ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ
Browsing Category

ଅପରାଧ

ଆପାର୍ଟମେଣ୍ଟର ଆଉଟ୍‌ହାଉସରୁ ଯୁବତୀଙ୍କ ମୃତ ଦେହ ଉଦ୍ଧାର

ଭୁବନେଶ୍ବର: ଖଣ୍ଡଗିରି ଥାନା ଅଧିନରେ ଥିବା ଏକ ଘର ଭିତରୁ ଜଣେ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ତେବେ ଯୁବତୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ସେହି ଘରେ ଲିଭ ଇନ୍ ରେ ରହୁଥିବା ସୂଚନା ମିଳିଥିବା ବେଳେ ପରିବାର ଲୋକ କିନ୍ତୁ ଏହାକୁ ହତ୍ୟା ବୋଲି ଅଭିଯୋଗ କରିଛନ୍ତି। ସେପଟେ
Read More...

ଭୁବନେଶ୍ୱର ବିମାନବନ୍ଦରରୁ ୨୦ କେଜି ସୁନା ଜବତ

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ୨୦ କେଜି ସୁନା ଜବତ କଲା। ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରୁ ସୁନା ଜବତ କରିଛି CT GST। ଏହି ମାମଲାରେ ୧୭ ବ୍ୟବସାୟୀଙ୍କୁ ପଚରା ଉଚୁରା କରୁଛି CT GST। ରିପୋର୍ଟ ଅନୁଯାୟୀ, ସିଟି ଏବଂ ଜିଏସ ଟି ବିଭାଗ ମୁମ୍ବାଇରୁ ଇଣ୍ଡିଗୋ ବିମାନରେ ଯାତ୍ରା
Read More...

ମିଠା ପ୍ୟାକେଟରେ ଲାଞ୍ଚ ଦେଇ ଗିରଫ ହେଲେ ସିମେଣ୍ଟ କମ୍ପାନୀର ସିଏମଓ

ବରଗଡ଼: ବରଗଡ଼ ଜିଲ୍ଲାପାଳଙ୍କୁ ଲାଞ୍ଚ ଦେଉଥିବା ବେଳେ ଭିଜେଲାନ୍ସ ହାତରେ ଧରା ପଡିଲେ ସିମେଣ୍ଟ ଉତ୍ପାଦକ କେନ୍ଦ୍ରର ଜଣେ ଅଧିକାରୀ। ବୁଧବାର ସନ୍ଧ୍ୟା ୫ଟା ସମୟରେ ଛତିଶଗଡ଼ ଅମ୍ବୁଜା ସିମେଣ୍ଟର ମୁଖ୍ୟ ଉତ୍ପାଦନ ଅଧିକାରୀ ରାମଭବ ଗଟ୍ଟୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳ
Read More...

ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତେବେ ପ୍ରସନ୍ନ କୁମାରଙ୍କ ବିରୋଧରେ ଗତ କିଛି
Read More...

ଭିଜିଲାନ୍ସ ଜାଲରେ ନୂଆପଡ଼ା ଏମ୍‌ଭିଆଇ

ନୂଆପଡ଼ା: ଭିଜିଲାନ୍ସ ଜାଲରେ ନୂଆପଡ଼ା ଏମ୍‌ଭିଆଇ। ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆ। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧାରେ ଧରାପଡ଼ିଲେ। ଧରାପଡ଼ିଥିବା ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ।
Read More...

ଜେଲ ଗଲେ ଜେଲ ସୁପରିଟେଣ୍ଡଣ୍ଟ

ଭୁବନେଶ୍ବର: ଝାରପଡ଼ା ଜେଲର ପୂର୍ବତନ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଗତକାଲି ରେଡ୍‌ ବେଳେ ବିପୁଳ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ଭୁବନେଶ୍ବରରେ ଦେଢ଼ କୋଟିର ୪ ମହଲା କୋଠା ଠାବ ହୋଇଛି। ଉଲ୍ଲେଖଯୋଗ୍ୟ, ଆୟ
Read More...

ନକଲି ନୋଟ୍ କାରବାରର ଓଡିଶା ଲିଙ୍କ

ଉତ୍ତରପ୍ରଦେଶ: ୟୁପିରେ ନକଲି ନୋଟ୍ କାରବାରର ଓଡିଶା ଲିଙ୍କ। ଭଦ୍ରକର ଜାହିର ଖାନ୍ ନେଟଓ୍ବର୍କର ମାଷ୍ଟରମାଇଣ୍ଡ। ଉତ୍ତରପ୍ରଦେଶର ପ୍ରୟାଗରାଜ ଅତ୍ତରସୁଇୟାର ଏକ ମଦ୍ରାସାରେ ଚାଞ୍ଚଲ୍ୟକର ଖୁଲାସା। ମଦ୍ରାସା ପାଲଟିଥିଲା ନକଲି ନୋଟ୍ ଛପା କାରଖାନା । ପ୍ରିନ୍ସିପାଲଙ୍କ ସମେତ ୪ଜଣଙ୍କୁ ଘଟଣାରେ
Read More...

ଆଇଆଇଟି ହଷ୍ଟେଲ ଛାତରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରେ ଅଭାବନୀୟ ଘଟଣା ଘଟିଛି। କ୍ୟାମ୍ପସରୁ ଜଣେ ଛାତ୍ରୀଙ୍କ ମୃତଦେହ ମିଳିଛି। ହଷ୍ଟେଲ ୫ମହଲା ଛାତରୁ ଡେଇଁ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଅରୁଗୁଳ ଆଇଆଇଟି କ୍ୟାମ୍ପସରୁ ଜଣେ ତୃତୀୟ ବର୍ଷ ବିଟେକ୍ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
Read More...

ଗିରଫ ସନ୍ଦୀପ ଘୋଷଙ୍କୁ ନିଲମ୍ବିତ କଲେ ସରକାର

ପଶ୍ଚିମବଙ୍ଗ: ଗିରଫ ହୋଇଥିବା ଆରଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ଡାକ୍ତର ସନ୍ଦୀପ ଘୋଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ପଶ୍ଚିମବଙ୍ଗ ସରକାର। ଆଜି ତାଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିଲମ୍ବିତ କରାଯାଇଛି। ତାଙ୍କ ବିରୋଧରେ ଆର୍ଥିକ ହେରଫେରର ଅଭିଯୋଗ
Read More...

ଭିଜିଲାନ୍ସ ଜାଲରେ ସିଏଚଏସଇ ରେକର୍ଡ ସପ୍ଲାୟର ଗିରଫ

ଭୁବନେଶ୍ୱର: ସିଏଚ୍‌ଏସ୍‌ଇ ରେକର୍ଡ ସପ୍ଲାୟର୍‌ ପୁରେନ୍ଦ୍ର ସେଠୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ପୁରେନ୍ଦ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ତେବେ ଗତକାଲି ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ ତଥା ଭିଜିଲାନ୍ସର ଏକ ଟିମ୍
Read More...