ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ
Browsing Category

ଅପରାଧ

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଦୁର୍ଦ୍ଧାନ୍ତ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ଜଣ ଦୁର୍ଦ୍ଧାନ୍ତ ମାଓବାଦୀ। ନିହତ ମାଓବାଦୀଙ୍କ ମଧ୍ୟରେ ଚାରି ଜଣ ମହିଳା ଓ ଦୁଇ ଜଣ ପୁରୁଷ ଥିବା ଜଣାପଡିଛି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର
Read More...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ବାଂଲାଦେଶ: ବାଂଲାଦେଶରେ ଗତ ୨୪ ଘଣ୍ଟାରେ ୨ ଜଣ ହିନ୍ଦୁ ଯୁବକଙ୍କୁ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଏକାକୁ ମିଶାଇ ୧୮ ଦିନରେ ୬ ଜଣ ହିନ୍ଦୁଙ୍କୁ ହତ୍ୟା କରାଗଲାଣି। ଗତକାଲି ରାଣା ପ୍ରତାପ ବୈରାଗୀ (୪୫)ଙ୍କୁ ହତ୍ୟା କରାଯାଇଥିବେଳେ, ଏବେ ମଣି ଚକ୍ରବର୍ତ୍ତୀ ନାମଙ୍କ ଜଣେ
Read More...

ପୁରୀରେ ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

ପୁରୀ: ପୁରୀ ଜିଲ୍ଲାରେ ପୁଣି ଲଜ୍ଜା। ବ୍ରହ୍ମଗିରି ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ତାଙ୍କ ଘରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ପରିବାରର ଅନ୍ୟ ସଦସ୍ୟମାନେ ଘରେ ଅନିପସ୍ଥିତ ଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ଜୋରଜବରଦସ୍ତ ମହିଳାଙ୍କ ଘରେ
Read More...

ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ

କୋରାପୁଟ: ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ। କୋରାପୁଟର ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ଦ୍ୱାରା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାଧିକ ଠିକଣାରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଅନୁମତି ପରେ
Read More...

ଗୋଆ ଅଗ୍ନିକାଣ୍ଡ; ଥାଇଲାଣ୍ଡରୁ ଲୁଥ୍ରା ବ୍ରଦର୍ସ ଗିରଫ

ଗୋଆ: ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣା। ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ। ଏହି ଦୁଇ ଅଭିଯୁକ୍ତଙ୍କୁ ଭାରତ ଅଣାଯାଉଛି ପ୍ରତ୍ୟାର୍ପଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଲୁଥ୍ରା ବ୍ରଦର୍ସଙ୍କ ପାସପୋର୍ଟ ପୂର୍ବରୁ ନିଲମ୍ବିତ କରାଯାଇଥିଲା। କ୍ଲବ୍ ମାଲିକ ସୌରଭ ଏବଂ ଗୌରବ
Read More...

ବନ୍ଧୁକ ଦେଖାଇ ଜୁଏଲାରୀ ମାଲିକଙ୍କଠୁ ଝାମ୍ପିନେଲେ ୪ କୋଟି ଟଙ୍କାର ଅଳଙ୍କାର

ନ୍ୟୁଜ୍ ବ୍ୟୁରୋ: ଚନ୍ଦନପୁରର ରାଧାକାନ୍ତ ଜୁଏଲାରୀ ମାଲିକଙ୍କ ଠାରୁ ଟଙ୍କା ଲୁଟ୍ ଅଭିଯୋଗ। ମାଲିକ ସଞ୍ଜୟ ଦାସଙ୍କ ଠାରୁ ୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଓ ଦେଢ଼ କିଲୋରୁ ଉର୍ଦ୍ଧ୍ୱ ସୁନା ସହ ୩୦ କିଲୋ ରୂପା ଦୁର୍ବୃତ୍ତ ମାନେ ଲୁଟ୍ କରିଥିବା ଅଭିଯୋଗ ହୋଇଛି। ୩ ଜଣ ଯୁବକ ବାଇକରେ ଆସି ବନ୍ଧୁକ
Read More...

୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ବର: କମିଶନରେଟ ପୋଲିସର ସ୍ପେସିଆଲ କ୍ରାଇମ ୟୁନିଟ ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିଛି। ତା ନିକଟରୁ ୪୦୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲା ବାଲେଶ୍ୱର ଅଞ୍ଚଳର ଶେଖ ଆକବର। ଘର ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ସହଦେଵ ଖୁଣ୍ଟା। ତାକୁ ଭୁବନେଶ୍ବର
Read More...

ଦିଲ୍ଲୀ ବିସ୍ଫୋରଣ ପଛରେ ବାଂଲାଦେଶ ଲିଙ୍କ୍‌

ନୂଆ ଦିଲ୍ଲୀ: ଦିଲ୍ଲୀ ଲାଲ୍ କିଲ୍ଲା ନିକଟରେ ଗତ ୧୦ ତାରିଖରେ ଘଟିଥିବା କାର ବିସ୍ଫୋରଣ ଘଟଣାରେ ବାଂଲାଦେଶ ଲିଙ୍କ୍‌ ସାମ୍ନାକୁ ଆସିଛି। ଏହି ଆତ୍ମଘାତୀ ଆକ୍ରମଣ ପଛରେ ବାଂଲାଦେଶର ହାତ ଥିବା ତଦନ୍ତକାରୀ ସଂସ୍ଥା ଏନଆଇଏକୁ ସୂଚନା ମିଳିଛି। ତଦନ୍ତକାରୀଙ୍କ ସୂଚନା ଅନୁସାରେ, ଅକ୍ଟୋବର ଶେଷ
Read More...

୨ ସନ୍ଦିଗ୍ଧ ବାଂଲାଦେଶୀ ଅଟକ, ବନ୍ଧୁକ ସହ ୧୦ଟି କଟୁରୀ ଜବତ

ଜଗତସିଂହପୁର: ଜଗତସିଂହପୁର ସଦର ଥାନା ବେହେରାମପୁର ବସ୍ତିରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀଙ୍କୁ ଅଟକ ରଖାଯାଇଛି। ଚଢ଼ାଉ ବେଳେ ଗୋଟିଏ ବନ୍ଧୁକ ଜବତ ସହିତ ୫ଟି କଟୁରୀ ଓ ଆପତ୍ତି ଜନକ ସାମଗ୍ରୀ ଜବତ କରିଛି ପୋଲିସ। ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ାଉ କରିବା ସମୟରେ ସନ୍ଦିଗ୍ଧ ବାଂଲାଦେଶୀ
Read More...

ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ମିଳିଛି ମୃତ୍ୟୁଦଣ୍ଡ। ମାନବତା ବିରୋଧୀ ଅପରାଧ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ସ୍ୱତନ୍ତ୍ର ଟ୍ରିବ୍ୟୁନାଲର ରାୟ ଆସିଛି। ନରସଂହାର ମାମଲାରେ ହାସିନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି
Read More...