ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ଅପରାଧ

ଲାଞ୍ଚ ନେଇ ଧରାପଡିଲେ ଏସସିବିର ଡାଟା ଏଣ୍ଟ୍ରି ଅପରେଟର

କଟକ: କଟକ ଏସସିବିରେ ଭିଜିଲାନ୍ସ ଟିମ୍‌। ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ। ସେ ଜଣେ ରୋଗୀଙ୍କ ପୁଅ ଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡି ବସିଲା ଭିଜିଲାନ୍ସ। ସ୍ମୃତିରଞ୍ଜନ ଏସସିବି ମେଡିକାଲ କଲେଜ ଏବଂ
Read More...

ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପ୍ରାଚୀନ ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ ହୋଇଛନ୍ତି। ଏଥିସହିତ ୫୦ରୁ ଅଧିକ ମୂର୍ତ୍ତି ଉଦ୍ଧାର କରାଯାଇଛି। ଏହି ତିନି ଅଭିଯୁକ୍ତ ଭାଇମାନେ ହେଲେ ବରଦା ପ୍ରସନ୍ନ ଆଚାର୍ଯ୍ୟ, ଆନନ୍ଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ତାଙ୍କ ବଡ଼ ଭାଇ ସାରଦା ପ୍ରସନ୍ନ
Read More...

୧୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅମିନ

କିରିମିରା: ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅମିନ। ଝାରସୁଗୁଡ଼ା ଜିଲ୍ଲା କିରିମିରା ତହସିଲ ଅମିନ ଭାସ୍କର ମେହେରଙ୍କୁ ଧରିଲା ଭିଜିଲାନ୍ସ। ଜମିଜମା କାଗଜପତ୍ର କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଅମିନ। ସୂଚନା ଅନୁସାରେ, ଜମିଜମା କାଗଜପତ୍ର କରାଇଦେବା ପାଇଁ ଜଣେ ବ୍ୟକ୍ତିଙ୍କ
Read More...

ମୈତ୍ରୀ ବିହାର ଗଣଦୁଷ୍କର୍ମ ଘଟଣାରେ ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱର ମୈତ୍ରୀ ବିହାର ଅଞ୍ଚଳରେ ଗଣଦୁଷ୍କର୍ମ ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ। ଏନେଇ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି କମିଶନର ଏସ୍‌.ଦେବଦତ୍ତ ସିଂହ। ତେବେ ଘଟଣାରେ ୨ ଜଣ ନୁହେଁ ବରଂ ୩ ଜଣଙ୍କର ସଂପୃକ୍ତି ଥିବା ନେଇ ସ୍ପଷ୍ଟ କରିଛନ୍ତି କମିଶନରେଟ
Read More...

୬ ବର୍ଷର ବାଳିକାକୁ ହତ୍ୟା କଲେ ପ୍ରିନ୍ସିପାଲ

ଗୁଜରାଟ: ଗୁଜରାଟର ଦାହୋଡ଼ ଜିଲାରେ ଏଭଳି ଏକ ହୃଦୟବିଦାରକ ଘଟଣା ଘଟିଛି। ପ୍ରଥମ ଶ୍ରେଣୀରେ ପଢ଼ୁଥିବା ୬ ବର୍ଷର ବାଳିକାଙ୍କୁ ସ୍କୁଲ୍‌ ପ୍ରିନ୍ସିପାଲ ବଳାତ୍କାର ଉଦ୍ୟମ କରିଥିଲେ। ସେ ପ୍ରତିରୋଧ କରିବାରୁ ପ୍ରିନ୍ସିପାଲ ତାଙ୍କ ଗଳା ଦବାଇ ହତ୍ୟା କରିଛନ୍ତି। ଏହା ପରେ ସେ ନାବାଳିକାଙ୍କ
Read More...

ପୋଲିସ ଏନକାଉଣ୍ଟରରେ ବଳାତ୍କାର ଅଭିଯୁକ୍ତ ମୃତ

ମହାରାଷ୍ଟ୍ର: ନାବାଳିକା ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ପୋଲିସ ଏନକାଉଣ୍ଟର କରିଛି। ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା ଜେଲରୁ ତଦନ୍ତ ପାଇଁ
Read More...

ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ
Read More...

ଆପାର୍ଟମେଣ୍ଟର ଆଉଟ୍‌ହାଉସରୁ ଯୁବତୀଙ୍କ ମୃତ ଦେହ ଉଦ୍ଧାର

ଭୁବନେଶ୍ବର: ଖଣ୍ଡଗିରି ଥାନା ଅଧିନରେ ଥିବା ଏକ ଘର ଭିତରୁ ଜଣେ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ତେବେ ଯୁବତୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ସେହି ଘରେ ଲିଭ ଇନ୍ ରେ ରହୁଥିବା ସୂଚନା ମିଳିଥିବା ବେଳେ ପରିବାର ଲୋକ କିନ୍ତୁ ଏହାକୁ ହତ୍ୟା ବୋଲି ଅଭିଯୋଗ କରିଛନ୍ତି। ସେପଟେ
Read More...

ଭୁବନେଶ୍ୱର ବିମାନବନ୍ଦରରୁ ୨୦ କେଜି ସୁନା ଜବତ

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ୨୦ କେଜି ସୁନା ଜବତ କଲା। ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରୁ ସୁନା ଜବତ କରିଛି CT GST। ଏହି ମାମଲାରେ ୧୭ ବ୍ୟବସାୟୀଙ୍କୁ ପଚରା ଉଚୁରା କରୁଛି CT GST। ରିପୋର୍ଟ ଅନୁଯାୟୀ, ସିଟି ଏବଂ ଜିଏସ ଟି ବିଭାଗ ମୁମ୍ବାଇରୁ ଇଣ୍ଡିଗୋ ବିମାନରେ ଯାତ୍ରା
Read More...

ମିଠା ପ୍ୟାକେଟରେ ଲାଞ୍ଚ ଦେଇ ଗିରଫ ହେଲେ ସିମେଣ୍ଟ କମ୍ପାନୀର ସିଏମଓ

ବରଗଡ଼: ବରଗଡ଼ ଜିଲ୍ଲାପାଳଙ୍କୁ ଲାଞ୍ଚ ଦେଉଥିବା ବେଳେ ଭିଜେଲାନ୍ସ ହାତରେ ଧରା ପଡିଲେ ସିମେଣ୍ଟ ଉତ୍ପାଦକ କେନ୍ଦ୍ରର ଜଣେ ଅଧିକାରୀ। ବୁଧବାର ସନ୍ଧ୍ୟା ୫ଟା ସମୟରେ ଛତିଶଗଡ଼ ଅମ୍ବୁଜା ସିମେଣ୍ଟର ମୁଖ୍ୟ ଉତ୍ପାଦନ ଅଧିକାରୀ ରାମଭବ ଗଟ୍ଟୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳ
Read More...