ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ବଡ ଖବର

ଦିଲ୍ଲୀ ହାଇକୋର୍ଟର ବିଚାରପତିଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ସରକାରୀ ବଙ୍ଗଳାରେ ଅଗ୍ନିକାଣ୍ଡ ଘଟିଛି। ଏପରି ପରିସ୍ଥିତିରେ ପରିବାର ସଦସ୍ୟମାନେ ନିଆଁ ଲିଭାଇବା ପାଇଁ ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଫୋନ କରିଥିଲେ। ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଥିବା ସମୟରେ, ଅଗ୍ନିଶମ
Read More...

ସଫଳତାର ସହ ପୃଥିବୀ ପୃଷ୍ଠକୁ ପହଞ୍ଚିଲେ ସୁନିତା

ଆମେରିକା: ସବୁ ପ୍ରତୀକ୍ଷାର ଘଟିଲା ଅବସାନ। ସଫଳତାର ସହ ପୃଥିବୀ ପୃଷ୍ଠକୁ ଫେରିଲେ ସୁନୀତା ୱିଲିୟମ୍ସ। ୯ ମାସ ଧରି ମହାକାଶରେ ଫସି ରହିଥିବା ସୁନିତା ୱିଲିୟମ୍ସ ପୃଥିବୀକୁ ଫେରି ଆସିଛନ୍ତି। ସ୍ପେସଏକ୍ସ ସୁନିତାଙ୍କୁ ଆଣିବା ପାଇଁ ଏକ କ୍ରୁ ମିଶନ ଆରମ୍ଭ କରିଥିଲା। ସୁନିତା ୱିଲିୟମ୍ସ ବୁଧବାର
Read More...

ଭୁବନେଶ୍ବରରେ ହେବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟରର ଶାଖା

ଭୁବନେଶ୍ଵର: ଭୁବନେଶ୍ବରରେ ସ୍ଥାପନ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟର ର ଶାଖା। ଏନେଇ ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବାତଙ୍କୁ ଗତ ୧୩ ମାର୍ଚ୍ଚରେ ନୂଆଦିଲ୍ଲୀରେ ସାକ୍ଷାତ କରିବା ଅବସରରେ ଏକ
Read More...

ରାଜଧାନୀରେ ଏନକାଉଣ୍ଟର

ଦୁର୍ଦ୍ଦାନ୍ତ ଏଟିଏମ୍‌ ଲୁଟେରା ଗୁରୁତରଭୁବନେଶ୍ବର: ରାତି ଅଧରେ ରାଜଧାନୀ ଛାତି ଉପରେ ହୋଇଛି ବଡ଼ ଏନକାଉଣ୍ଟର। ବଡ଼ଗଡ଼ ଅଞ୍ଚଳରେ ଏଟିଏମ ଲୁଟ ବେଳେ ଲୁଟେରା-ପୋଲିସ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଗୁଳି ବିନିମୟ ହୋଇଥିଲା। ଦୁର୍ଦ୍ଦାନ୍ତ ଆନ୍ତଃରାଜ୍ୟ ଏଟିଏମ୍ ଲୁଟେରାକୁ ଏନକାଉଣ୍ଟର କରିଛି
Read More...

ଆଦିବାସୀ ହଷ୍ଟେଲରେ ବଢୁଛି ଛାତ୍ରୀଛାତ୍ରଙ୍କ ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ହଷ୍ଟେଲରେ ବଢୁଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ ସଂଖ୍ୟା। ରାଜ୍ୟରେ ୨୦୨୪ ଜୁଲାଇରୁ ଆଦିବାସୀ ଆବାସିକ(ଏସଟି) ହଷ୍ଟେଲରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଗତ ୮ ମାସରେ ମୃତ୍ୟୁସଂଖ୍ୟା ୨୬କୁ ପହଞ୍ଚିଛି। ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପ୍ରଶ୍ନରେ କିଛି ଏପରି
Read More...

ଦୁବାଇରୁ ସୁନା ଚୋରା ଚାଲାଣ ବେଳେ ଅଭିନେତ୍ରୀ ଗିରଫ

୧୪ କିଲୋ ସୁନା ଜବତବେଙ୍ଗାଲୁରୁ: କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ ଗିରଫ କରାଯାଇଛି। ସୁନା ଚୋରା ଚାଲାଣ ଅଭିଯୋଗରେ ବିମାନବନ୍ଦରରେ ଅଭିନେତ୍ରୀଙ୍କୁ ଧରାଯାଇଥିଲା। ତଲାସି ସମୟରେ ତାଙ୍କଠାରୁ ୧୪.୮ କିଲୋଗ୍ରାମ ସୁନା ଜବତ
Read More...

କିଡନୀ, ଲିଭର ଦାନ କରି ୨ ଜଣଙ୍କ ଜୀବନ ବଞ୍ଚାଇଲେ ୧ବର୍ଷର ଶିଶୁ

ଭୁବନେଶ୍ଵର: ମୃତ୍ୟୁ ପରେ ବି ଅମର ହୋଇଗଲା କୁନି ପୁଅ ଜନ୍ମେଶ। କିଡନୀ, ଲିଭର ଦାନ କରି ଅନ୍ୟ ୨ ଜଣଙ୍କ ଜୀବନ ବଞ୍ଚାଇ ଅମର ହୋଇଗଲା ଭୁବନେଶ୍ଵରର ଜନ୍ମେଶ ଲେଙ୍କା। ଶିଶୁଟି ମାତ୍ର ଏକ ବର୍ଷର ହୋଇଥିବା ବେଳେ ଶେଷକୃତ୍ୟବେଳେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି।ସୂଚନା ଅନୁସାରେ, ୧୦
Read More...

ରାଜଧାନୀ ଶ୍ରୀରାମ ନଗର ଏଟିଏମ ଲୁଟ୍ ଘଟଣାରେ ୬ ଗିରଫ

ଭୁବନେଶ୍ୱର: ଚଳିତ ବର୍ଷ ଜାନୁଆରୀ ମାସରେ ଭୁବନେଶ୍ୱରର ଶ୍ରୀରାମ ନଗରରେ ହୋଇଥିବା ଏକ ଏଟିଏମ୍ ଲୁଟ ଘଟଣାରେ ପୋଲିସ ୬ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ନଗଦ ଟଙ୍କା ସହ ପୂରା ମେସିନକୁ ନେଇ ଯାଇଥିଲେ। ସୂଚନା ଅନୁଯାୟୀ, ଜାନୁଆରୀ ୨୪ ତାରିଖ ଭୋର ସମୟରେ ଶ୍ରୀ ଲିଙ୍ଗରାଜ ଥାନା ଅଧୀନସ୍ଥ
Read More...

ଆରପାରିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

ଭୁବନେଶ୍ଵର, ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି। ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍‌ ରୋଗରେ ପୀଡିତ ଥିଲେ ଓ କିଛିଦିନ ପୂର୍ବରୁ
Read More...

ଅଯୋଧ୍ୟାରେ ନିର୍ମାଣ ହେବ ଓଡିଶା ଭବନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାମଲାଲାଙ୍କ ଦର୍ଶନ ପାଇଁ ଯାଉଥିବା ଓଡିଶାର ଭକ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ ଘୋଷଣା କରିଛନ୍ତି। ଅଯୋଧ୍ୟାରେ ହେବ ଓଡିଶା ଭବନ। ଉତ୍ତରପ୍ରଦେଶର ଅଯୋଧ୍ୟାଠାରେ ଓଡ଼ିଶା ଭବନ ନିର୍ମାଣ ହେବ। ରାମଲାଲାଙ୍କ ଦର୍ଶନ ଲାଗି ଆସୁଥିବା ଭକ୍ତଙ୍କ ରହିବା ଏବଂ ସେମାନଙ୍କ
Read More...