ପ୍ରମୁଖ ଖବର

କେନ୍ଦୁପତ୍ର ତୋଳାଳିଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର; ବୋନସ ଓ ମୂଲ୍ୟବୃଦ୍ଧିକୁ ମଞ୍ଜୁରି
ଜୁଲାଇ ୧୭ରେ ଗଡ଼ିବ ଦେଶର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍, ଶୁଭାରମ୍ଭ କରିବେ ମୋଦୀ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଆନ୍ଧ୍ରରେ ୨ କୋଭିଡ୍ ମୃତ୍ୟୁ ପରେ ଓଡ଼ିଶା ସୀମାରେ ହାଇଆଲର୍ଟ
ରୋଡ୍ ରୋଲର ଚଳାଇ ୪୭୨ କୋଟି ଟଙ୍କାର ନିଶାଦ୍ରବ୍ୟ ନଷ୍ଟ କଲେ ହିମନ୍ତ ବିଶ୍ୱ ସର୍ମା
Browsing Category

ଅପରାଧ

ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ

ଝାରସୁଗୁଡା: ଜିଲ୍ଲାର ବିମାନ ବନ୍ଦର ଥାନା ଅନ୍ତର୍ଗତ ଓରାମପଡା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଏକ ଅତ୍ୟନ୍ତ ମର୍ମାନ୍ତିକ ଘଟଣା ଘଟିଛି। ପରିବାରିକ କଳହର ପରିଣାମରେ ଜଣେ ମା’ ନିଜର ଦୁଇ ନିଷ୍ପାପ ଶିଶୁଙ୍କୁ ଜୀବନ ନେଇଦେଇଥିବା ଅଭିଯୋଗ ଉଠିଛି। ଅଭିଯୁକ୍ତା ରଞ୍ଜିତା ଓରାମ ତାଙ୍କ
Read More...

ଭିଜିଲାନ୍ସ ଜାଲରେ ଏସଡିଓ, ଘରୁ ମିଳିଲାଣି ୧୮ ଲକ୍ଷ

ଭଞ୍ଜନଗର: ଆୟ ବହିର୍ଭୁତ ସମ୍ପତ୍ତି ଅଭିଯୋଗରେ ଭିଜିଲାନ୍ସ ଜାଲରେ ଏସଡିଓ। ଭଞ୍ଜନଗର ଡହ ଜଳସେଚନ ବିଭାଗର ଏସଡିଓ ପଞ୍ଚୁ ବେହେରାଙ୍କ ଉପରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି ରହିଛି। ଚଢାଉ ସମୟରେ ବ୍ରହ୍ମପୁର ର ବସନ୍ତ ବିହାର ଅଞ୍ଚଳରେ ପ୍ରାୟ ୩୫୫୦
Read More...

ଭୁବନେଶ୍ୱର ଏୟାରପୋର୍ଟରେ ୬ କୋଟିରୁ ଅଧିକ ଗଞ୍ଜେଇ ଜବତ

ଭୁବନେଶ୍ୱର; ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବଡ଼ ଚଢାଉ କରି ୬ କିଲୋଗ୍ରାମ ଉଚ୍ଚ-ଗ୍ରେଡ୍ ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରାଯାଇଛି, ଯାହାର ମୂଲ୍ୟ ୬ କୋଟି ଟଙ୍କାରୁ ଅଧିକ ବୋଲି ଅନୁମାନ। ମଙ୍ଗଳବାର ବ୍ୟାଙ୍କକରୁ
Read More...

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ୪ ଗିରଫ

କାମାକ୍ଷାନଗର: କାମାକ୍ଷାନଗରର କଲେଜ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ଘଟଣାରେ ୪ ଜଣଙ୍କୁ ପୋଲିସ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ଜଗା ସହ ଅନ୍ୟ ତିନି ଜଣ ମଧ୍ୟ ଗିରଫ ହୋଇଛନ୍ତି। ଅଭିଯୁକ୍ତମାନେ ହେଉଛନ୍ତି କାମାକ୍ଷାନଗରର ଥାନା ଅନ୍ତର୍ଗତ ସାନଇନ୍ଦିପୁର ଗ୍ରାମର ଚନ୍ଦନ କୁମାର ନାୟକ,
Read More...

ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଛତା ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ଡେରାବିଶ ଛତାଛକ ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ ଭିଜିଲାନ୍ସର ଏକ ୫ ଜଣିଆ ଟିମ୍ ଚଢାଉ
Read More...

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ

ଭଦ୍ରକ: ଭଦ୍ରକ ବାସୁଦେବପୁର ବ୍ଲକ ନଟିଆ ପାଳରେ ଥିବା ଜବାହାର ନବୋଦୟ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ହିନ୍ଦି ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏପରିକି ଜୀବନରୁ ମାରିଦେବାକୁ ଧମକାଇଥିବା ଅଭିଯୋଗ ହୋଇଛି। ଅସଦାଚରଣ ଅଭିଯୋଗ ପରେ ହିନ୍ଦୀ ଶିକ୍ଷକଙ୍କୁ
Read More...

ୟୁଟ୍ୟୁବର ରାହୁଲଙ୍କୁ ହତ୍ୟା

ଯବାନ ସହ ୩ ଜଣ ଗିରଫ ଭୁବନେଶ୍ୱର: ଭୁବନେଶ୍ୱରର ୟୁଟ୍ୟୁବର ରାହୁଲ ମହାରଣାଙ୍କ ହତ୍ୟା ମାମଲାରେ କମିଶନରେଟ୍ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସଂଗ୍ରାମ କେଶରୀ ବେହେରା (୩୭), ସମରେନ୍ଦ୍ର ବେହେରା (୨୪) ଓ କୁନା ବେହେରା (୨୦)। ସଂଗ୍ରାମ ସେନାରେ ଯବାନ ଥିବାବେଳେ
Read More...

କୁବେର ଖଣି ଅଧିକାରୀ ଦେବବ୍ରତ ମହାନ୍ତି ଗିରଫ

ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା କଟକ: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଦୀର୍ଘଦିନ ଧରି ଅସତ ଧନ ସଂଗ୍ରହ କରି ଟଙ୍କାର ପାହାଡ ସୃଷ୍ଟି କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ଏକାଧିକ
Read More...

ବରିଷ୍ଠ ଆଇଏଏସ ଅଧିକାରୀ ଅରିନ୍ଦମ ଡାକୁଆଙ୍କ ନାଁରେ ସାଇବର ଲୁଟ୍‌

ଭୁବନେଶ୍ବର: ବରିଷ୍ଠ ଆଇଏଏସ ଅଧିକାରୀ ଅରିନ୍ଦମ ଡାକୁଆଙ୍କ ନାଁରେ ସାଇବର ଲୁଟ୍‌। ଡିଜିଟାଲ୍ ଠକେଇରେ ତାଙ୍କ ନାମ ଓ ପରିଚୟର ଅପବ୍ୟବହାର କରିଥିବା ନେଇ ଭୁବନେଶ୍ୱରର ସାଇବର ପୋଲିସ ଷ୍ଟେସନରେ ଏକ ଅଭିଯୋଗ ଦାଖଲ କରିଛନ୍ତି। ଅଭିଯୋଗ ଅନୁଯାୟୀ ସାଇବର ଅପରାଧୀମାନେ ମୋବାଇଲ୍ ନମ୍ବର ସଂଗ୍ରହ
Read More...

ରାଜ୍ୟରେ କମିଛି ଅପରାଧିକ ମାମଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶାରେ ଆଇନ ଶୃଙ୍ଖଳା ପରିସ୍ଥିତିରେ ଉନ୍ନତି ଦେଖାଦେଇଥିବା ବେଳେ ଅପରାଧ ଘଟଣା ଯଥେଷ୍ଟ ହ୍ରାସ ପାଇଛି। ଗତ ବର୍ଷ ଦୁଷ୍କର୍ମ ମାମଲା ହ୍ରାସ ପାଇ ୨୯୯୪ ହୋଇଛି ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ଗୃହ ବିଭାଗ ସମ୍ଭାଳିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Read More...