ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

ଅପରାଧ

ଇସ୍ରାଏଲରେ ଚାକିରି ଦେବା ନାଁରେ ଠକେଇ

ନକଲି ସାକ୍ଷାତକାର ବେଳେ ୩ ଗିରଫଭୁବନେଶ୍ୱର: ଇସ୍ରାଏଲରେ ଚାକିରୀ ଦେବାର ବାହାନାରେ ଅନେକ ଯୁବକଙ୍କୁ ଠକିବା ଅଭିଯୋଗରେ ଭୁବନେଶ୍ୱରର ଖାରବେଳ ଥାନା ଅନ୍ତର୍ଗତ ଏକ ହୋଟେଲରେ ନକଲି ସାକ୍ଷାତକାର କରିବା କରୁଥିବା ବେଳେ କମିଶନରେଟ ପୋଲିସ ତିନି ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା
Read More...

କିନ୍ନର ବେଶରେ ପିଲା ଚୋରି କରି ଧରାପଡିଲେ ଦୁଇ ଅଭିଯୁକ୍ତ

ଯାଜପୁର: ଛଦ୍ମବେଶୀ କିନ୍ନରକୁ ଧରିଲେ ଅସଲି କିନ୍ନର। ଯାଜପୁର ଜିଲ୍ଲା ଠାକୁରମୁଣ୍ଡା ଅଞ୍ଚଳରୁ ଶିଶୁକନ୍ୟା ଚୋରି ଘଟଣା। କିନ୍ନର ବେଶରେ ଠାକୁରମୁଣ୍ଡାରୁ ଚୋରି କରିଥିବା କିନ୍ନରକୁ ପିଲା ସହ ମାଡ଼ି ବସିଲେ ଅନ୍ୟ କିନ୍ନରମାନେ। ଅପହରଣ ହେବାର ତିନି ଦିନ ପରେ ଆଜି ଶିଶୁ କନ୍ୟାକୁ ଯାଜପୁର ରୋଡ
Read More...

ବାଲିପାଟଣା ଗୁଳିକାଣ୍ଡ: ନିଜେ ନିଜକୁ ଗୁଳି ମାରିଥିଲେ ଆହତ ଯୁବକ

ବାଲିପାଟଣା: ବାଲିପାଟଣାରେ ବିଳମ୍ବିତ ରାତିରେ ଗୁଳିକାଣ୍ଡ ଘଟଣାରେ ନିଜେ ନିଜକୁ ଗୁଳି କରିଥିଲା ଜେଲ ଫେରନ୍ତା ଅଭିଯୁକ୍ତ। କୌଣସି ଦୁର୍ବୃତ୍ତ ବାଇକରେ ଆସି ନଥିଲେ କି ଗୁଳି ମାରି ନଥିଲେ। ନିଜେ ନିଜକୁ ଗୁଳି ମାରିବା ପରେ ଦୁର୍ବୃତ୍ତ ଗୁଳି ମାରିଥିବାର ନାଟକ କରିଥିଲେ ପୀଡ଼ିତ ଦୀପ୍ତି
Read More...

ଧଉଳି ହତ୍ୟାକାଣ୍ଡର ପର୍ଦ୍ଦାଫାସ ; ପ୍ରେମ ସମ୍ପର୍କରୁ ଯୁବତୀଙ୍କୁ ହତ୍ୟା କରିଥିଲା ସିକ୍ୟୁରିଟି ଗାର୍ଡ

ଭୁବନେଶ୍ବର: ପ୍ରେମର କରୁଣ ପରିଣତି । ପ୍ରେମିକ ସାଜିଲା ଖୁନି ଆସାମୀ। ଧଉଳି ଲିଙ୍ଗିପୁର ମେଳଣ ପଡିଆରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣାର ଗୁରୁବାର ପର୍ଦ୍ଦାଫାସ କରିଛି ପୁଲିସ। ପ୍ରେମ ଜନିତ ଘଟଣାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂ ସାମ୍ବାଦିକ ସମ୍ମିଳନୀ
Read More...

ଭୁବନେଶ୍ୱର ବିମାନବନ୍ଦରରୁ ସାପ ଓ କଇଁଛ ଜବତ, ଜଣେ ଗିରଫ

ଭୁବନେଶ୍ୱର ବିମାନ ବନ୍ଦରରେ କଇଁଛ ସହ ଅନେକ ସରୀସୃପ ଉଦ୍ଧାର। ଝିଟିପିଟି, ଗୋଧି, ବୋଡ଼ା ସାପ ଆଦିକୁ ଉଦ୍ଧାର କଲା କଷ୍ଟମ ବିଭାଗ। ବ୍ୟାଂକକ୍‌ରୁ ଭାୟା ଭୁବନେଶ୍ୱର ଦେଇ ଚେନ୍ନାଇ ଚାଲାଣ ହେଉଥିବା ବେଳେ ଜବତ କଲା ବିଭାଗ। ବିସ୍କୁଟ ଡବାରେ ଚାଲାଣ ହେଉଥିଲା ସାପ । ତେବେ ୯ଟି ସାପ ସାଙ୍ଗକୁ
Read More...

ପାନ ଦୋକାନରେ ନିଶା କାରବାର: ୨ ଜଣ ଅଟକ

ଭୁବନେଶ୍ବର: ରାଜଧାନୀରେ ଦିନକୁ ଦିନ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଛି। ଖୁଲମଖୁଲା ଭାବେ ସବୁଠି ଗଞ୍ଜେଇ କାରବାର ଚାଲିଛି। ଭୁବନେଶ୍ୱର ଆଚାର୍ଯ୍ୟବିହାରର ଆପୋଲୋ ହସ୍ପିଟାଲ ସ୍ଥିତ ବିଶେଶ୍ୱର ବସ୍ତିରେ ଏକ ପାନ ଦୋକାନରେ ସ୍ପେଶାଲ କ୍ରାଇମ ୟୁନିଟର ଚଢାଉ କରିଥିଲା, ଚଢାଉ ବେଳେ
Read More...

ରାଜାଙ୍କୁ ୩ଦିନ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ

ବାଲେଶ୍ବର: ବିଜେଡି ନେତା ରାଜା ଚକ୍ରଙ୍କୁ ୩ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ। ଏନେଇ ଶୁଣାଣି ପାଇଁ କୋର୍ଟରେ ହାଜର ହୋଇଛନ୍ତି ରାଜା ଚକ୍ର। ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର ହେଇଛନ୍ତି ରାଜା। ୫ ଦିନ ରିମାଣ୍ଡରେ ନେବା ପାଇଁ ଇଓଡବ୍ଲ୍ୟୁ କୋର୍ଟରେ ଆବେଦନ କରିଛି ।
Read More...

କନ୍ଧମାଳରୁ ୭୩ କେଜି ଗଞ୍ଜେଇ ଜବତ

କନ୍ଧମାଳ: କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସ ପକ୍ଷରୁ ପାଟ୍ରୋଲିଙ୍ଗ ସମୟରେ ୭୩ କେଜି ଗଞ୍ଜେଇ ଜବତ ହୋଇଛି। ସାରଙ୍ଗଡ଼ରୁ ଫୁଲବାଣୀ ଏସଏଚ ଏକ ନମ୍ବର ରାସ୍ତାରେ ପେଟ୍ରୋଲିଂ ବେଳେ ସଅବାଲି ନିକଟ ଜଙ୍ଗଲରେ କିଛି ଗଞ୍ଜେଇ ମାଫିଆ ପୋଲିସକୁ ଦେଖି ଖସି ପଳାଇଥିଲେ। କ.ନୂଆଗାଁ ଥାନା ଅଧିକାରୀ ଅଶୋକ
Read More...

ରାନ୍ୟା ରାଓଙ୍କ ଜାମିନ ଆବେଦନକୁ ଖାରଜ କଲେ କୋର୍ଟ

ଦୁବାଇ: ସୁନା ଚୋରା ଚାଲାଣ ମାମଲାରେ କନ୍ନଡ ଚଳଚ୍ଚିତ୍ର ଅଭିନେତ୍ରୀ ରାନ୍ୟା ରାଓଙ୍କୁ ଜେଲରେ ରହିବାକୁ ପଡିବ। ଆର୍ଥିକ ଅପରାଧ ଅଦାଲତ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ୩ ମାର୍ଚ୍ଚ, ୨୦୨୫ରେ, ୩୪ ବର୍ଷୀୟ ରାନ୍ୟା ରାଓଙ୍କୁ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ
Read More...

ବେଆଇନ ବନ୍ଧୁକ କାରଖାନା ଠାବ, ୪ ଗିରଫ

କଟକ: କଟକ କମିଶନରେଟ ପୋଲିସ ଅଧିନସ୍ଥ ୪୨ ମୌଜା ଥାନା ଅନ୍ତର୍ଗତ ଧୂଳିଶ୍ୱର୍‌ ଗ୍ରାମର ଏକ ବେଆଇନ ବନ୍ଧୁକ କାରଖାନା ଠାବ ହୋଇଛି। ଗୁରୁବାର ଭୋର୍‌ରୁ କୋଲକାତା ଓ ଭୁବନେଶ୍ବର ଏସ୍‌ଟିଏଫ, ୪୨ ମୌଜା ଥାନା ପୋଲିସ ମିଳିତ ଭାବେ ଚଢ଼ାଉ କରିଥିଲେ।ବନ୍ଧୁକ ତିଆରି ପାଇଁ ବିହାରରୁ ଆସୁଥିଲା
Read More...