Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category
ଅପରାଧ
ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ, ମୁଖ୍ୟ ଖଳନାୟକ ସ୍ୱାମୀ
କୋରାପୁଟ: ସମସ୍ତ ରହସ୍ୟ ଉପରୁ ପରଦା ହଟାଇଲା କୋରାପୁଟ ନନ୍ଦପୁର ପୋଲିସ। ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ। ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ୱାମୀ ରଚିଥିଲା ସାଂଘାତିକ ଷଡ଼ଯନ୍ତ୍ର। ମୁଖ୍ୟ ଅଭିଯୁକ୍ତ ତଥା ସ୍ୱାମୀ ମହେନ୍ଦ୍ର ଖରା ସହ ଦୁଇ!-->…
Read More...
Read More...
ସାମାନ୍ୟ ଝଗଡ଼ାରୁ ଯୁବକଙ୍କୁ ଗୁଳିମାଡ଼
ରାଉରକେଲା: ରାଉରକେଲାର ଟ୍ରାଫିକ ଗେଟ୍ ମାର୍କେଟରେ ହିଂସାକାଣ୍ଡ। ସାମାନ୍ୟ ବଚସାରୁ ଯୁବକଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ। ଆହତ ଯୁବକଜଣକ ହେଲେ ଅଭ୍ୟାସ ରାୟ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସହରର ଆରଜିଏଚ୍ରେ ଭର୍ତ୍ତି କରିଛନ୍ତି।
ଖବର ମୁତାବକ, ଆଜି ସକାଳେ କୌଣସି!-->!-->!-->…
Read More...
Read More...
ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ମିଳିଲା ଜାମିନ
ମୁମ୍ବାଇ: ଗ୍ୟାଙ୍ଗଷ୍ଟର ଛୋଟା ରାଜନ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ବମ୍ବେ ହାଇକୋର୍ଟ ବୁଧବାର ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହୋଟେଲ ବ୍ୟବସାୟୀ ଜୟା ଶେଟ୍ଟି ମାମଲାରେ ସେ ଏହି ଜାମିନ ପାଇଛନ୍ତି। ୨୦୦୧ରେ ଜୟା ଶେଟ୍ଟୀଙ୍କୁ ହତ୍ୟା କରାଯାଇଥିଲା ଏବଂ ଛୋଟା ରାଜନଙ୍କ!-->…
Read More...
Read More...
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ସରକାର ଯନ୍ତ୍ରୀ। ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଚଢ଼ାଉ। କୈଳାଶ ସାହୁଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଚାଲିଛି ରେଡ୍।
!-->!-->…
Read More...
Read More...
ରାଜଧାନୀରେ ନକଲି କଲ୍ ସେଣ୍ଟରରେ ଚଢ଼ାଉ, ୬ ଅଟକ
ଭୁବନେଶ୍ବର: ରାଜଧାନୀରେ ଚାଲିଥିଲା ନକଲି କଲ୍ ସେଣ୍ଟର। ଟୁଇନ୍ ସିଟି କମିଶନରେଟ୍ ପୋଲିସ ବୁଧବାର ଦିନ ଭୁବନେଶ୍ୱରରେ ଚାଲୁଥିବା ଏକ ନକଲି କଲ୍ ସେଣ୍ଟରକୁ ଠାବ କରିଛି। ଏହି ଘଟଣାରେ ୬ ଜଣ ଅଟକ ରହିଛନ୍ତି।
ସୂଚନା ଅନୁଯାୟୀ, ସୁନ୍ଦରପଦାର କାଞ୍ଚନ ଟାୱାର ଆପାର୍ଟମେଣ୍ଟରେ କମିଶନରେଟ ପୁଲିସର!-->!-->!-->…
Read More...
Read More...
ଲାଞ୍ଚ ନେଇ ଧରାପଡିଲେ ଏସସିବିର ଡାଟା ଏଣ୍ଟ୍ରି ଅପରେଟର
କଟକ: କଟକ ଏସସିବିରେ ଭିଜିଲାନ୍ସ ଟିମ୍। ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ। ସେ ଜଣେ ରୋଗୀଙ୍କ ପୁଅ ଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡି ବସିଲା ଭିଜିଲାନ୍ସ।
ସ୍ମୃତିରଞ୍ଜନ ଏସସିବି ମେଡିକାଲ କଲେଜ ଏବଂ!-->!-->!-->…
Read More...
Read More...
ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପ୍ରାଚୀନ ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ ହୋଇଛନ୍ତି। ଏଥିସହିତ ୫୦ରୁ ଅଧିକ ମୂର୍ତ୍ତି ଉଦ୍ଧାର କରାଯାଇଛି। ଏହି ତିନି ଅଭିଯୁକ୍ତ ଭାଇମାନେ ହେଲେ ବରଦା ପ୍ରସନ୍ନ ଆଚାର୍ଯ୍ୟ, ଆନନ୍ଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ତାଙ୍କ ବଡ଼ ଭାଇ ସାରଦା ପ୍ରସନ୍ନ!-->…
Read More...
Read More...
୧୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅମିନ
କିରିମିରା: ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅମିନ। ଝାରସୁଗୁଡ଼ା ଜିଲ୍ଲା କିରିମିରା ତହସିଲ ଅମିନ ଭାସ୍କର ମେହେରଙ୍କୁ ଧରିଲା ଭିଜିଲାନ୍ସ। ଜମିଜମା କାଗଜପତ୍ର କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଅମିନ।
ସୂଚନା ଅନୁସାରେ, ଜମିଜମା କାଗଜପତ୍ର କରାଇଦେବା ପାଇଁ ଜଣେ ବ୍ୟକ୍ତିଙ୍କ!-->!-->!-->…
Read More...
Read More...
ମୈତ୍ରୀ ବିହାର ଗଣଦୁଷ୍କର୍ମ ଘଟଣାରେ ୨ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର: ଭୁବନେଶ୍ୱର ମୈତ୍ରୀ ବିହାର ଅଞ୍ଚଳରେ ଗଣଦୁଷ୍କର୍ମ ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ। ଏନେଇ ପ୍ରେସମିଟ୍ରେ ସୂଚନା ଦେଇଛନ୍ତି କମିଶନର ଏସ୍.ଦେବଦତ୍ତ ସିଂହ। ତେବେ ଘଟଣାରେ ୨ ଜଣ ନୁହେଁ ବରଂ ୩ ଜଣଙ୍କର ସଂପୃକ୍ତି ଥିବା ନେଇ ସ୍ପଷ୍ଟ କରିଛନ୍ତି କମିଶନରେଟ!-->…
Read More...
Read More...
୬ ବର୍ଷର ବାଳିକାକୁ ହତ୍ୟା କଲେ ପ୍ରିନ୍ସିପାଲ
ଗୁଜରାଟ: ଗୁଜରାଟର ଦାହୋଡ଼ ଜିଲାରେ ଏଭଳି ଏକ ହୃଦୟବିଦାରକ ଘଟଣା ଘଟିଛି। ପ୍ରଥମ ଶ୍ରେଣୀରେ ପଢ଼ୁଥିବା ୬ ବର୍ଷର ବାଳିକାଙ୍କୁ ସ୍କୁଲ୍ ପ୍ରିନ୍ସିପାଲ ବଳାତ୍କାର ଉଦ୍ୟମ କରିଥିଲେ। ସେ ପ୍ରତିରୋଧ କରିବାରୁ ପ୍ରିନ୍ସିପାଲ ତାଙ୍କ ଗଳା ଦବାଇ ହତ୍ୟା କରିଛନ୍ତି। ଏହା ପରେ ସେ ନାବାଳିକାଙ୍କ!-->…
Read More...
Read More...