ପ୍ରମୁଖ ଖବର

ଜବତ ହେଲା ଦୁର୍ଘଟଣାଘଟାଇଥିବା ଥର୍
ରାଜଧାନୀରେ ବଧୂହତ୍ୟା ଅଭି​‌ଯୋଗ, ସ୍ଵାମୀ ଗିରଫ
ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ଗିରଫ
୩ ଦିନିଆ ଓଡିଶା ଗସ୍ତରେ ଆସିବେ ମୋହନ ଭାଗବତ
ଚନ୍ଦ୍ରଭାଗାରେ ଗାଧୋଇବା ବେଳେ ଅଘଟଣ, ସମୁଦ୍ରରେ ବୁଡି ୩ ମୃତ
ଶହୀଦ ଲକ୍ଷ୍ମଣ ନାୟକ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Browsing Category

ଅପରାଧ

ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ ବାସଭବନ, ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଥିଲା।
Read More...

ସାକ୍ଷୀଗୋପାଳ ମନ୍ଦିରରୁ ଚୋରି

ପୁରୀ: ସତ୍ୟବାଦୀର ଐତିହ୍ୟ ପୀଠ ସାକ୍ଷୀଗୋପାଳ ମନ୍ଦିରରୁ ଚୋରି। ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ହୁଣ୍ଡିବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ଗତକାଲି ବିଳମ୍ବିତ ରାତିରେ ଏହି ଚୋରି ହୋଇଛି। ମନ୍ଦିରର ଦକ୍ଷିଣ ଦ୍ବାର ନିକଟରେ ଥିବା ପାଚେରୀ ଡେଇଁ ପଶିଥିଲେ ଦୁର୍ବୃତ୍ତ।
Read More...

ଗିରଫ ହେଲେ ଡାକ୍ତର ସୁଦର୍ଶନ ବେହେରା

ବଲାଙ୍ଗିର: ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍‌ପିଟାଲ୍‌ର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟଠାରୁ ୧୧୩% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ
Read More...

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ପ୍ରିନ୍ସପାଲ

ବଲାଙ୍ଗିରୀ: ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍‌ପିଟାଲର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍। ଜମା କରିଛନ୍ତି ପୁଳା ପୁଳା ସମ୍ପତ୍ତି। ଆଜି ଭିଜିଲାନ୍ସ ରେଡ୍ ବେଳେ ଏହା ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ, ଏଯାଏ ତାଙ୍କର ପୁରୀରେ ୧୬ଟି
Read More...

ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

କେନ୍ଦୁଝର: କେନ୍ଦୁଝରରେ ଥିବା ଏକ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ୫ ରାଉଣ୍ଡ ଗୁଳି ଫୁଟାଇ ୫ ଲକ୍ଷ ଟଙ୍କା ଲୁଟିନେଲେ । ଘଟଣାସ୍ଥଳରେ ପୁଲିସ ଓ ଫୋରେନସିକ ଟିମ ପହଞ୍ଚି ଛାନଭିନ ଆରମ୍ଭ କରିଛି। ସୂଚନାନୁସାର; ଗତକାଲି ରାତିରେ ୪ ଜଣ ବନ୍ଧୁକଧାରୀ ବାଂଶପାଳ ବ୍ଲକ
Read More...

ଭିଜିଲାନ୍ସ ଜାଲରେ ପାଳଲହଡ଼ାର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ପାଣି

ଭୁବନେଶ୍ୱର:  ଭିଜିଲାନ୍ସ ଜାଲରେ ପାଳଲହଡ଼ା ଜେଇ।। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମଗ୍ର ଶିକ୍ଷା ଅଭିଯାନ କନିଷ୍ଠ ଯନ୍ତ୍ରୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଅନୁଗୁଳ ପାଲଲହଡ଼ାରେ କାର୍ଯ୍ୟରତ ଅଛନ୍ତି ଜେଇ ପ୍ରସନ୍ନ ପାଣି । ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ
Read More...

ଶିଶୁ କଲ୍ୟାଣ କମିଟି ସଦସ୍ୟାଙ୍କୁ ହତ୍ୟା

ବ୍ରହ୍ମପୁର: ଗୋଷାଣୀ ନୂଆଗାଁ ଥାନା ଅର୍ନ୍ତଗତ ନୀଳକଣ୍ଠ ନଗରରେ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ ସୌଦାମିନୀ ରଥ। ସୌଦାମିନୀ ଶିଶୁ ସୁରକ୍ଷା କମିଟିର ଜଣେ ସଦସ୍ୟା ଥିଲେ।  ଗତକାଲି ବିଳମ୍ବିତ ରାତିରେ କେହି ଦୁବୃର୍ତ୍ତ ତାଙ୍କୁ ହତ୍ୟା କରିଛି।
Read More...

ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ବର: ଡେଣ୍ଟାଲ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଛାତ୍ରୀ ଜଣଙ୍କ ଭୁବନେଶ୍ୱରର ଏକ ଘରୋଇ ମେଡିକାଲ କଲେଜରେ ପଢ଼ୁଥିଲେ। ସେ ଡେଣ୍ଟାଲ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ମୃତ ଛାତ୍ରୀଙ୍କ ଘର ପଶ୍ଚିମବଙ୍ଗ ହୁଗୁଳିରେ ବୋଲି ଜଣାପଡ଼ିଛି।
Read More...

ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ : ଆପ ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ପରେ ଏବେ ସଞ୍ଜୟ ସିଂଙ୍କୁ ଗିରଫ କରିଛି ଇଡି । ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ କରାଯାଇଥିବା କୁହାଯାଉଛି। ଉଲ୍ଲେଖଯୋଗ୍ୟ, ଆମ୍
Read More...

ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଗାଇନିଂ ୱାର୍ଡର ଆଟେଣ୍ଡାଣ୍ଟ ସସ୍‌ପେଣ୍ଡ

ଭୁବନେଶ୍ୱର: ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ୍‌ରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଗାଇନିଂ ୱାର୍ଡର ଆଟେଣ୍ଡାଣ୍ଟଙ୍କୁ ସସ୍‌ପେଣ୍ଡ କରିଛନ୍ତି ହସ୍ପିଟାଲ ନିର୍ଦ୍ଦେଶକ। ଦାୟିତ୍ୱରେ ଅବହେଳା ପାଇଁ ସସ୍‌ପେଣ୍ଡ କରିଥିବା ସୂଚନା ମିଳିଛି। ଶିଶୁ ଅଦଳବଦଳ ଘଟଣାରେ ଆରମ୍ଭ ହୋଇଥିବା ତଦନ୍ତ ଜାରି
Read More...