Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category
ବଡ ଖବର
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଝାଡ଼ଖଣ୍ଡ: ବରିଷ୍ଠ ଆଇପିଏସ୍ ଅଧିକାରୀ ତଦାଶା ମିଶ୍ର ଝାଡ଼ଖଣ୍ଡରେ ପୋଲିସ ବାହିନୀର ମୁଖ୍ୟ ଭାବରେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଗୃହ, କାରାଗାର ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ସ୍ୱତନ୍ତ୍ର ସଚିବ ଭାବରେ କାର୍ଯ୍ୟରତ ଅଛନ୍ତି ଓ ତାଙ୍କୁ ନଭେମ୍ବର ୬ ତାରିଖରେ ଝାଡ଼ଖଣ୍ଡର!-->…
Read More...
Read More...
୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍ଘାଟିତ
ଭୁବନେଶ୍ୱର: ଭୁବନେଶ୍ୱରର ଜନତା ମୈଦାନରେ ଆଜି ଉଦ୍ଘାଟିତ ହେଲା ୮୪ତମ ଭାରତୀୟ ସଡକ କଂଗ୍ରେସ। କେନ୍ଦ୍ର ସଡକ, ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରି ଏହାର ଉଦ୍ଘାଟନ କରିଛନ୍ତି। ନଭେମ୍ବର ୬ରୁ ୧୦ ପର୍ଯ୍ୟନ୍ତ ଚାଲିବ। ଏହି ପଞ୍ଚଦିନିଆ କଂଗ୍ରେସରେ ଦେଶର ବିଭିନ୍ନ ରାଜ୍ୟରୁ ପ୍ରାୟ ୩,୫୦୦!-->…
Read More...
Read More...
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ପୁରୀ: ସମୁଦ୍ରରେ ସ୍ନାନ ନ କରିବାକୁ କହିବାରୁ ଲାଇଫଗାର୍ଡ଼ଙ୍କୁ ଆକ୍ରମଣ। ପୁରୀ ବେଳାଭୂମିରେ ଲାଇଫ୍ଗାର୍ଡ଼ଙ୍କ ଉପରେ ଆକ୍ରମଣ କଲେ ପର୍ଯ୍ୟଟକ ଦମ୍ପତି। ବାତ୍ୟା 'ମୋନ୍ଥା' ପାଇଁ ସମୁଦ୍ର ଅଶାନ୍ତ। ସମୁଦ୍ରରେ ପ୍ରବେଶ ପାଇଁ ପର୍ଯ୍ୟଟକ ତଥା ମତ୍ସ୍ୟଜୀବୀଙ୍କୁ ବାରଣ। ଏହା ସତ୍ତ୍ୱେ ଅମାନିଆ!-->…
Read More...
Read More...
ସମ୍ ହସ୍ପିଟାଲ୍ରେ ୯ ମାସ ଶିଶୁର ବିରଳ ଅସ୍ତ୍ରୋପଚାର
ଭୁବନେଶ୍ୱର: ଥଣ୍ଡା, କାଶ ଓ ଜ୍ୱର ସହିତ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ସମସ୍ୟା ନେଇ ୯ ମାସର ଶିଶୁ ପୁତ୍ରକୁ ତା’ର ପିତାମାତା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ୍ରେ ଚିକିତ୍ସା ନିମନ୍ତେ ଭର୍ତି କରାଇଥିଲେ।
ରାୟଗଡ଼ା ଜିଲ୍ଲା ନିବାସୀ ଅନୀଲ ପଲେଇ ଓ!-->!-->!-->…
Read More...
Read More...
ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାର
ନ୍ୟୁଜ୍ ବ୍ୟୁରୋ: ଭେନେଜୁଏଲାର ବିରୋଧୀ ଦଳ ନେତା ମାରିଆ କୋରିନା ମାଚାଡୋ ନୋବେଲ ଶାନ୍ତି ପୁରସ୍କାର ବିଜୟୀ ହୋଇଛନ୍ତି। ଭେନେଜୁଏଲାରେ ଗଣତନ୍ତ୍ର ଏବଂ ଲୋକଙ୍କ ଅଧିକାର ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଦେଇଛନ୍ତି ମାରିଆ। ଭେନେଜୁଏଲାରେ ଏକଚ୍ଛତ୍ରବାଦୀ ଶାସନ ପରିବର୍ତ୍ତେ ଗଣତନ୍ତ୍ର!-->…
Read More...
Read More...
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ
ଝାଡଖଣ୍ଡ: ଝାଡଖଣ୍ଡରେ ପୁଲିସ- ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର। ସୁରକ୍ଷାବଳ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହେବା ପରେ ଏନ୍କାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ଝାଡ଼ଖଣ୍ଡ ପାଲାମୁ ଜିଲା ମାନାଟୁ ଥାନା ଅଞ୍ଚଳର ବାନ୍ସି ଗାଁ ଜଙ୍ଗଲରେ ମାଓବାଦୀ ସଂଗଠନର ଶତ୍ରୁପକ୍ଷ ବିବେଚିତ ନକ୍ସଲ!-->…
Read More...
Read More...
ଲାଲକିଲ୍ଲା ପରିସରରୁ ୧ କୋଟିର କଳସ ଚୋରି ଘଟଣା, ଅଭିଯୁକ୍ତ ଗିରଫ
ନୂଆଦିଲ୍ଲୀ: ଦିଲ୍ଲୀର ପ୍ରସିଦ୍ଧ ଲାଲକିଲ୍ଲା ପରିସରରୁ ଏକ ଜୈନ ଧାର୍ମିକ ସମାରୋହରୁ ପ୍ରାୟ ୧ କୋଟି ଟଙ୍କାର ଏକ କଳସ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି କଳସ ସୁନା ଏବଂ ହୀରାରେ ଜଡିତ ଥିଲା।
ସୂଚନା ଅନୁଯାୟୀ, ଏହି ଚୋରି ଘଟଣା ସେପ୍ଟେମ୍ବର ୩ରେ ଏକ ପ୍ରାର୍ଥନା ସମାରୋହ ସମୟରେ!-->!-->!-->…
Read More...
Read More...
ନକ୍ସଲ କମାଣ୍ଡର ଗୁଳି ବିନିମୟ, ୨ ଯବାନ ସହିଦ, ଜଣେ ଗୁରୁତର
ପଲମୁ: ପାଲାମୁ ଜିଲ୍ଲାର ମାନତୁ ଥାନା ଅଞ୍ଚଳର କେଦଲ ଜଙ୍ଗଲରେ ପୋଲିସ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ସମୟରେ ପାଲାମୁ ପୋଲିସର ଦୁଇ ସାହସୀ ଯବାନ ସୁନୀଲ ରାମ ଏବଂ ସାନ୍ତାନ ମେହେଟା ସହିଦ ହୋଇଛନ୍ତି ଓ ଜିଲ୍ଲା ପୋଲିସ ବାହିନୀର ଜଣେ ଯବାନ ରୋହିତ କୁମାର ଗୁରୁତର!-->…
Read More...
Read More...
ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ
ନୂଆଦିଲ୍ଲୀ: ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ। ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସଂସଦୀୟ କମିଟି ଏ ନେଇ ପ୍ରସ୍ତାବ ଦେଇଛି। କମିଟିର ପ୍ରସ୍ତାବରେ ବାଚସ୍ପତି ସମ୍ମତି ଜଣାଇଛନ୍ତି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି।!-->…
Read More...
Read More...
ଆଧାରକୁ ନେଇ ଆସିଲା ବଡ ଅପଡେଟ୍
ନୂଆଦିଲ୍ଲୀ: ଭାରତୀୟ ସ୍ୱତନ୍ତ୍ର ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଇ-ଆଧାର ମୋବାଇଲ୍ ଆପ୍ ଲଞ୍ଚ କରିବା ନେଇ ପ୍ରସ୍ତୁତି କରୁଛି। ୟୁଆଇଡିଏଆଇ ଅନୁଯାୟୀ, ମୋବାଇଲ୍ ଆପ୍ଲିକେସନ୍କୁ ଶୀଘ୍ରରୁ ଅତି ଶୀଘ୍ର ତିଆରି କରିବା ପାଇଁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯେପରି ବର୍ଷ ୨୦୨୫!-->…
Read More...
Read More...