ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category

ଅପରାଧ

ଗିରଫ ସନ୍ଦୀପ ଘୋଷଙ୍କୁ ନିଲମ୍ବିତ କଲେ ସରକାର

ପଶ୍ଚିମବଙ୍ଗ: ଗିରଫ ହୋଇଥିବା ଆରଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ଡାକ୍ତର ସନ୍ଦୀପ ଘୋଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ପଶ୍ଚିମବଙ୍ଗ ସରକାର। ଆଜି ତାଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିଲମ୍ବିତ କରାଯାଇଛି। ତାଙ୍କ ବିରୋଧରେ ଆର୍ଥିକ ହେରଫେରର ଅଭିଯୋଗ
Read More...

ଭିଜିଲାନ୍ସ ଜାଲରେ ସିଏଚଏସଇ ରେକର୍ଡ ସପ୍ଲାୟର ଗିରଫ

ଭୁବନେଶ୍ୱର: ସିଏଚ୍‌ଏସ୍‌ଇ ରେକର୍ଡ ସପ୍ଲାୟର୍‌ ପୁରେନ୍ଦ୍ର ସେଠୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ପୁରେନ୍ଦ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ତେବେ ଗତକାଲି ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ ତଥା ଭିଜିଲାନ୍ସର ଏକ ଟିମ୍
Read More...

ଓଏସଆରଟିସି ଚିଫ ଆକାଉଣ୍ଟ ଗିରଫ

ଭୁବନେଶ୍ବର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କୁ ଗିରଫ କରିଛି ଭିଜିଲାନ୍ସ । ଶୁକ୍ରବାର ଓଡିଶା ଭିଜିଲାନ୍ସ ଅଧିକାରୀମାନେ ଓଏସଆରଟିସି ସିଏଓଙ୍କ ଘରେ ଚଢ଼ାଉ କରିଥିଲେ । ଏହି ଚଢାଉରେ ୮ ଜଣ ଡିଏସପି, ୮ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ
Read More...

ଗିରଫ ହେଲେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ

ଢେଙ୍କାନାଳ: ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ବନ୍ୟଜନ୍ତୁ ଆଇନ ଉଲ୍ଲଂଘନ କରି ମୟୂର ରଖିଥିବାରୁ ତାଙ୍କବିରୁଦ୍ଧରେ ଡବ୍ଲୁଏଲପି ଆକ୍ଟ, ୧୯୭୨ ଅନୁଯାୟର ମାମଲା ରୁଜୁ ହୋଇଛି । ବିଭୁଦାନନ୍ଦଙ୍କ ଘର ଫାର୍ମ
Read More...

କଟକ ମଧୁପାଟଣାରୁ ସିମ୍ ବକ୍ସ ଠାବ

କଟକ: ଭୁବନେଶ୍ୱର ପରେ କଟକରେ ମଧୁପାଟଣା ଥାନା ରାଜେନ୍ଦ୍ର ନଗର ଅଞ୍ଚଳର ଏକ ଘରୁ ସିମ୍ ବକ୍ସ ଠାବ ହୋଇଛି। ଅଭିଯୁକ୍ତ ରାଜୁ ମଣ୍ଡଳକୁ ନେଇ ସିମ୍ ବକ୍ସ ଠାବ ସ୍ଥଳରେ ତନାଘନା କରୁଛି ପୋଲିସ। ଅଭିଯୁକ୍ତ ଆଶାଦ୍ଦୁର ଜମାନ ଓରଫ୍ ରାଜୁ ମଣ୍ଡଳକୁ ୫ ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ୍ ପୋଲିସ।
Read More...

କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ରେଡ୍

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ। ଆକ୍ସନ ମୁଡରେ ଭିଜିଲାନ୍ସ। ଆଜି ସକାଳେ ପୁଣି ଜଣେ ଅଧିକାରୀଙ୍କ ଘରେ ପଶିଛି ଭିଜିଲାନ୍ସ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ରେଡ୍। ଏକକାଳୀନ କଟକ, ଭୁବନେଶ୍ବର ଓ
Read More...

ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ

କଲିକତା: ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପୋଷ୍ଟମର୍ଟମ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ଯ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଟ୍ରେନି ମହିଳା ଡାକ୍ତରଙ୍କୁ ଅତି ନିର୍ମମ ଭାବେ ପିଟିବା ପରେ ତାଙ୍କ ସହ ଦୁଷ୍କର୍ମ କରାଯାଇଥିଲା।
Read More...

ପୂର୍ବତନ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ

ଭୁବନେଶ୍ୱର: ପୂର୍ବତନ ଯନ୍ତ୍ରୀଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍‌ । ଘରୁ ମିଳିଲା ପୁଳା ପୁଳା ସୁନା, ହୀରା, ବିଦେଶୀ ମୁଦ୍ରା, ନଗଦ ଟଙ୍କାପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ
Read More...

କୋଟିପତି ଯନ୍ତ୍ରୀ ପ୍ରଦୀପ ରଥ ଗିରଫ

କଟକ: ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ ବା ଓବିସିସିର କଟକ ସର୍କଲ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥ ଗିରଫ। ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ ଯାଞ୍ଚ ବେଳେ ବିପୁଳ ସମ୍ପତ୍ତି ଠାବ କଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓବିସିସି ଅତିରିକ୍ତ ମୁଖ୍ୟ
Read More...

ଲାଞ୍ଚ ନେଇ ଗିରଫ ହେଲେ ଗୋଲାମୁଣ୍ଡା ବିଡିଓ

ଭୁବନେଶ୍ବର: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ। ଗତକାଲି ସନ୍ଧ୍ୟାରେ ରେ ସରକାରୀ ଗାଡ଼ିରେ ଭବାନୀପାଟଣାରୁ ଗୋଲାମୁଣ୍ଡା ଯାଉଥିବାବେଳେ ଜାରିଙ୍ଗଛକ ନିକଟରେ ଭିଜିଲାନ୍ସ ରେଡ କରିଥିଲା। ଯାଞ୍ଚ ବେଳେ ତାଙ୍କ ଗାଡ଼ିରୁ ନଗଦ
Read More...