ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

ଅପରାଧ

ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

କେନ୍ଦୁଝର: କେନ୍ଦୁଝରରେ ଥିବା ଏକ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ୫ ରାଉଣ୍ଡ ଗୁଳି ଫୁଟାଇ ୫ ଲକ୍ଷ ଟଙ୍କା ଲୁଟିନେଲେ । ଘଟଣାସ୍ଥଳରେ ପୁଲିସ ଓ ଫୋରେନସିକ ଟିମ ପହଞ୍ଚି ଛାନଭିନ ଆରମ୍ଭ କରିଛି। ସୂଚନାନୁସାର; ଗତକାଲି ରାତିରେ ୪ ଜଣ ବନ୍ଧୁକଧାରୀ ବାଂଶପାଳ ବ୍ଲକ
Read More...

ଭିଜିଲାନ୍ସ ଜାଲରେ ପାଳଲହଡ଼ାର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ପାଣି

ଭୁବନେଶ୍ୱର:  ଭିଜିଲାନ୍ସ ଜାଲରେ ପାଳଲହଡ଼ା ଜେଇ।। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମଗ୍ର ଶିକ୍ଷା ଅଭିଯାନ କନିଷ୍ଠ ଯନ୍ତ୍ରୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଅନୁଗୁଳ ପାଲଲହଡ଼ାରେ କାର୍ଯ୍ୟରତ ଅଛନ୍ତି ଜେଇ ପ୍ରସନ୍ନ ପାଣି । ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ
Read More...

ଶିଶୁ କଲ୍ୟାଣ କମିଟି ସଦସ୍ୟାଙ୍କୁ ହତ୍ୟା

ବ୍ରହ୍ମପୁର: ଗୋଷାଣୀ ନୂଆଗାଁ ଥାନା ଅର୍ନ୍ତଗତ ନୀଳକଣ୍ଠ ନଗରରେ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ ସୌଦାମିନୀ ରଥ। ସୌଦାମିନୀ ଶିଶୁ ସୁରକ୍ଷା କମିଟିର ଜଣେ ସଦସ୍ୟା ଥିଲେ।  ଗତକାଲି ବିଳମ୍ବିତ ରାତିରେ କେହି ଦୁବୃର୍ତ୍ତ ତାଙ୍କୁ ହତ୍ୟା କରିଛି।
Read More...

ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ବର: ଡେଣ୍ଟାଲ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଛାତ୍ରୀ ଜଣଙ୍କ ଭୁବନେଶ୍ୱରର ଏକ ଘରୋଇ ମେଡିକାଲ କଲେଜରେ ପଢ଼ୁଥିଲେ। ସେ ଡେଣ୍ଟାଲ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ମୃତ ଛାତ୍ରୀଙ୍କ ଘର ପଶ୍ଚିମବଙ୍ଗ ହୁଗୁଳିରେ ବୋଲି ଜଣାପଡ଼ିଛି।
Read More...

ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ : ଆପ ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ପରେ ଏବେ ସଞ୍ଜୟ ସିଂଙ୍କୁ ଗିରଫ କରିଛି ଇଡି । ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ କରାଯାଇଥିବା କୁହାଯାଉଛି। ଉଲ୍ଲେଖଯୋଗ୍ୟ, ଆମ୍
Read More...

ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଗାଇନିଂ ୱାର୍ଡର ଆଟେଣ୍ଡାଣ୍ଟ ସସ୍‌ପେଣ୍ଡ

ଭୁବନେଶ୍ୱର: ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ୍‌ରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଗାଇନିଂ ୱାର୍ଡର ଆଟେଣ୍ଡାଣ୍ଟଙ୍କୁ ସସ୍‌ପେଣ୍ଡ କରିଛନ୍ତି ହସ୍ପିଟାଲ ନିର୍ଦ୍ଦେଶକ। ଦାୟିତ୍ୱରେ ଅବହେଳା ପାଇଁ ସସ୍‌ପେଣ୍ଡ କରିଥିବା ସୂଚନା ମିଳିଛି। ଶିଶୁ ଅଦଳବଦଳ ଘଟଣାରେ ଆରମ୍ଭ ହୋଇଥିବା ତଦନ୍ତ ଜାରି
Read More...

ନିଖୋଜ ଛାତ୍ରର ମିଳିଲା ପତ୍ତା

ଭୁବନେଶ୍ବର: ଭୁବନେଶ୍ବରରୁ ନିଖୋଜ ଛାତ୍ରର ମିଳିଲା ପତ୍ତା। ନିଖୋଜ ୧୬ ବର୍ଷୀୟ ଛାତ୍ର ୟୋଗେଶ ବାଲାଜୀଙ୍କୁ ଡେଲାଙ୍ଗ ଜେନାପୁର ଷ୍ଟେସନ ନିକଟରୁ ଉଦ୍ଧାର କଲା ମୈତ୍ରୀବିହାର ପୋଲିସ । ୧୬ ବର୍ଷର ପିଲାର ମୁଣ୍ଡଜାମିନ ପାଇଁ ଦୁର୍ବୁତ୍ତ ମାଗୁଥିଲେ ୩ ଲକ୍ଷ ଟଙ୍କା । ଏ ନେଇ ଗତକାଲି ଥାନା
Read More...

ଆରମ୍ଭ ହେଲା ନବ ଦାସ ହତ୍ୟା ମାମଲା ଶୁଣାଣି, ଝାରସୁଗୁଡାରେ ଗୋପାଳ

ଝାରସୁଗୁଡା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଶୁଣାଣି ଆଜିଠାରୁ ଆରମ୍ଭ ହେଉଛି। ଏଥିପାଇଁ ଅଭିଯୁକ୍ତ ଗୋପାଳ ଦାସକୁ ଚୌଦ୍ବାର ଜେଲରୁ ଆଣି ଝାରସୁଗୁଡାରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍। କଡ଼ା ସୁରକ୍ଷା ଭିତରେ ଗୋପାଳ ଦାସଙ୍କୁ ଝାରସୁଗୁଡା ନିଆଯାଇଛି। ପରେ ଗୋପାଳ ଦାସକୁ ଓଏସଏପି
Read More...

ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ ଜେଲ

ଭୁବନେଶ୍ବର: ପତ୍ନୀହନ୍ତା ପୂର୍ବତନ ବିଧାୟକଙ୍କୁ ଆଜୀବନ ଜେଲ । ପତ୍ନୀ ହତ୍ୟା ଅଭିଯୋଗରେ ଗୁଣୁପୁରର ପୂର୍ବତନ ବିଧାୟକ ରାମ ମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଭୁବନେଶ୍ବର ସ୍ବତନ୍ତ୍ର ଏଡିଜେ-୩ କୋର୍ଟ । ଦଫା ୩୦୨ ପାଇଁ ଆଜୀବନ କାରାଦଣ୍ଡ ଆଦେଶ ସହ ୫୦ ହଜାର
Read More...

ଦୁର୍ନୀତି ଅଭିଯୋଗରେ ବରିଷ୍ଠ ଓ.ଏ.ଏସ୍‌ ଅଧିକାରୀ ପ୍ରଶାନ୍ତ ରାଉତଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବରିଷ୍ଠ ଓଡିଶା ପ୍ରଶାସନିକ ସେବା ଅଧିକାରୀ ନବରଙ୍ଗପୁରର ପୂର୍ବତନ ସହକାରୀ ଉପ- ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ରାଉତଙ୍କୁ ସରକାରୀ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ବିଭିନ୍ନ ଦୁର୍ନୀତିରେ ଅଭିଯୋଗରେ ଜଡିତ
Read More...