍ଞାନ ର ଗବେଷଣା କ୍ଷେତ୍ରରେ ମୁମ୍ବାଇ ସ୍ଥିତ ଭାବା ଆଣବିକ ଗବେଷଣା କେନ୍ଦ୍ରର ପୂର୍ବତନ ବରିଷ୍ଠ
Read More...

ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟି ଟଙ୍କାର ମରିଜୁଆନା ଜବତ

ଭୁବନେଶ୍ବର: କଷ୍ଟମ ବିଭାଗକୁ ମିଳିଛି ବଡ଼ ସଫଳତା। ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ମଙ୍ଗଳବାର ଦିନ କଷ୍ଟମ୍ସ ଅଧିକାରୀମାନେ ବ୍ୟାଗେଜ୍ ଯାଞ୍ଚ ସମୟରେ ପ୍ରାୟ ୪ କୋଟି ଟଙ୍କା ମୂଲ୍ୟର ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରିଛନ୍ତି। ସୂଚନାଅନୁସାରେ, ଯାତ୍ରୀଙ୍କ
Read More...

ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର

ନ୍ୟୁଜ୍ ବ୍ୟୁରୋ: ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ଚାଳକଙ୍କ ସୁବିଧା ପାଇଁ ଗାଡିରେ ଗ୍ରୀନ ଷ୍ଟିକର ଲଗାଇବାକୁ ନିଷ୍ପତ୍ତି ନେଇଛି ପରିବହନ ମନ୍ତ୍ରୀ। ମୋଟର ଭେଇକିଲ୍ ଆକ୍ଟ ଅନୁଯାୟୀ, ଗାଡିର ସବୁ
Read More...

ବିଜେଡ଼ି ରହିଛି ଏବଂ ଆଗାମୀ ଶହେ ବର୍ଷ ପର୍ଯ୍ୟନ୍ତ ରହିବ : ନବୀନ ପଟ୍ଟନାୟକ

ଭୁବନେଶ୍ଵର: ଆଜି ବିଜୁ ଜନତା ଦଳ ପାଳୁଛି ୨୯ତମ ପ୍ରତିଷ୍ଠା ଦିବସ। ଶଙ୍ଖ ଭବନରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏହି ଅବସରରେ ସମସ୍ତଙ୍କୁ ନବୀନ ଶୁଭେଚ୍ଛା ଜଣାଇ ନିଜ ଅଭିଭାଷଣ ରଖିଥିଲେ। ଦଳ କରିଥିବା ରାଜ୍ୟର ବିକାଶ କୁ ମନେପକାଇଥିଲେ ଏବଂ ଏବେର ରାଜ୍ୟ ସରକାରଙ୍କୁ କଡ଼ା
Read More...

ଇଣ୍ଡିଗୋ ବିମାନକୁ ବୋମା ଧମକ

ମୁମ୍ବାଇ: ପୁଣି ବିମାନରେ ବୋମା ଧମକ। ଇଣ୍ଡିଗୋ ଫ୍ଳାଇଟରେ ବୋମା ଧମକ ମିଳିଛି। କୁଏତରୁ ହାଇଦ୍ରାବାଦ ଆସୁଥିବା ବିମାନରେ ବୋମା ରହିଥିବା ନେଇ ଦିଲ୍ଲୀ ଏୟାପୋର୍ଟକୁ ଇମେଲ ଆସିଥିଲା। ପରେ ମୁମ୍ବାଇରେ ବିମାନର ଜରୁରୀ ଅବତରଣ କରାଯାଇଛି। ଏନେଇ ଇଣ୍ଡିଗୋ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ
Read More...

୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ

ବୌଦ୍ଧ: ୧୦ ଶିକ୍ଷକଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ଆକ୍ସନରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ବିଇଓ ୮ଟି ସ୍କୁଲର ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। ବିଇଓ କୌଣସି ସୂଚନା ନ ଦେଇ ଅଚାନକ ସ୍କୁଲ ଗସ୍ତ
Read More...

ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ

ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବାରେ ଆସିବ ପରିବର୍ତ୍ତନ। ରାଜ୍ୟରେ ରୋଗୀ ପରିବହନ ବ୍ୟବସ୍ଥା ସୁଧୁରିବ। ପୁରୁଣା ହୋଇଯାଇଥିବା ଆମ୍ବୁଲାନ୍‌ସକୁ ବଦଳାଇ ୪୨୮ଟି ନୂଆ ଆମ୍ବୁଲାନ୍ସ ପାଇଁ ସରକାର ଟେଣ୍ଡର କରିଥିଲେ। ଏହି କ୍ରମରେ ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ।
Read More...