ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category

ଅପରାଧ

ଗିରଫ ହେଲେ ଏଲଭିସ ଯାଦବ

ନୂଆଦିଲ୍ଲୀ: ଲୋକପ୍ରିୟ ୟୁଟ୍ୟୁବର ତଥା ବିଗବସ୍ ଓଟିଟି ୨ର ବିଜେତା ଏଲଭିସ ଯାଦବଙ୍କୁ ନୋଇଡା ପୋଲିସ ଗିରଫ କରିଛି । ବନ୍ୟଜନ୍ତୁ ସଂରକ୍ଷଣ ଆଇନ ଉଲଘଂନ ମାମଲାରେ ତାଙ୍କୁ ଗିରଫ କରାଯାଇଛି । ନୋଏଡା ପୋଲିସ ରବିବାର ଦିନ ତାଙ୍କୁ ପଚରା ଉଚରା କରିବାକୁ ଥାନାକୁ ଡାକିଥିଲା । ପଚରା ଉଚରା ପରେ
Read More...

କେ. କବିତା ଗିରଫ

ନୂଆଦିଲ୍ଲୀ: କେସିଆରଙ୍କ ଝିଅ କେ. କବିତାଙ୍କୁ ଗିରଫ କଲା  ଇଡି। ଦିଲ୍ଲୀ ମଦ ନୀତି ସ୍କାମ୍‌ ମାମଲାରେ କବିତା ଗିରଫ। ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କବିତା ଗିରଫ ହୋଇଛନ୍ତି । ଦିଲ୍ଲୀ ମଦ ଘୋଟାଲା ମାମଲାରେ ସିବିଆଇ ଓ ଇଡି ପକ୍ଷରୁ
Read More...

ଭିଜିଲାନ୍ସ ଜାଲରେ ଆରଆଇ

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦର ଆରଆଇ ପଡିଛନ୍ତି ଭିଜିଲାନ୍ସ ଜାଲରେ । ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରମୋଦ କୁମାର ବେହେରାଙ୍କୁ ଧରିଛି ଭିଜିଲାନ୍ସ ଟିମ । ସେ ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ତହସିଲରେ ଭାବେ କାର୍ଯ୍ୟରତ ଥିଲେ । ଲାଞ୍ଚ କାରବାରରେ ଆରଆଇଙ୍କୁ
Read More...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ, କିରାଣି

ଆସିକା: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଳସମ୍ପଦ ବିଭାଗ ଆସିକା ସିଏଡି ଭିଜିଜନ୍‌-୮ (ସେଚାଞ୍ଚଳ ଉନ୍ନୟନ ଖଣ୍ଡ) ନିର୍ବାହୀ ଯନ୍ତ୍ରୀ ବେଣୁଧର ଦଳାଇ ଓ କନିଷ୍ଠ କିରାଣି କୈଳାସ ଚନ୍ଦ୍ର ବେହେରା। ଜଣେ ଗାଡ଼ି ମାଲିକଙ୍କ ବକେୟା ବିଲ୍‌ ପାସ୍‌ କରିବା ପାଇଁ ଲାଞ୍ଚ ନେଉଥିଲେ। ସେମାନଙ୍କ ନିକଟରୁ
Read More...

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଫାଶରେ ମାଲକାନଗିରି କାଡା ଡିଭିଜନର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି। ଆୟ ବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ। କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଥିଲା। ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ
Read More...

ସିବିଆଇ ଜାଲରେ ଜିଏସଟି ଅଧିକାରୀ

ଭୁବନେଶ୍ବର: ଲାଞ୍ଚ ନେବାବେଳେ ଜିଏସଟି ଅଧିକାରୀଙ୍କୁ ମାଡ଼ି ବସିଲା ସିବିଆଇ। କେନ୍ଦ୍ରୀୟ ଜିଏସଟି ବରିଷ୍ଠ ଅଧିକାରୀ ଅମର କାନ୍ତ କୁମାର ଲାଞ୍ଚ ନେବା ବେଳେ ସିବିଆଇ ଅଧିକାରୀଙ୍କ ହାତରେ ଧରାପଡ଼ିଛନ୍ତି। ଜଣେ ଠିକାଦାର ଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡିଛନ୍ତି।
Read More...

ଭିଜିଲାନ୍ସ ଜାଲରେ ଆରଆଇ ଶରତ କୁମାର ଜେନା

ବନ୍ତ: ଭିଜିଲାନ୍ସ ଜାଲରେ ଫସିଲେ ଭଦ୍ରକ ଜିଲ୍ଲା ବନ୍ତ ତହସିଲର କେନ୍ଦୁଆପଦା ଆରଆଇ ଶରତ କୁମାର ଜେନା। ଜଣେ ବ୍ୟକ୍ତିଙ୍କ ଠାରୁ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ ଅଧିକାରୀମାନେ ଧରିଥିଲେ। ତାଙ୍କଠାରୁ ସମସ୍ତ ଅର୍ଥ ଜବତ କରାଯାଇଛି। ସୂଚନାଯୋଗ୍ୟ; ଖାନାବାଡ଼ି
Read More...

ଅନଲାଇନ୍ ଗେମ୍ ପାଇଁ ସାଙ୍ଗକୁ ମାରିଲା ସାଙ୍ଗ

କୋଲକାତା : ପଶ୍ଚିମବଙ୍ଗର ମୁର୍ସିଦାଦ ଜିଲ୍ଲାରେ ଘଟିଛି ଏକ ଅଭାବନୀୟ ଘଟଣା । ଅନଲାଇନ୍ ଗେମ୍ ପାଇଁ ସାଙ୍ଗକୁ ମାରିଛି ସାଙ୍ଗ। ଅନଲାଇନ୍ ଗେମ୍ ଫ୍ରିଫାୟାରର ପାସଓ୍ୱାର୍ଡ ନଦେବାରୁ ନାବାଳକୁ ୪ ସାଙ୍ଗ ମିଶି ମାରିଦେଇଥିବା ଅଭିଯୋଗ ହୋଇଛି। ହତ୍ୟା ପରେ ତାକୁ ପୋଡି ଶରୀରକୁ ଜଙ୍ଗଲରେ
Read More...

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡିଲେ ଟ୍ରାଫିକ ଇନ୍ସପେକ୍ଟର । ଆୟବହିର୍ଭୁତ ସଂପତ୍ତିି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ତାଳଚେରର ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରାଙ୍କ ଗାଡିରୁ ୧୧ ଲକ୍ଷ ୧୫ ହଜାର ୪୭୦ ଟଙ୍କା ଜବତ କରିଛି ଭିଜିଲାନ୍ସ ବିଭାଗ । କାରରେ ତାଳଚେରରୁ
Read More...

ଝୁଲନ୍ତା ଅବସ୍ଥାରେ ବିଡିଓଙ୍କ ମୃତଦେହ ଉଦ୍ଧାର

ସିମୁଳିଆ: ସିମୁଳିଆ ବିଡିଓ ବିଶ୍ୱରଞ୍ଜନ ମହାନ୍ତିଙ୍କ ଆତ୍ମହତ୍ୟା ଅଭିଯୋଗ । ସରକାରୀ ବାସଭବନରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ କରୁଛି । ୬ ମାସ ହେବ ସିମୁଳିଆରେ ନିଯୁକ୍ତି ହୋଇଥିଲେ ବିଶ୍ୱରଞ୍ଜନ।
Read More...