ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର
Browsing Category

ଅପରାଧ

ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ

ମାଲକାନଗିରି: ମାଲକାନଗିରି ଜିଲା ଜଳ ବିଭାଜିକା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ। ଶାନ୍ତନୁଙ୍କ ସହ ୫ ଜଣଙ୍କୁ ଗିରଫ କରାଯାଇଇଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଓ ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଶୁକ୍ରବାର ଶାନ୍ତନୁ ଓ ତାଙ୍କ ୫ ସହଯୋଗୀଙ୍କୁ ଗିରଫ କରାଯାଇଛି। ଆୟବହିର୍ଭୁତ
Read More...

ଛାତ୍ରୀକୁ ଗଣଦୁଷ୍କର୍ମ କଲେ ୩ ଶିକ୍ଷକ

ତାମିଲନାଡୁ: ନାବାଳିକାକୁ ଗଣ ଦୁଷ୍କର୍ମ ଅଭିଯୋଗରେ ବନ୍ଧା ହେଲେ ୩ ଶିକ୍ଷକ। ତାମିଲନାଡୁର କୃଷ୍ଣଗିରିର ପୋଚମପାଲି ହାଇସ୍କୁଲରେ ଘଟିଛି ଏହି ଘଟଣା। ଘଟଣାଟି ୧ମାସ ତଳର ହୋଇଥିବା ବେଳେ ପୀଡିତାଙ୍କ ସହ ଏଭଳି ଜଘନ୍ୟ କାଣ୍ଡ ନେଇ ପୀଡିତାଙ୍କ ମା’ ସ୍କୁଲର ପ୍ରଧାନଶିକ୍ଷକଙ୍କୁ କହିବା ପରେ
Read More...

ଏଟିଏମ୍‌ କାର୍ଡ ବଦଳାଇ ୫ ଲକ୍ଷ ଉଠାଇ ନେଲେ ଦୁର୍ବୃତ୍ତ

ଗଞ୍ଜାମ: ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ ୫ ଲକ୍ଷ ୨୭ ହଜାର ଟଙ୍କା ଉଠାଇ ନେଲେ ଦୁର୍ବୁତ୍ତ। ଏଭଳି ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରୁ। ଅଭିଯୋଗକାରୀ ଦିଲୀପ ପ୍ରଧାନଙ୍କ ଷ୍ଟେଟବ୍ୟାଙ୍କ ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ କେହି ଦୁର୍ବୃତ୍ତ ତାଙ୍କ
Read More...

ଗିରଫ ହେଲେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ

ବଣେଇ: ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ବଣେଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ।। ଏହାପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ। ସୂଚନା ଅନୁସାରେ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ
Read More...

ରାଜଧାନୀରୁ ୪୨ କିଲୋ ଗଞ୍ଜେଇ ଜବତ, ୫ ଗିରଫ

ଭୁବନେଶ୍ବର: ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ। ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଦିନ ୪୨ କିଲୋ ଗଞ୍ଜେଇ ଜବତ କରିବା ସହ ପାଞ୍ଚ ଜଣ ନିଶା ବ୍ୟବସାୟୀଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ସୂଚନା ଅନୁଯାୟୀ, ପୋଲିସ ଟିମ୍ ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳରେ ଅଭିଯୁକ୍ତଙ୍କଠାରୁ
Read More...

ସଞ୍ଜୟକୁ ଆଜୀବନ କାରାଦଣ୍ଡ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ରାଜଧାନୀ କଲକାତାର ଆରଜି କର ହସ୍ପିଟାଲରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସୋମବାର ଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। କୋର୍ଟ ତାଙ୍କ ରାୟ ଶୁଣାଇ ଦୋଷୀ ସଞ୍ଜୟ ରାୟଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଏବଂ ଅନ୍ୟମାନଙ୍କ ଚୂଡ଼ାନ୍ତ
Read More...

ଯୁବତୀ ଚାଲାଣ କରୁଥିଲେ ହଂସିତା, ଅନିଲ

ଭୁବନେଶ୍ବର: ଅନିଲ-ହଂସିତାଙ୍କୁ ନେଇ ଗୋଟିଏ ପରେ ଗୋଟିଏ ରହସ୍ୟ ପଦାକୁ ଆସିବାରେ ଲାଗିଛି। କେବଳ ଠକେଇ ନୁହେଁ, ହଂସିତା ଓ ଅନିଲ ଯୁବତୀ ଚାଲାଣରେ ସମ୍ପୃକ୍ତ ଥିଲେ ବୋଲି ତଦନ୍ତରୁ ଜଣାପଡ଼ିଛି। ଏହି ଯୋଡ଼ି ବଡ଼ବଡ଼ିଆଙ୍କୁ ଖୁସି କରିବା ଲାଗି ଯୁବତୀ ଚାଲାଣ କରୁଥିବା ପୁଲିସ ସେମାନଙ୍କଠାରୁ ଜବତ
Read More...

ସହଦେବ ନାୟକ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ବର: ରାଜଧାନୀରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣାରେ ପୋଲିସ ଆଉ ଦୁଇଜଣଙ୍କୁ ଗିରଫ କରିଛି। ଗୁରୁବାର ଗିରଫ ହୋଇଥିବା ଦୁଇଜଣଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏଥିସହିତ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ରାଜଧାନୀ ଭୁବନେଶ୍ଵରର ରସୁଲଗଡ଼-ବାଣୀବିହାର
Read More...

ଧରାପଡ଼ିଲେ ରସୁଲଗଡ଼ ହତ୍ୟାକାଣ୍ଡ ଅଭିଯୁକ୍ତ; ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ବର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ।
Read More...

ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଆରପିଏଫ୍ ଏଏସଆଇ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର ଆରପିଏଫର ସହକାରୀ ସବ-ଇନ୍ସପେକ୍ଟର (ଏଏସଆଇ) ସାହାଯ୍ୟ କରିବା ବାହାନା କରି ଜଣେ ଯୁବତୀଙ୍କ ସହିତ ଅସଦାଚରଣ ଅଭିଯୋଗରେ ବୁଧବାର ଗିରଫ ହୋଇଛନ୍ତି। ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଭୁବନେଶ୍ୱର
Read More...