ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

ଅପରାଧ

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ପପୁ ମଲ୍ଲିକ ଆହତ

ଭଦ୍ରକ ଜିଲ୍ଲାରେ ପୋଲିସ ସହ ଗୁଳି ବିନିମୟ ବେଳେ କୁଖ୍ୟାତ ଅପରାଧୀ ପପୁ ମଲ୍ଲିକ ଗୁଳିବିଦ୍ଧ ହୋଇଛି। ପୋଲିସର ପାଲଟା କାର୍ଯ୍ୟାନୁଷ୍ଠାନରେ ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବା ବେଳେ, ଘଟଣାରେ ଜଣେ ଏଏସଆଇ, ଜଣେ କନଷ୍ଟେବଳ ଓ ଜଣେ ପୋଲିସ ଇନ୍ସପେକ୍ଟର ସମେତ ୩ ଜଣ ପୋଲିସ କର୍ମଚାରୀ ମଧ୍ୟ
Read More...

ଆଇଟିଡିଏ ଯନ୍ତ୍ରୀଙ୍କ ଘରୁ ମିଳିଲା ୧ କିଲୋରୁ ଊର୍ଦ୍ଧ୍ବ ସୁନା

ବାଲିଗୁଡ଼ା: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ବାଲିଗୁଡ଼ା ଆଇଟିଡିଏର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ସମ୍ପତ୍ତି ତଦନ୍ତରେ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ତାଙ୍କ ଘର ଓ ବ୍ୟାଙ୍କ ଲକରରୁ ମୋଟ ୧.୨୫୫ କିଲୋଗ୍ରାମ ସୁନା
Read More...

ବାଲିଗୁଡ଼ା ଏଇଇ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ଆୟବର୍ହିଭୂତ ସମ୍ପତ୍ତି (ଡିଏ) ଠୁଳ କରିଥିବା ଅଭିଯୋଗରେ ବୈକୁଣ୍ଠ ନାଥଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ବ୍ୟାପକ ଚଢ଼ାଉ ଆରମ୍ଭ ହୋଇଛି। ଶନିବାର ସକାଳୁ ଭିଜିଲାନ୍ସର ଏକ ବଡ଼ ଟିମ୍ ଭୁବନେଶ୍ୱର, ବାରିପଦା, ଧର୍ମଶାଳା ଏବଂ ବାଲିଗୁଡ଼ା ସମେତ ବିଭିନ୍ନ ସ୍ଥାନରେ ଏକକାଳୀନ
Read More...

ଦୁଷ୍କର୍ମ ମାମଲାରେ ୮ ବର୍ଷ ପରେ ଫେରାର ମୌଲାନା ଜାମସେଦପୁରରୁ ଗିରଫ

ଝାଡଖଣ୍ଡ: ଦୁଷ୍କର୍ମ ଅଭିଯୋଗରେ ଦୀର୍ଘ ୮ ବର୍ଷ ଧରି ଫେରାର ଥିବା ଜଣେ ମୌଲାନାଙ୍କୁ ଜଗତପୁର ପୋଲିସ ଝାଡଖଣ୍ଡର ଜାମସେଦପୁରରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପଦ୍ମପୁର ମୁତାରିଫା ଗ୍ରାମର ସେକ୍ ନଜିମୁଲ ଅରଫିନ୍ ଓରଫ ହାପିଜ୍ (୪୫)। ୨୦୧୮ ମସିହାରେ ଜଣେ ମହିଳା ତାଙ୍କ ବିରୋଧରେ
Read More...

ଝାରସୁଗୁଡ଼ା ଡିଏଚଏଚରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବାମାନଙ୍କ ମଧ୍ୟରେ ଜଣେ ଯୁବତୀ ମଧ୍ୟ ରହିଛନ୍ତି। ମୁଖ୍ୟ ଅଭିଯୁକ୍ତ ରାଜା ବେସନ (୨୪) ହୋଇଥିବାବେଳେ ଆକାଶ ପ୍ରଧାନ (୨୦) ଓ
Read More...

ପଥରରେ ଛେଚି ଯୁବକଙ୍କୁ ହତ୍ୟା

ଜଙ୍ଗଲରୁ ମୃତଦେହ ଉଦ୍ଧାର ନ୍ୟୁଜ୍ ବ୍ୟୁରୋ: କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ତୁମୁସିଙ୍ଗା ଥାନା ସୋଗର ପାଟଣା ଗ୍ରାମରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ବେଳେ ମୃତଦେହକୁ ପାଖ ଜଙ୍ଗଲରେ ଫିଙ୍ଗି ଦିଆଯାଇଥିବା ସୂଚନା ମିଳିଛି। ଘଟଣା ପରେ
Read More...

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ପୁଣେର ଶିକ୍ଷୟିତ୍ରୀ ଗିରଫ

ନ୍ୟୁଜ୍ ବ୍ୟୁରୋ: ନିଟ୍-ୟୁଜି ୨୦୨୬ ପ୍ରଶ୍ନପତ୍ର ଲିକ୍ ମାମଲାରେ ସିବିଆଇ ବଡ଼ ସଫଳତା ପାଇଛି। ଏହି ଘଟଣାରେ ପୁଣେର ଜଣେ ବରିଷ୍ଠ ବଟାନି ଶିକ୍ଷୟିତ୍ରୀ ମନୀଷା ଗୁରୁନାଥ ମାଣ୍ଢାରେଙ୍କୁ ଗିରଫ କରାଯାଇଛି। ସେ ବାୟୋଲୋଜି ପ୍ରଶ୍ନପତ୍ର ଲିକ୍ ଘଟଣାର ଅନ୍ୟତମ ମୁଖ୍ୟ ସୂତ୍ରଧାର ଥିବା ସନ୍ଦେହ
Read More...

ନାବାଳିକା ନିର୍ଯାତନା ମାମଲାରେ ଗିରଫ ହେବେ ବିଜେପି ମନ୍ତ୍ରୀ ସଞ୍ଜୟଙ୍କ ପୁଅ

ତେଲେଙ୍ଗାନା: ତେଲେଙ୍ଗାନାରେ ଚର୍ଚ୍ଚିତ ନାବାଳିକା ନିର୍ଯାତନା ମାମଲାରେ କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ସାଇ ଭାଗୀରଥଙ୍କ ବିରୋଧରେ ପୁଲିସ ତଦନ୍ତ ଜୋରଦାର କରିଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ସାଇବରାବାଦ ପୁଲିସ ୫ଟି ସ୍ୱତନ୍ତ୍ର ଦଳ ଗଠନ କରିଥିବାବେଳେ ତାଙ୍କ
Read More...

ବାଲିଅନ୍ତା ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତ ଚିନୁ ଗିରଫ, ୪ ପୁଲିସ କର୍ମଚାରୀ ନିଲମ୍ବିତ

ଭୁବନେଶ୍ବର: ଭୁବନେଶ୍ବରର ବାଲିଅନ୍ତାରେ କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୁଲିସ୍‌ ତଦନ୍ତ ଜୋରଦାର କରିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଚିନୁ ଓରଫ୍ ରଞ୍ଜିତ ପାତ୍ରକୁ କଟକ ସଦର ଥାନା ଅଞ୍ଚଳରୁ ଗିରଫ କରାଯାଇଛି। ଅଭିଯୋଗ ଅନୁସାରେ, ସୌମ୍ୟରଞ୍ଜନଙ୍କୁ
Read More...

ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ମାମଲା: ଶାର୍ପ ସୁଟର ସହ ୩ ଗିରଫ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟାକାଣ୍ଡ ମାମଲାରେ ପଶ୍ଚିମବଙ୍ଗ ଏସଟିଏଫ ବିହାରର ବକ୍ସରରୁ ତିନିଜଣ ସନ୍ଦିଗ୍ଧଙ୍କୁ ଅଟକ ରଖିଛି। ସେମାନଙ୍କ ମଧ୍ୟରେ କୁଖ୍ୟାତ ଶାର୍ପ ସୁଟର ବିଶାଲ ଶ୍ରୀବାସ୍ତବ ମଧ୍ୟ ରହିଛନ୍ତି। ଅନ୍ୟ ଦୁଇଜଣ
Read More...