ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category

ଅପରାଧ

ନିଟ୍ ପେପର ଲିକର ମାଷ୍ଟର ମାଇଣ୍ଡ ଗିରଫ

ବିହାର: ସିବିଆଇ କବଜାରେ ନିଟ୍ ପେପର ଲିକର ମାଷ୍ଟର ମାଇଣ୍ଡ । ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ର କିଙ୍ଗ୍‌ପିନ୍‌ଙ୍କୁ ସିବିଆଇ ପାଟନା ନିକଟରୁ ଗିରଫ କରିଛି। ନାଳନ୍ଦାର ରାକେଶ ରଞ୍ଜନ ଓରଫ ରକି ପ୍ରଶ୍ନପତ୍ର ଲିକ୍‌ ଘଟଣାର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଛି। ସିବିଆଇ ତାଙ୍କୁ ଗୁରୁବାର
Read More...

ଗୁଳି କରି ୧୨ ଲକ୍ଷ ଲୁଟ୍

ଗୁଳି କରି ବ୍ୟାଙ୍କ ସମ୍ମୁଖରୁ ୧୨ ଲକ୍ଷ ଲୁଟ୍ ବାଇକ୍‌ରେ ଆସି ପେଟ୍ରୋଲ୍ ପମ୍ପ କର୍ମଚାରୀଙ୍କୁ ଗୁଳି କଲେ ୬ ଦୁର୍ବୃତ୍ତ ସୋର: ବାଲେଶ୍ୱର ଜିଲା ସୋରରେ ଦିବାଲୋକରେ ମଙ୍ଗଳବାର ବଡ ଧରଣର ଲୁଟ୍ ହୋଇଛି। କୁପାରୀ ଆଗରପଡା ରାସ୍ତା ବର୍ତନା ବ୍ୟାଙ୍କ ନିକଟରୁ ଏହି ଲୁଟ୍ ହୋଇଛି। ପେଟ୍ରୋଲ
Read More...

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଧରା ପଡିଲେ ଆରଆଇ

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ରାଜସ୍ୱ ନିରୀକ୍ଷକ ଅଧିକାରୀ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲର ଆରଆଇ ବିଶ୍ଵନାଥ ରାୟ ବେହେରାଙ୍କୁ ଗିରଫ କରୁଛି ଭିଜିଲାନ୍ସ। ୨୦ ହାଜର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ ମିଳିଥିବା ସୂଚନା ଅନୁସାରେ, ସରକାରୀ ଜମିରେ ଥିବା ଏକ
Read More...

ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ। ମଞ୍ଚେଶ୍ବର ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ବିଭତ୍ସ ହତ୍ୟା। ମୃତଦେହ ଜବତ କରି ଛାନଭିନ୍ ଆରମ୍ଭ କରିଛି ମଞ୍ଚେଶ୍ବର ଥାନା ପୋଲିସ। ଅଭିଯୁକ୍ତ ପୁଅକୁ ଅଟକ। ମୃତକ ହେଲେ ସୁନୀଲ ଚୌଧୁରୀ। ଅଭିଯୁକ୍ତ
Read More...

ଅଜାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ନାତି

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା କୋଇଡ଼ା କେ.ବଲାଙ୍ଗ ଥାନା ପୁରୁଣାପାଣି ଗାଁରେ ସୋମବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଜାଙ୍କୁ ଅତି ନୃସଂଶ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ନାତି। ମୃତକ ହେଲେ ପୁରୁଣାପାଣି ଗ୍ରାମର ନୟମାନ ମୁଣ୍ଡା(୬୫) । ଆଜିର ବିଜ୍ଞାନ ଯୁଗରେ ବି ମଣିଷ
Read More...

ଜମି ଦୁର୍ନୀତି ମାମଲାରେ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ

ଝାଡ଼ଖଣ୍ଡ:ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କୁ ଆଶ୍ଵସ୍ତି ମିଳିଛି। ଜମି ଦୁର୍ନୀତି ମାମଲାରେ ତାଙ୍କୁ ମିଳିଲା ଜାମିନ। ଏହି ମାମଲାରେ ଆଜି ହାଇକୋର୍ଟ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଅର୍ଥ ହେରଫେର
Read More...

ଗିରଫ ହେଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରାଯାଇଛି। ସିବିଆଇ କେଜ୍ରିୱାଲଙ୍କୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟରେ ହାଜର କରିଥିଲା। କୋର୍ଟ ପରିସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କଲା କେନ୍ଦ୍ରୀୟ ତଦନ୍ତ
Read More...

ଜମି ବାଡ଼ି ପାଇଁ ମା’-ବାପାଙ୍କୁ ନୃଶଂସ ଭାବେ ହତ୍ୟା କଲା ପୁଅ

ବାଲେଶ୍ବର: ସାମାନ୍ୟ କିଛି ଟଙ୍କା ପାଇଁ ବୃଦ୍ଧ ବାପାମା’ଙ୍କୁ ମାରି ପୋତି ଦେଲା ନୃଶଂସ ପୁଅ। ବାଲେଶ୍ୱର ଜିଲା ସିମୁଳିଆ ଥାନା ଗରସଙ୍ଗ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜନ୍ମ କଲା ପୁଅ ମା’-ବାପାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରି ମାଟିରେ ପୋତି ଦେଇଥିବା ଘଟଣା ସାମ୍‌ନାକୁ ଆସିଛି।
Read More...

ରାଜଧାନୀରେ ଘର ମାଲିକକୁ ହତ୍ୟା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ବୀଭତ୍ସ ହତ୍ୟାକାଣ୍ଡ। ଘର ମାଲିକକୁ ହତ୍ୟା କଲା ଭଡାଟିଆ । ତମାଣ୍ଡୋ ଥାନା ଅନ୍ତର୍ଗତ ସିଭି ରମଣ ଇଞ୍ଜିନିୟରିଂ କଲେଜ ନିକଟରେ ଘଟିଛି ଏହି ହତ୍ୟାକାଣ୍ଡ । ଘର ମାଲିକଙ୍କୁ ଭଡ଼ାଟିଆ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ରାସ୍ତାରୁ ରକ୍ତାକ୍ତ ମୃତଦେହ ଜବତ
Read More...

ପୁଣି ମୁଣ୍ଡ ନେଲା ରାଜଧାନୀର ମୁକୁଳ ଡ୍ରେନ୍

ଭୁବନେଶ୍ବର: ଡ୍ରେନରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ବର୍ଷା ପାଣିରେ ମୁକୁଳା ଡ୍ରେନ୍‌ରେ ଭାସି ନାବାଳକ ଜଣଙ୍କ ଭାସି ଯାଇଥିଲେ। ଯାହା ପରେ ତାଙ୍କୁ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ ଉଦ୍ଧାର କରାଯାଇଥିଲା।
Read More...