Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
ଅପରାଧ
ଟଙ୍କା ଝାମ୍ପି ନେବାବେଳେ ନିସ୍ତୁକ ମାଡ ଖାଇଲେ ଲୁଟେରା
ବରଗଡ଼: ବରଗଡ଼ ସହରସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ମୁଖ୍ୟ ଶାଖା କାଉଣ୍ଟରରୁ ଶନିବାର ମଧ୍ୟାହ୍ନରେ ଲକ୍ଷାଧିକ ଟଙ୍କା ଲୁଟ୍ କରି ଚମ୍ପଟ୍ ମାରୁଥିବା ଜଣେ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଗୋଡାଇ ଧରିବାରେ ସକ୍ଷମ ହୋଇଛନ୍ତି।
ଜଣେ ଗ୍ରାହକ ପ୍ରାୟ ୭୭ ହଜାର ଟଙ୍କା ଜମା କରିବା ବେଳେ!-->!-->!-->…
Read More...
Read More...
ପ୍ରେମିକା ସହ ନିଜ ପରିବାରର ୬ ଜଣଙ୍କୁ ହତ୍ୟା କଲେ ଯୁବକ
କେରଳ: କେରଳର ଥିରୁଭାନନ୍ତପୁରମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ପ୍ରେମିକା ସହ ନିଜ ପରିବାରର ୬ ଜଣଙ୍କୁ ହତ୍ୟା କରିଛନ୍ତି ଯୁବକ। କେରଳର ଥିରୁଅନନ୍ତପୁରମରେ ଘଟିଥିବା ଏହି ଘଟଣା ସମସ୍ତଙ୍କୁ ସ୍ତବ୍ଧ କରି ଦେଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ବେଞ୍ଜାରାମୁଡୁ ନିକଟ!-->…
Read More...
Read More...
ବାହାଘର ପ୍ରୋସେଶନ ବେଳେ ବରକୁ ହତ୍ୟା ପାଇଁ ସୁପାରୀ
ଦେଓଗାଁ: ବରକୁ ହତ୍ୟା ଯୋଜନା ବେଳେ ମାଡ଼ି ବସିଲେ ଗାଁ ଲୋକ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ବାବେଜୁରୀ ଗାଁରେ। ବାହାହେବାକୁ ଆସି ସାଂଘାତିକ ଷଡଯନ୍ତ୍ରର ହୋଇଥିଲେ ଶିକାର। ବଞ୍ଚିଗଲା ବରର ଜୀବନ।
ସୂଚନା ଅନୁସାରେ, ବଲାଙ୍ଗୀର ଜିଲା ଦେଓଗାଁ!-->!-->!-->…
Read More...
Read More...
ଯୁବତୀଙ୍କ ଗଳା କାଟି ହତ୍ୟା କଲା ପ୍ରେମିକ
ସୋର: ଏକତରଫା ପ୍ରେମର କରୁଣ ପରିଣତି। ପ୍ରେମରେ ବିଫଳ ପିଶାଚ ପ୍ରେମିକର ବର୍ବରକାଣ୍ଡ। ବାଲେଶ୍ଵର ଜିଲ୍ଲା ସୋର ଥାନା ଲିଙ୍ଗାପଡା ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ପ୍ରେମରେ ବିଫଳ ହୋଇ ଜଣେ ଯୁବକ ଯୁବତୀଙ୍କ ବେକ କାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଯୁବତୀ ଜଣଙ୍କ ନାମ ହେଉଛି!-->…
Read More...
Read More...
ମହାକୁମ୍ଭ ବୁଲାଇବାକୁ ନେଇ ପତ୍ନୀଙ୍କୁ ହତ୍ୟା କଲେ ସ୍ୱାମୀ
ଉତ୍ତର ପ୍ରଦେଶ: ପରକୀୟା ପ୍ରୀତି ପାଇଁ ଜଣେ ବ୍ୟକ୍ତି ତାଙ୍କ ପତ୍ନୀଙ୍କୁ ମହାକୁମ୍ଭକୁ ବୁଲାଇବାକୁ ନେଇ ହତ୍ୟା କରିଛନ୍ତି। ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଫେବ୍ରୁଆରୀ ୧୮ ତାରିଖ ରାତିରେ ଘଟିଛି ଏହି ଘଟଣା। ପୁଲିସ ଏହି ମାମଲାର ପର୍ଦ୍ଦାଫାସ କରି ଅଭିଯୁକ୍ତ ସ୍ୱାମୀଙ୍କୁ ଗିରଫ କରିଛି। ମୃତ!-->…
Read More...
Read More...
ବିପୁଳ ପରିମାଣ ବ୍ରାଉନ୍ ସୁଗାର ଜବତ, ୪ ଗିରଫ
ପୁରୀ: ପୁରୀ ଟାଉନ ଥାନା ଗଦାଧର ହାଇସ୍କୁଲ ପାର୍କିଂ ସ୍ଥଳରୁ ପୁଲିସ ୫୩୮ ଗ୍ରାମ ବ୍ରାଉନ୍ ସୁଗାର ଜବତ। ଏହା ସହ ନଗଦ ୯ ଲକ୍ଷ ୩୨ହଜାର ଟଙ୍କା ଏବଂ ଗୋଟିଏ ଦେଶୀ ବନ୍ଧୁକ ମଧ୍ୟ ପୁଲିସ ଜବତ କରିଛି।
ପୁରୀ ଟାଉନ ଥାନା ଗଦାଧର ହାଇସ୍କୁଲ ପାର୍କିଂ ସ୍ଥଳରୁ ପୋଲିସ ୫୩୮ ଗ୍ରାମ ବ୍ରାଉନ ସୁଗାର!-->!-->!-->…
Read More...
Read More...
ସହଦେବ ନାୟକ ହତ୍ୟାକାଣ୍ଡ : ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ
ଭୁବନେଶ୍ୱର: ଭୁବନେଶ୍ୱର ରାଜଧାନୀ ଭୁବନେଶ୍ୱରରେ ବହୁ ଚର୍ଚ୍ଚିତ ସହଦେବ ନାୟକଙ୍କ ହତ୍ୟା ଘଟଣାରେ ନେଇ ଆସିଲା ବଡ଼ ଖବର। ମୁଖ୍ୟ ଅଭିଯୁକ୍ତ ରମା ନାୟକ ରବିବାର ଥାନାରେ ଆତ୍ମସମର୍ପଣ କରିଛନ୍ତି। ମଞ୍ଚେଶ୍ବର ଥାନାରେ ଆତ୍ମସମର୍ପଣ ପରେ ରମାକୁ ଗିରଫ କରିଛି ପୋଲିସ। ୪୦ ଦିନ ପରେ ସେ ଆତ୍ମସମର୍ପଣ!-->…
Read More...
Read More...
ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ
ମାଲକାନଗିରି: ମାଲକାନଗିରି ଜିଲା ଜଳ ବିଭାଜିକା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ। ଶାନ୍ତନୁଙ୍କ ସହ ୫ ଜଣଙ୍କୁ ଗିରଫ କରାଯାଇଇଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଓ ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଶୁକ୍ରବାର ଶାନ୍ତନୁ ଓ ତାଙ୍କ ୫ ସହଯୋଗୀଙ୍କୁ ଗିରଫ କରାଯାଇଛି। ଆୟବହିର୍ଭୁତ!-->…
Read More...
Read More...
ଛାତ୍ରୀକୁ ଗଣଦୁଷ୍କର୍ମ କଲେ ୩ ଶିକ୍ଷକ
ତାମିଲନାଡୁ: ନାବାଳିକାକୁ ଗଣ ଦୁଷ୍କର୍ମ ଅଭିଯୋଗରେ ବନ୍ଧା ହେଲେ ୩ ଶିକ୍ଷକ। ତାମିଲନାଡୁର କୃଷ୍ଣଗିରିର ପୋଚମପାଲି ହାଇସ୍କୁଲରେ ଘଟିଛି ଏହି ଘଟଣା। ଘଟଣାଟି ୧ମାସ ତଳର ହୋଇଥିବା ବେଳେ ପୀଡିତାଙ୍କ ସହ ଏଭଳି ଜଘନ୍ୟ କାଣ୍ଡ ନେଇ ପୀଡିତାଙ୍କ ମା’ ସ୍କୁଲର ପ୍ରଧାନଶିକ୍ଷକଙ୍କୁ କହିବା ପରେ!-->…
Read More...
Read More...
ଏଟିଏମ୍ କାର୍ଡ ବଦଳାଇ ୫ ଲକ୍ଷ ଉଠାଇ ନେଲେ ଦୁର୍ବୃତ୍ତ
ଗଞ୍ଜାମ: ଏଟିଏମ୍ କାର୍ଡକୁ କୌଶଳକ୍ରମେ ବଦଳାଇ ୫ ଲକ୍ଷ ୨୭ ହଜାର ଟଙ୍କା ଉଠାଇ ନେଲେ ଦୁର୍ବୁତ୍ତ। ଏଭଳି ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରୁ। ଅଭିଯୋଗକାରୀ ଦିଲୀପ ପ୍ରଧାନଙ୍କ ଷ୍ଟେଟବ୍ୟାଙ୍କ ଏଟିଏମ୍ କାର୍ଡକୁ କୌଶଳକ୍ରମେ ବଦଳାଇ କେହି ଦୁର୍ବୃତ୍ତ ତାଙ୍କ!-->…
Read More...
Read More...