Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍
Browsing Category
ଅପରାଧ
ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଉପଜିଲ୍ଲାପାଳ
ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଫସିଲେ ବଡ଼ ବାବୁ । ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ଆଜି ଗୋଟିଏ ବ୍ୟାଙ୍କର ପାସବୁକ, ଏଟିମଏମ ଜବତ କରିଛି ଭିଜିଲାନ୍ସ । ସେହି ଆକାଉଣ୍ଟରେ ୨୦୧୯ରୁ ଏପର୍ଯ୍ୟନ୍ତ ୨୬ ଲକ୍ଷ ୨୭ ହଜାର ଟଙ୍କା!-->…
Read More...
Read More...
ଯୁବ ବିଜେଡି ଉପସଭାପତି କାହ୍ନୁ ଚରଣ ସାହୁଙ୍କୁ ଗୁଳିମାଡ଼
କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲାର ପୂର୍ବତନ ଯୁବ ବିଜେଡି ଉପସଭାପତି କାହ୍ନୁ ଚରଣ ସାହୁଙ୍କୁ ଗୁଳିମାଡ଼ । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପିଛା କରି ତାଙ୍କୁ ତାଙ୍କ କାମାକ୍ଷାନଗର ବାସଭବନ ଆଗରେ ଦୁଇ ରାଉଣ୍ଡ ଗୁଳିମାଡ଼ କରିଛନ୍ତି । ଗୁଳିମାଡ ପରେ ଘଟଣାସ୍ଥଳରୁ ଫେରାର!-->…
Read More...
Read More...
ସମ୍ବଲପୁରରେ ପୁଣି ଏକ ଦନ୍ତାହାତୀ ମୃତ
ଭୁବନେଶ୍ବର: ଓଡ଼ିଶାରେ ହାତୀ ପାଇଁ ବିପତ୍ତି ବଢି ବଢି ଚାଲିଛି। ଆଜି ପୁଣି ଏକ ହାତୀର ଅଭାବନୀୟ ଢଙ୍ଗରେ ମୃତ୍ୟୁ ଘଟିଛି। ସମ୍ବଲପୁର ଜିଲ୍ଲାରେ ଗୋଟିଏ ଦନ୍ତାହାତୀ ପ୍ରାଣ ହରାଇଥିବା ଜଣାପଡ଼ିବା ପରେ ପ୍ରକୃତି ପ୍ରେମୀ ବିଚଳିତ ହୋଇଛନ୍ତି। ଏଯାଏ ଦନ୍ତା ହାତୀ ମୃତ୍ୟୁର କାରଣ!-->…
Read More...
Read More...
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ସୁନ୍ଦରଗଡ; ସୁନ୍ଦରଗଡ ହେମଗିରି ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ନିର୍ବାହୀଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସଂଜୟ କୁମାର ବେହେରାଙ୍କ ଘରେ ଚଢାଉ । ସଞ୍ଜୟ କୁମାର ବେହେରାଙ୍କ ସରକାରୀ କ୍ବାର୍ଟସ ସହ ୭ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ଛାପା।!-->…
Read More...
Read More...
ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର। ୧୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ କରଞ୍ଜିଆ ତହସିଲଦାରଙ୍କୁ ଧରିଛି ଭିଜିଲାନ୍ସ। ଜମି କ୍ଷତିପୂରଣ ବାବଦ ୫୧ଲକ୍ଷ ୭୫ହଜାର ୮୧୦ ଟଙ୍କା ଦେବାକୁ ଲାଞ୍ଚ ନେଉଥିଲେ ଚାଲ୍ସ ନାୟକ।
ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ରେଡ୍।!-->!-->!-->…
Read More...
Read More...
ନବ ଦାସ ହତ୍ୟାକାଣ୍ଡ: ଆଜି ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ
ଝାରସୁଗୁଡା: ନବ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ ଆଜି ଝାରସୁଗୁଡାର ଜେଏମଏଫସି କୋର୍ଟରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ହତ୍ୟାକାଣ୍ଡର ୧୧୮ ଦିନ ପରେ ଚାର୍ଜସିଟ୍ ଦାଖଲ ହୋଇଛି । ତଦନ୍ତକାରୀ ଡିଏସପି ଏହାର ଚାର୍ଜସିଟ ଦାଖଲ କରିଥିବା ବେଳେ କାହିଁକି ନବ ଦାସଙ୍କୁ ପୋଲିସ ଏଏସଆଇ ଗୋପାଳ!-->…
Read More...
Read More...
ଗିରଫ ହେଲେ କୋଟିପତି ପୁଲିସ ବାବୁ
ବରଗଡ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ପୁଲିସ ବାବୁ। ବରଗଡ଼ ଜିଲ୍ଲା ଗାଇସିଲାଟ ଆଇଆଇସି ବିରବର ଭଗତ ପୁଲିସ ଦ୍ବାରା ଗିରଫ ହୋଇଛନ୍ତି।
ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ ପରେ ଭିଜିଲାନ୍ସ ଜାଲରେ ଫସିଥିଲେ ଗାଇସିଲାଟ ଥାନାଧିକାରୀ ବୀରବର ଭଗତ।!-->!-->!-->…
Read More...
Read More...
ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ
ବରଗଡ଼: ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଅଧିକାରୀ ବୀରବର ଭଗତଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରାଯାଇଛି। ମିଳିଥିବା ସୂଚନା ମୁତାବକ ଭିଜିଲାନ୍ସର ୪ଟି ଟିମ ଆଜି ଚଢ଼ାଉ କରିଛନ୍ତି ।
ସୂଚନାଯୋଗ୍ୟ: ବୀରବରଙ୍କ ଗାଇସିଲେଟରେ ଥିବା!-->!-->!-->…
Read More...
Read More...
ପୂବର୍ତନ ବିଧାୟକ ସନାତନ ମହାକୁଡ ଙ୍କ ଘରେ ଆୟକର ରେଡ୍
ଭୁବନେଶ୍ବର: ଆୟକର ଜାଲରେ ପଡିଲେ ପୁର୍ବତନ ଚମ୍ପୁଆ ବିଧାୟକ ସନାତନ ମହାକୁଡ। ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯାଉଛି । ଇନକମ୍ ଟ୍ୟାକ୍ସର ୨୦ ଜଣିଆ ଟିମ୍ ପକ୍ଷରୁ ରେଡ୍ କରାଯାଉଛି । ଏହି ଚଢ଼ାଉରେ ଆୟକର ବିଭାଗର ୨ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରତିଟିମ୍ରେ!-->…
Read More...
Read More...