Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍
Browsing Category
ଅପରାଧ
ପୋଖରୀରେ ଫିଙ୍ଗିଲେ ଇଭିଏମ୍ ମେସିନ
କୋଲକାତା : ଆଜି ଲୋକସଭା ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ସମୟରେ ପଶ୍ଚିମବଙ୍ଗରେ ପୁଣି ଥରେ ହିଂସା ଦେଖିବାକୁ ମିଳୁଛି। ଏଠାରେ କିଛି ସ୍ଥାନରେ ବୋମା ମାଡ ହୋଇଥିବା ବେଳେ, ଦକ୍ଷିଣ ୨୪ପ୍ରଗଣାର କୁଲତଲିର ୪୦, ୪୧ବୁଥର ଇଭିଏମ୍ ଏବଂ ଭିଭିପାଟ ମେସିନକୁ ଟେକି ନେଇ ଲୋକେ ପୋଖରୀରେ ଫିଙ୍ଗି!-->…
Read More...
Read More...
ବଲିଉଡର ସୁପରଷ୍ଟାର୍ଙ୍କୁ ହତ୍ୟା ଷଡଯନ୍ତ୍ର
ସଲମାନ୍ ଖାନ୍ଙ୍କୁ ହତ୍ୟା ପାଇଁ ଯୋଜନା କରିଥିଲା ଲରେନ୍ସ ଗ୍ୟାଙ୍ଗ୍ବଲିଉଡ଼୍ରେ ହଇଚଇ, ପୁଲିସ ସ୍ତବ୍ଧ; ଛାନ୍ଭିନ୍ ଜାରି ରହିଛି୪ ଅଟକ, ପାକିସ୍ତାନରୁ ଆସିଥାନ୍ତା ମାରଣାସ୍ତ୍ର, ଚାଲିଥିଲା ଯୋଜନାକାନାଡ଼ା ଗ୍ୟାଙ୍ଗ୍ଷ୍ଟର ଗୋଲ୍ଡି ବ୍ରା ମଧ୍ୟ ଏଥିରେ ସାମିଲ ଥିବା ସୂଚନା
ମୁମ୍ବାଇ:!-->!-->!-->…
Read More...
Read More...
ଭୋଟ୍ ପୂର୍ବରୁ ପାରାଦୀପରେ ନିର୍ବାଚନୀ ହିଂସା
ଭୁବନେଶ୍ବର: ଭୋଟ୍ ଗ୍ରହଣ ପୂର୍ବରୁ ଜଗତସିଂହପୁରରେ ନିର୍ବାଚନୀ ହିଂସା ଦେଖାଦେଇଛି। ନିର୍ବାଚନ ପୂର୍ବ ରାତିରେ ଶୁକ୍ରବାର ପାରାଦୀପ ନିର୍ବାଚନମଣ୍ଡଳୀର କୁଜଙ୍ଗ ବ୍ଲକ୍ର ୪ଟି ସ୍ଥାନରେ ଗଣ୍ଡଗୋଳ ଘଟି ୬ ଜଣ ଆହତ ହୋଇଛନ୍ତି। ଏସବୁ ମାମଲାରେ ପୁଲିସ ୪ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି।!-->…
Read More...
Read More...
ମଳଦ୍ବାରରେ ରଖିଥିବା ସୁନା ଜବତ ପରେ…
କନ୍ନୁର: କେରଳର କନ୍ନୁର ବିମାନବନ୍ଦରରେ ସୁନା ଚୋରା ଚାଲାଣ କରି ମଳଦ୍ୱାରରେ ଲୁଚାଇ ରଖିଥିବା ଅଭିଯୋଗରେ ଜଣେ ଏୟାର୍ ହୋଷ୍ଟେସ ଗିରଫ ହେଇଛନ୍ତି। ସୁରଭି ଖାତୁନ ନାମକ ଏହି ମହିଳା ତାଙ୍କ ମଳଦ୍ୱାରରେ ପ୍ରାୟ ୯୬୦ ଗ୍ରାମ ସୁନା ଲୁଚାଇ ରଖିଥିବା ଯାଞ୍ଚ ବେଳେ ଡିଆର୍ଆଇ ଅଧିକାରୀମାନେ ଜାଣିବାକୁ!-->…
Read More...
Read More...
ଗିରଫ ହେଲେ ଏଲଭିସ ଯାଦବ
ନୂଆଦିଲ୍ଲୀ: ଲୋକପ୍ରିୟ ୟୁଟ୍ୟୁବର ତଥା ବିଗବସ୍ ଓଟିଟି ୨ର ବିଜେତା ଏଲଭିସ ଯାଦବଙ୍କୁ ନୋଇଡା ପୋଲିସ ଗିରଫ କରିଛି । ବନ୍ୟଜନ୍ତୁ ସଂରକ୍ଷଣ ଆଇନ ଉଲଘଂନ ମାମଲାରେ ତାଙ୍କୁ ଗିରଫ କରାଯାଇଛି । ନୋଏଡା ପୋଲିସ ରବିବାର ଦିନ ତାଙ୍କୁ ପଚରା ଉଚରା କରିବାକୁ ଥାନାକୁ ଡାକିଥିଲା । ପଚରା ଉଚରା ପରେ!-->…
Read More...
Read More...
କେ. କବିତା ଗିରଫ
ନୂଆଦିଲ୍ଲୀ: କେସିଆରଙ୍କ ଝିଅ କେ. କବିତାଙ୍କୁ ଗିରଫ କଲା ଇଡି। ଦିଲ୍ଲୀ ମଦ ନୀତି ସ୍କାମ୍ ମାମଲାରେ କବିତା ଗିରଫ। ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କବିତା ଗିରଫ ହୋଇଛନ୍ତି ।
ଦିଲ୍ଲୀ ମଦ ଘୋଟାଲା ମାମଲାରେ ସିବିଆଇ ଓ ଇଡି ପକ୍ଷରୁ!-->!-->!-->…
Read More...
Read More...
ଭିଜିଲାନ୍ସ ଜାଲରେ ଆରଆଇ
ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦର ଆରଆଇ ପଡିଛନ୍ତି ଭିଜିଲାନ୍ସ ଜାଲରେ । ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରମୋଦ କୁମାର ବେହେରାଙ୍କୁ ଧରିଛି ଭିଜିଲାନ୍ସ ଟିମ । ସେ ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ତହସିଲରେ ଭାବେ କାର୍ଯ୍ୟରତ ଥିଲେ । ଲାଞ୍ଚ କାରବାରରେ ଆରଆଇଙ୍କୁ!-->…
Read More...
Read More...
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ, କିରାଣି
ଆସିକା: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଳସମ୍ପଦ ବିଭାଗ ଆସିକା ସିଏଡି ଭିଜିଜନ୍-୮ (ସେଚାଞ୍ଚଳ ଉନ୍ନୟନ ଖଣ୍ଡ) ନିର୍ବାହୀ ଯନ୍ତ୍ରୀ ବେଣୁଧର ଦଳାଇ ଓ କନିଷ୍ଠ କିରାଣି କୈଳାସ ଚନ୍ଦ୍ର ବେହେରା। ଜଣେ ଗାଡ଼ି ମାଲିକଙ୍କ ବକେୟା ବିଲ୍ ପାସ୍ କରିବା ପାଇଁ ଲାଞ୍ଚ ନେଉଥିଲେ। ସେମାନଙ୍କ ନିକଟରୁ!-->…
Read More...
Read More...
ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ଭୁବନେଶ୍ୱର: ଭିଜିଲାନ୍ସ ଫାଶରେ ମାଲକାନଗିରି କାଡା ଡିଭିଜନର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି। ଆୟ ବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ। କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଥିଲା। ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ!-->…
Read More...
Read More...
ସିବିଆଇ ଜାଲରେ ଜିଏସଟି ଅଧିକାରୀ
ଭୁବନେଶ୍ବର: ଲାଞ୍ଚ ନେବାବେଳେ ଜିଏସଟି ଅଧିକାରୀଙ୍କୁ ମାଡ଼ି ବସିଲା ସିବିଆଇ। କେନ୍ଦ୍ରୀୟ ଜିଏସଟି ବରିଷ୍ଠ ଅଧିକାରୀ ଅମର କାନ୍ତ କୁମାର ଲାଞ୍ଚ ନେବା ବେଳେ ସିବିଆଇ ଅଧିକାରୀଙ୍କ ହାତରେ ଧରାପଡ଼ିଛନ୍ତି। ଜଣେ ଠିକାଦାର ଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡିଛନ୍ତି।
!-->!-->!-->…
Read More...
Read More...