Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍ ଜୋନ୍
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍କୁ ଯିବ +୨ ପ୍ରଶ୍ନପତ୍ର
Browsing Category
ଅପରାଧ
ବିଏସ୍ଏଫ୍ ଯବାନଙ୍କ ଆକ୍ରମଣରେ ଆହତ ଟ୍ରାଫିକ କନଷ୍ଟେବଲ
ଭୁବନେଶ୍ବର୍; ରାଜଧାନୀ ଭୁବନେଶ୍ୱରର ଭିଏସଏସ ନଗରରେ ଗାଡ଼ି ପାର୍କିଂକୁ ନେଇ ଗଣ୍ଡଗୋଳ। ଜଣେ ବିଏସ୍ଏଫ୍ ଯବାନଙ୍କ ଆକ୍ରମଣରେ ଆହତ ହୋଇଛନ୍ତି ଜଣେ ଟ୍ରାଫିକ କନଷ୍ଟେବଲ। ଆହତ କନଷ୍ଟେବଳଙ୍କ ନାଁ ମନୋଜ ବେହେରା। ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ!-->…
Read More...
Read More...
ନକ୍ସଲ ଗୁଳିରେ ୩ ଯବାନ ସହିଦ, ୨ ଗୁରୁତର ଆହତ
ଛତିଶଗଡ; ନକ୍ସଲ ଗୁଳିରେ ୩ ଯବାନ ସହିଦ, ୨ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ହସ୍ପିଟାଲକୁ ନିଆଯାଇଛି। କୁନ୍ଦେଡ ଓ ଜାଗେରଗୁଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରସନ ବେଳେ ମାଓବାଦୀଙ୍କ ଆମ୍ବ୍ୟୁସରେ ଫସି ଯାଇଥିଲେ ଯବାନ । ସର୍ଚ୍ଚ ଅପରେସନ ବେଳେ ମାଓବାଦୀଙ୍କ ସହ!-->…
Read More...
Read More...
୪ ଦିନିଆ ରିମାଣ୍ଡରେ ଗଲେ ବାବୁରାମ ଦେ
ବାଲେଶ୍ୱର: ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେ’ଙ୍କୁ ପୁଲିସ ୪ ଦିନିଆ ରିମାଣ୍ଡରେ ନେଇଛି। ପାକିସ୍ତାନକୁ ତଥ୍ୟ ଲିକ୍ ଅଭିଯୋଗରେ ଗିରଫ ମାମଲାରେ ଗତକାଲି ଗିରଫ ହୋଇଥିବା ଚାନ୍ଦିପୁରସ୍ଥିତ ଆଇଟିଆର୍ର ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେ’ଙ୍କୁ ପୁଲିସ ୪ ଦିନିଆ ରିମାଣ୍ଡରେ ନେଇଛି।!-->…
Read More...
Read More...
ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ଜଣେ ଗିରଫ
ବାଲେଶ୍ବର: ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ବାଲେଶ୍ୱର ପୁଲିସ । ଡିଆରଡିଓ ତଥ୍ୟ ଲିକ୍ ପ୍ରସଙ୍ଗରେ ବାଲେଶ୍ୱର ପୁଲିସ ପ୍ରେସ ମିଟ୍ କରି ସୂଚନା ଦେଇଛି ।
ଗଣମାଧ୍ୟମର ପ୍ରତିନିଧିଙ୍କୁ ଆଇଜି ହିମାଂଶୁ ଲାଲ ଓ ବାଲେଶ୍ବର ଏସ୍ପି ସାଗରିକା ନାଥ କହିଛନ୍ତି,!-->!-->!-->…
Read More...
Read More...
ଇନ୍ଫର୍ମର ସନ୍ଦେହରେ ଯୁବକଙ୍କୁ ଗୁଳି କରି ହତ୍ୟା କଲେ ନକ୍ସଲ
ରାଇଘର: ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ରାଇଘର ବ୍ଲକ ଅନ୍ତର୍ଗତ ହାତୀଗାଁ ପଞ୍ଚାୟତର ଖାଲେପାରାଠାରେ ଇନ୍ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରିଛନ୍ତି ନକ୍ସଲ। ଯୁବକ ଜଣକ ଉକ୍ତ ଗ୍ରାମର ଚନ୍ଦନ ମଲ୍ଲିକ (୪୨) ବୋଲି ସୂଚନା ମିଳିଥିବା ବେଳେ ପୁଲିସ ଇନଫର୍ମର ଅଭିଯୋଗ କରି!-->…
Read More...
Read More...
ଅବଦୁର୍ ରହେମାନକୁ ୭ ବର୍ଷ ୫ ମାସ ଜେଲ୍ ଦଣ୍ଡାଦେଶ
ନୂଆଦିଲ୍ଲୀ; ଦିଲ୍ଲୀ ପୁଲିସ ଦ୍ବାରା ଗିରଫ ହୋଇଥିବା କଟକର ଅବଦୁର ରହେମାନକୁ ଆଜି ଦଣ୍ଡବିଧାନ ହୋଇଛି। ତାକୁ ୭ ବର୍ଷ ୫ ମାସ ଜେଲ୍ ଦଣ୍ଡାଦେଶ ସହ ଅନ୍ୟ ତିନି ସହଯୋଗୀଙ୍କୁ ମଧ୍ୟ ସମାନ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହାସହ ୨୫ ହଜାର ଲେଖାଏଁ ଜରିମାନା ଦଣ୍ଡାଦେଶ ଦିଆଯାଇଛି।
!-->!-->!-->…
Read More...
Read More...
ଏବେ ଜେଲରେ ଗୋପାଳ ଦାସ
ଝାରସୁଗୁଡା; ନବକିଶୋର ଦାସ ହତ୍ୟା ମାମଲାରେ ଏବେ ଜେଲରେ ରହିଛି ଅଭିଯୁକ୍ତ ଗୋପାଳ ଦାସ । ଅଭିଯୁକ୍ତ ଗୋପାଳ ଦାସକୁ ଝାରସୁଗୁଡ଼ା ଜେଏମଏଫସି କୋର୍ଟରେ ହାଜର ପରେ ଝାରସୁଗୁଡ଼ା ଉପକାରାଗାରକୁ ନିଆଯାଇଛି। ତୃତୀୟ ପର୍ଯ୍ୟାୟ ରିମାଣ୍ଡ ସରିବା ପରେ କଡ଼ା ସୁରକ୍ଷା ବଳୟରେ ଗୋପାଳକୁ କୋର୍ଟରେ ହାଜର!-->…
Read More...
Read More...
ଡାଟା ଲିକ୍ ଅଭିଯୋଗରେ ବନ୍ଧା ହେଲେ ହାଲର ଦୁଇ କର୍ମଚାରୀ
କୋରାପୁଟ; ହାଲରେ ସିବିଆଇ ଚଢ଼ଉ କରିଛି। ଦୁଇ ଜଣ ହାଲ କର୍ମଚାରୀଙ୍କୁ ଉଠାଇ ନେଇଛି ସିବିଆଇ। ସେମାନଙ୍କ ଭିତରେ ଜଣେ ଅଫିସର ଅଛନ୍ତି। ହନିଟ୍ରାପ୍ ଅଭିଯୋଗରେ ଦୁଇ କର୍ମଚାରୀଙ୍କୁ ବାନ୍ଧିଛି ସିବିଆଇ।
ଚଢ଼ଉ କରିଥିବା ଟିମ୍ ମହାରାଷ୍ଟ୍ରର ନାସିକରୁ ଆସିଥିବା ବିଶ୍ବସ୍ତ ସୂତ୍ରରୁ!-->!-->!-->…
Read More...
Read More...
ସରିଲା ଅଭିଯୁକ୍ତ ଗୋପାଳ ଦାସର ନାର୍କୋ ଟେଷ୍ଟ
ଝାରସୁଗୁଡା; ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଗୋପାଳକୃଷ୍ଣ ଦାସର ନାର୍କୋ ଟେଷ୍ଟ ଶେଷ ହୋଇଛି। ଗୁଜରାଟର ଗାନ୍ଧିନଗରସ୍ଥିତ ଡିଏଫ୍ଏସରେ ଗୋପାଳର ନାର୍କୋ ଟେଷ୍ଟ କରାଯାଇଛି। ନାର୍କୋ ଟେଷ୍ଟ ପରେ ଅଚେତ ହୋଇପଡ଼ିଛି ଗୋପାଳ । ପରୀକ୍ଷା ସମୟରେ ନିଶ୍ଚେତକ!-->…
Read More...
Read More...
ନବ ଦାସ ହତ୍ୟା ମାମଲା; କ୍ରାଇମ ସ୍ପଟରେ ପୁଲିସ ଡିଜିଙ୍କ ସହ ବରିଷ୍ଠ ଅଧିକାରୀ
ଝାରସୁଗୁଡା; ଝାରସୁଗୁଡା ବ୍ରଜରାଜନଗରର ଗାନ୍ଧୀ ଛକରେ କ୍ରାଇମସ୍ପଟରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ପୁଲିସ ଡିଜିଙ୍କ ସହ ବରିଷ୍ଠ ଅଧିକାରୀ ହତ୍ୟାକାଣ୍ଡର ବିଭିନ୍ନ ଦିଗକୁ ନେଇ ଡିଜିପି ତର୍ଜମା କରିଛନ୍ତି । ସେପଟେ, ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ୧୦ ଦିନ ବିତିଛି । ହେଲେ!-->…
Read More...
Read More...