Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍
Browsing Category
ଅପରାଧ
ଜମି ବାଡ଼ି ପାଇଁ ମା’-ବାପାଙ୍କୁ ନୃଶଂସ ଭାବେ ହତ୍ୟା କଲା ପୁଅ
ବାଲେଶ୍ବର: ସାମାନ୍ୟ କିଛି ଟଙ୍କା ପାଇଁ ବୃଦ୍ଧ ବାପାମା’ଙ୍କୁ ମାରି ପୋତି ଦେଲା ନୃଶଂସ ପୁଅ। ବାଲେଶ୍ୱର ଜିଲା ସିମୁଳିଆ ଥାନା ଗରସଙ୍ଗ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜନ୍ମ କଲା ପୁଅ ମା’-ବାପାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରି ମାଟିରେ ପୋତି ଦେଇଥିବା ଘଟଣା ସାମ୍ନାକୁ ଆସିଛି।!-->…
Read More...
Read More...
ରାଜଧାନୀରେ ଘର ମାଲିକକୁ ହତ୍ୟା
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ବୀଭତ୍ସ ହତ୍ୟାକାଣ୍ଡ। ଘର ମାଲିକକୁ ହତ୍ୟା କଲା ଭଡାଟିଆ । ତମାଣ୍ଡୋ ଥାନା ଅନ୍ତର୍ଗତ ସିଭି ରମଣ ଇଞ୍ଜିନିୟରିଂ କଲେଜ ନିକଟରେ ଘଟିଛି ଏହି ହତ୍ୟାକାଣ୍ଡ । ଘର ମାଲିକଙ୍କୁ ଭଡ଼ାଟିଆ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ରାସ୍ତାରୁ ରକ୍ତାକ୍ତ ମୃତଦେହ ଜବତ!-->…
Read More...
Read More...
ପୁଣି ମୁଣ୍ଡ ନେଲା ରାଜଧାନୀର ମୁକୁଳ ଡ୍ରେନ୍
ଭୁବନେଶ୍ବର: ଡ୍ରେନରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ବର୍ଷା ପାଣିରେ ମୁକୁଳା ଡ୍ରେନ୍ରେ ଭାସି ନାବାଳକ ଜଣଙ୍କ ଭାସି ଯାଇଥିଲେ। ଯାହା ପରେ ତାଙ୍କୁ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ ଉଦ୍ଧାର କରାଯାଇଥିଲା।!-->…
Read More...
Read More...
ବାଲେଶ୍ୱରରେ କର୍ଫ୍ୟୁ ସହ ଇଣ୍ଟରନେଟ ସେବା ବନ୍ଦ
ବାଲେଶ୍ୱର : ଗୋଷ୍ଠୀ ସଂଘର୍ଷ ପରେ ଅଶାନ୍ତ ହୋଇପଡିଛି ବାଲେଶ୍ୱର । ଶାନ୍ତି ଫେରାଇ ଆଣିବାକୁ କର୍ଫ୍ୟୁ ଲାଗୁ କରାଯାଇଛି । ଆଜି ଅପରାହ୍ନରୁ ଇଣ୍ଟରନେଟ ସେବା ମଧ୍ୟ ବନ୍ଦ ହୋଇଛି । ବାଲେଶ୍ୱର ପୌରପାଳିକା ଅଞ୍ଚଳରେ ଦୁଇଦିନ ପାଇଁ କର୍ଫ୍ୟୁ ଲାଗୁ କରିଛି ପ୍ରଶାସନ । ଦୁଇ ଦିନ ପର୍ଯ୍ୟନ୍ତ ବଜାରରେ!-->…
Read More...
Read More...
ପୋଲିସ ଗୁଳିରେ ୪ ନକ୍ସଲ ନିହତ
ନୂଆଦିଲ୍ଲୀ: ଝାଡଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାର ଚାଇବାସାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି।ଜଣେ ଜୋନାଲ କମାଣ୍ଡର ଓ ୨ ଜଣ ଏରିଆ କମାଣ୍ଡରଙ୍କ ସମେତ ୪ ଜଣ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଘଟଣାସ୍ଥଳରେ ସର୍ଚ୍ଚ!-->…
Read More...
Read More...
ମମିତା ହତ୍ୟାକାଣ୍ଡ : ପୁଣି ସିବିଆଇ ତଦନ୍ତ ଦାବି
ଭୁବନେଶ୍ବର: ବହୁ ଚର୍ଚ୍ଚିତ ବହୁଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଳିଙ୍ଗ ଇଂରାଜୀ ମିଡିୟମ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ପୁଣି ଥରେ ସିବିଆଇ ତଦନ୍ତ ଦାବି ଉଠିଛି। ମମିତାଙ୍କ ପରିବାର ପକ୍ଷରୁ ରବିବାର ଏହି ଦାବି କରାଯାଇଛି। ନବନିର୍ବାଚିତ କଣ୍ଟାବାଞ୍ଜି ବିଧାୟକ!-->…
Read More...
Read More...
ପୋଲିସକୁ ମୁଖ୍ୟମନ୍ତ୍ରୀ କହିଲେ ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର କର
ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବୈଠକରେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ, ଏଡିଜି ଆଇନ ଶୃଙ୍ଖଳା ସଞ୍ଜୟ କୁମାର ପ୍ରମୁଖ ସାମିଲ ଥିଲେ। ଗୁଇନ୍ଦା ନିର୍ଦେଶକ, ଗୁଇନ୍ଦା ଆଇଜି ଓ ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ବୈଠକରେ!-->…
Read More...
Read More...
ବ୍ରହ୍ମୋସର ଏରୋସ୍ପେସ୍ର ପୂର୍ବ ଇଞ୍ଜିନିୟରଙ୍କୁ ଆଜୀବନ କାରାଦଣ୍ଡ
ନାଗପୁର: ନାଗପୁରର ଏକ ଅଦାଲତ ସୋମବାର ବ୍ରହ୍ମୋସ ଏରୋସ୍ପେସ୍ର ପୂର୍ବ ଇଞ୍ଜିନିୟର ନିଶାନ୍ତ ଅଗ୍ରୱାଲଙ୍କୁ ଆଜୀବନ କାରାଦଣ୍ଡ ସଜା ଶୁଣାଇଛନ୍ତି। ନିଶାନ୍ତଙ୍କ ନାମରେ ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ପାଇଁ କାମ କରୁଥିବା ନେଇ ଅଭିଯୋଗ ରହିଛି।
ସୂଚନା ଅନୁସାରେ, ନାଗପୁରରେ ଥିବା!-->!-->!-->…
Read More...
Read More...
ଧମକାଇଲା ବିଜେପି: ରାସ୍ତାକୁ ଓହ୍ଲାଇବୁ, ଅଣ୍ଡା ମାଡ଼ କରିବୁ
ଭୁବନେଶ୍ବର: ନିର୍ବାଚନ ଶେଷ ପରେ ବି ରାଜନୀତି ତାତି କମିନି। ଆଜି ବିଜେପି ରାଜରାସ୍ତାକୁ ଆସିବାକୁ ଧମକ ଦେଇଛି। ବିଜେପି ଯୁବ ମୋର୍ଚ୍ଚା ଉପ ସଭାପତି ସଂଗ୍ରାମ ପାତ୍ର ଆଜି ଗଣମାଧ୍ୟମକୁ କହିଛନ୍ତି ଯେ ଦଳର ଯୁବ ସଭାପତି ଅଭିଳାଷ ପଣ୍ଡାଙ୍କ ଆକ୍ରମଣ ଘଟଣାରେ ସେମାନେ ଆନ୍ଦୋଳନ କରିବେ। ଡିଜି!-->…
Read More...
Read More...
ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁ ସଂଖ୍ୟା ୧୩ ଛୁଇଁଲା
ପୁୁରୀ: ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ଆଜି ଆଉ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଜଣେ ନାବଳକ ମଧ୍ୟ ଅଛନ୍ତି। ବିଭିନ୍ନ ମେଡିକାଲରେ ଅନ୍ୟ ୧୭ ଜଣ ଆହତଙ୍କ ଚିକିତ୍ସା ଚାଲିଛି।
ଗତ ୨୯ ତାରିଖ ରାତିରେ ଭଉଁରୀ!-->!-->!-->…
Read More...
Read More...