ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ
Browsing Category

ଅପରାଧ

କୋଟିପତି ଯନ୍ତ୍ରୀ ପ୍ରଦୀପ ରଥ ଗିରଫ

କଟକ: ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ ବା ଓବିସିସିର କଟକ ସର୍କଲ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥ ଗିରଫ। ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ ଯାଞ୍ଚ ବେଳେ ବିପୁଳ ସମ୍ପତ୍ତି ଠାବ କଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓବିସିସି ଅତିରିକ୍ତ ମୁଖ୍ୟ…
Read More...

ଲାଞ୍ଚ ନେଇ ଗିରଫ ହେଲେ ଗୋଲାମୁଣ୍ଡା ବିଡିଓ

ଭୁବନେଶ୍ବର: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ। ଗତକାଲି ସନ୍ଧ୍ୟାରେ ରେ ସରକାରୀ ଗାଡ଼ିରେ ଭବାନୀପାଟଣାରୁ ଗୋଲାମୁଣ୍ଡା ଯାଉଥିବାବେଳେ ଜାରିଙ୍ଗଛକ ନିକଟରେ ଭିଜିଲାନ୍ସ ରେଡ କରିଥିଲା। ଯାଞ୍ଚ ବେଳେ ତାଙ୍କ ଗାଡ଼ିରୁ ନଗଦ…
Read More...

ନିଟ୍ ପେପର ଲିକର ମାଷ୍ଟର ମାଇଣ୍ଡ ଗିରଫ

ବିହାର: ସିବିଆଇ କବଜାରେ ନିଟ୍ ପେପର ଲିକର ମାଷ୍ଟର ମାଇଣ୍ଡ । ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ର କିଙ୍ଗ୍‌ପିନ୍‌ଙ୍କୁ ସିବିଆଇ ପାଟନା ନିକଟରୁ ଗିରଫ କରିଛି। ନାଳନ୍ଦାର ରାକେଶ ରଞ୍ଜନ ଓରଫ ରକି ପ୍ରଶ୍ନପତ୍ର ଲିକ୍‌ ଘଟଣାର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଛି। ସିବିଆଇ ତାଙ୍କୁ ଗୁରୁବାର…
Read More...

ଗୁଳି କରି ୧୨ ଲକ୍ଷ ଲୁଟ୍

ଗୁଳି କରି ବ୍ୟାଙ୍କ ସମ୍ମୁଖରୁ ୧୨ ଲକ୍ଷ ଲୁଟ୍ ବାଇକ୍‌ରେ ଆସି ପେଟ୍ରୋଲ୍ ପମ୍ପ କର୍ମଚାରୀଙ୍କୁ ଗୁଳି କଲେ ୬ ଦୁର୍ବୃତ୍ତ ସୋର: ବାଲେଶ୍ୱର ଜିଲା ସୋରରେ ଦିବାଲୋକରେ ମଙ୍ଗଳବାର ବଡ ଧରଣର ଲୁଟ୍ ହୋଇଛି। କୁପାରୀ ଆଗରପଡା ରାସ୍ତା ବର୍ତନା ବ୍ୟାଙ୍କ ନିକଟରୁ ଏହି ଲୁଟ୍ ହୋଇଛି। ପେଟ୍ରୋଲ…
Read More...

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଧରା ପଡିଲେ ଆରଆଇ

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ରାଜସ୍ୱ ନିରୀକ୍ଷକ ଅଧିକାରୀ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲର ଆରଆଇ ବିଶ୍ଵନାଥ ରାୟ ବେହେରାଙ୍କୁ ଗିରଫ କରୁଛି ଭିଜିଲାନ୍ସ। ୨୦ ହାଜର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ ମିଳିଥିବା ସୂଚନା ଅନୁସାରେ, ସରକାରୀ ଜମିରେ ଥିବା ଏକ…
Read More...

ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ। ମଞ୍ଚେଶ୍ବର ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ବିଭତ୍ସ ହତ୍ୟା। ମୃତଦେହ ଜବତ କରି ଛାନଭିନ୍ ଆରମ୍ଭ କରିଛି ମଞ୍ଚେଶ୍ବର ଥାନା ପୋଲିସ। ଅଭିଯୁକ୍ତ ପୁଅକୁ ଅଟକ। ମୃତକ ହେଲେ ସୁନୀଲ ଚୌଧୁରୀ। ଅଭିଯୁକ୍ତ…
Read More...

ଅଜାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ନାତି

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା କୋଇଡ଼ା କେ.ବଲାଙ୍ଗ ଥାନା ପୁରୁଣାପାଣି ଗାଁରେ ସୋମବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଜାଙ୍କୁ ଅତି ନୃସଂଶ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ନାତି। ମୃତକ ହେଲେ ପୁରୁଣାପାଣି ଗ୍ରାମର ନୟମାନ ମୁଣ୍ଡା(୬୫) । ଆଜିର ବିଜ୍ଞାନ ଯୁଗରେ ବି ମଣିଷ…
Read More...

ଜମି ଦୁର୍ନୀତି ମାମଲାରେ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ

ଝାଡ଼ଖଣ୍ଡ:ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କୁ ଆଶ୍ଵସ୍ତି ମିଳିଛି। ଜମି ଦୁର୍ନୀତି ମାମଲାରେ ତାଙ୍କୁ ମିଳିଲା ଜାମିନ। ଏହି ମାମଲାରେ ଆଜି ହାଇକୋର୍ଟ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଅର୍ଥ ହେରଫେର…
Read More...

ଗିରଫ ହେଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରାଯାଇଛି। ସିବିଆଇ କେଜ୍ରିୱାଲଙ୍କୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟରେ ହାଜର କରିଥିଲା। କୋର୍ଟ ପରିସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କଲା କେନ୍ଦ୍ରୀୟ ତଦନ୍ତ…
Read More...

ଜମି ବାଡ଼ି ପାଇଁ ମା’-ବାପାଙ୍କୁ ନୃଶଂସ ଭାବେ ହତ୍ୟା କଲା ପୁଅ

ବାଲେଶ୍ବର: ସାମାନ୍ୟ କିଛି ଟଙ୍କା ପାଇଁ ବୃଦ୍ଧ ବାପାମା’ଙ୍କୁ ମାରି ପୋତି ଦେଲା ନୃଶଂସ ପୁଅ। ବାଲେଶ୍ୱର ଜିଲା ସିମୁଳିଆ ଥାନା ଗରସଙ୍ଗ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜନ୍ମ କଲା ପୁଅ ମା’-ବାପାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରି ମାଟିରେ ପୋତି ଦେଇଥିବା ଘଟଣା ସାମ୍‌ନାକୁ ଆସିଛି।…
Read More...