ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର
Browsing Category

ଅପରାଧ

ଏସବିଆଇର ପୂର୍ବତନ ଡେପୁଟି ମ୍ୟାନେଜର ଗିରଫ

ଫୁଲବାଣୀ; ଏସବିଆଇର ପୂର୍ବତନ ଡେପୁଟି ମ୍ୟାନେଜର କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ଦ୍ବାରା ଗିରଫ ହୋଇଛନ୍ତି। ଫେକ୍‌ କାଗଜପତ୍ର ଦେଇ କୋଟି କୋଟି ଟଙ୍କା ହଡପ୍‌ କରିଥିବା ଅଭିଯୋଗରେ ଫୁଲବାଣୀ ଏସବିଆଇ ବ୍ରାଞ୍ଚର ପୂର୍ବତନ ଡେପୁଟି ମ୍ୟାନେଜରଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ପୁଲିସ।
Read More...

ଗିରଫ ହେଲେ ଖଣ୍ଡଗିରି ଥାନା ଏସଆଇ

ଭୁବନେଶ୍ବର; ଲାଞ୍ଚ ନେଉଥିବାବେଳେ, ଭିଜିଲାନ୍ସ ଜାଲରେ ପଡିଲେ ପୁଲିସ ଅଫିସର । ବୁଧବାର ଗୋଟିଏ ପୁରୁଣା ମାମଲାର ରଫାଦଫା କରିବାକୁ ନେଇ ଲାଞ୍ଚ ନେଉଥିବାବେଳେ, ଧରାପଡିଛନ୍ତି ଖଣ୍ଡଗିରି ଥାନାର ଏସଆଇ ସୁଶାନ୍ତ ସ୍ୱାଇଁ । ଭିଜିଲାନ୍ସ ଟିମ୍ ତାଙ୍କୁ ଲାଞ୍ଚ ନେଉଥିବାବେଳେ ଧରିବା ସହିତ ଗିରଫ
Read More...

କ୍ରିକେଟ୍ ମଇଦାନରେ ଅଘଟଣ: ବ୍ୟାଟ୍ ଓ ଛୁରା ମାଡ଼ରେ ଯୁବକ ମୃତ

କଟକ; କ୍ରିକେଟ ଖେଳକୁ ନେଇ ଦୁଇ ଟିମ୍ ମଧ୍ୟରେ ଗଣ୍ଡୋଗୋଳ ଘଟିଛି। ଏମିତିକି ବ୍ୟାଟ ଓ ଛୁରୀ ମାଡ଼ରେ ଯୁବକଙ୍କ ମୃତ୍ୟୁ । ମୃତକ ହେଲେ କଟକ ଜିଲ୍ଲା ଚୌଦ୍ୱାର ଥାନା ମହିଷାନଣ୍ଡା ପଂଚାୟତର ଲକି ରାଉତ । ଉଭୟ ଟିମ ମଧ୍ୟରେ ରନ ରେଟକୁ ନେଇ ପାଟିତୁଣ୍ଡ ହୋଇଥିଲା । ସୁଚନାଯୋଗ୍ୟ, ଚୌଦ୍ୱାର
Read More...

ଛାତରୁ ପଡ଼ି ଆଖି ବୁଜିଲେ ମେଡିକାଲ ଛାତ୍ର

ବାଲେଶ୍ବର; ଗତକାଲି ରାତିରେ ବାଲେଶ୍ୱର ଜିଲ୍ଲା ଫକୀରମୋହନ ମେଡିକାଲ କଲେଜରେ ଏକ ଅଭାବନୀୟ ଘଟଣା ଘଟିଛି। ଛାତରୁ ପଡି ମୃତ୍ୟୁବରଣ କରିଛନ୍ତି ଛାତ୍ର। ମୃତକ ହେଲେ ହିତେଷ୍ଣୁ ଦାସ। ତାଙ୍କ ଘର ବାଲେଶ୍ୱର ଜିଲ୍ଲା ସଦର ବ୍ଲକ ଭୀମପୁର ଗାଁରେ। ହିତେଷ୍ଣୁ ଛାତର କେମିତି ପଡ଼ିଲେ ତାହା ଜଣାପଡ଼ି 
Read More...

ପୁଲିସ ଷ୍ଟେସନ ଉପରେ ଆତଙ୍କବାଦୀ ଆକ୍ରମଣ

ପାକିସ୍ତାନ; ପୁଲିସ ଷ୍ଟେସନ ଉପରେ ଆଖିବୁଜା ଗୁଳିମାଡ଼ ସାଙ୍ଗକୁ ହେଲା ଗ୍ରେନେଡ୍ ମାଡ। ଏହି ଆକ୍ରମଣ ୪ ପୁଲିସକର୍ମୀଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ଆଜି ସକାଳୁ ପାକିସ୍ତାନରେ ଘଟିଛି ଏଭଳି କିଛି ଘଟଣା। ପାକିସ୍ତାନରେ ସକାଳୁ ସକାଳୁ ତାଲିବାନୀ ଆତଙ୍କବାଦୀମାନେ
Read More...

୫୦ ଲକ୍ଷ ଟଙ୍କା ପାଇଁ ଛାତ୍ରଙ୍କୁ ଅପହରଣ ପରେ ହତ୍ୟା

ଝାରସୁଗୁଡା; ୫୦ ଲକ୍ଷ ଟଙ୍କା ପାଇଁ ଦଶମ ଶ୍ରେଣୀ ଛାତ୍ରଙ୍କୁ ଅପହରଣ ପରେ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ହତ୍ୟା କରିବା ପରେ ପ୍ରମାଣ ନଷ୍ଟ ପାଇଁ ମୃତ ଦେହକୁ ପୋଡି ଦେଇଛନ୍ତି ଅପହରଣକାରୀ । ଝାରସୁଗୁଡାରୁ ଆସିଛି ଏମିତି ଏକ ଚାଞ୍ଚଲ୍ୟକର ଖବର । ଆଉ ବରଗଡ ଜିଲ୍ଲା ଭେଡେନ୍ ଥାନା ପାଖ
Read More...

ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ବର: ଆଜି ରମାଦେବୀ ବିଶ୍ବବିଦ୍ୟାଳୟରେ +୨ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଯୁକ୍ତ ୨ ଦ୍ୱିତୀୟ ବର୍ଷର ବୋଲି ଜଣାପଡିଛି  । ତାଙ୍କ ଘର ରାୟଗଡା ଜିଲ୍ଲାରେ ହୋଇଥିବା ଜଣାପଡିଛି  । ପରୀକ୍ଷା ଚାଲିଥିବା ବେଳେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି  । ୨ଟି
Read More...

ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯାଜପୁର; ଯାଜପୁର ସରକାରୀ ପଲିଟେକନିକର ବିରଜା ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ରୀଙ୍କ ନାଁ ରୋଜାଲିନ ପାତ୍ର। ସେ ଇଲେକ୍ଟ୍ରିକାଲ ବିଭାଗର ତୃତୀୟ ବର୍ଷର ଛାତ୍ରୀ ଥିଲେ। ପରିବାର ଲୋକେ ରୋଜାଲିନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି।
Read More...

ନେପାଳ ସରକାରଙ୍କ ସର୍ଭିଲାନ୍ସ ଲିଷ୍ଟରେ ଅମ୍ରିତପାଲ

ନେପାଳ; ନେପାଳ ସରକାର ଅମ୍ରିତପାଲକୁ ତାଙ୍କ ସର୍ଭିଲାନ୍ସ ଲିଷ୍ଟରେ ସାମିଲ କରି ଦେଇଛନ୍ତି। ଏହାପରେ ଅମ୍ରିତପାଲ ସିଂହଙ୍କୁ ନେଇ ନେପାଳରେ ହାଇ ଆଲର୍ଟ ଜାରି କରାଯାଇଛି।  ସୂଚନାଯୋଗ୍ୟ, ଭାରତ ସରକାରଙ୍କ ଅପିଲ ପରେ ନେପାଳ ସରକାର ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପଞ୍ଜାବ ଦେ
Read More...

ନୟାଗଡ଼ ମାଓ ଆକ୍ରମଣ ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ୩ ଅଭିଯୁକ୍ତ

ନୟାଗଡ଼: ନୟାଗଡ଼ ଟାଉନ ଥାନା ପାଖ ପୂରୁଣା ରିଜର୍ଭ ପୋଲିସ ଅଫିସ ଉପରେ ଆକ୍ରମଣରେ ମାଓନେତା କୁହାଯାଉଥିବା ଅଭିଯୁକ୍ତ ସବ୍ୟସାଚି ପଣ୍ଡା, ପ୍ରତାପ କିମ୍ବିକା, ମଞ୍ଜୁଲତା ମୁଦୁଲି ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି । ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି ୩ ଜଣ । ୫୧
Read More...