ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category

ଅପରାଧ

୪ ଦିନିଆ ରିମାଣ୍ଡରେ ଗଲେ ବାବୁରାମ ଦେ

ବାଲେଶ୍ୱର: ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେ’ଙ୍କୁ ପୁଲିସ ୪ ଦିନିଆ ରିମାଣ୍ଡରେ ନେଇଛି। ପାକିସ୍ତାନକୁ ତଥ୍ୟ ଲିକ୍‌ ଅଭିଯୋଗରେ ଗିରଫ ମାମଲାରେ ଗତକାଲି ଗିରଫ ହୋଇଥିବା ଚାନ୍ଦିପୁରସ୍ଥିତ ଆଇଟିଆର୍‌ର ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେ’ଙ୍କୁ ପୁଲିସ ୪ ଦିନିଆ ରିମାଣ୍ଡରେ ନେଇଛି।
Read More...

ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ଜଣେ ଗିରଫ

ବାଲେଶ୍ବର: ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ବାଲେଶ୍ୱର ପୁଲିସ । ଡିଆରଡିଓ ତଥ୍ୟ ଲିକ୍ ପ୍ରସଙ୍ଗରେ ବାଲେଶ୍ୱର ପୁଲିସ ପ୍ରେସ ମିଟ୍ କରି ସୂଚନା ଦେଇଛି । ଗଣମାଧ୍ୟମର ପ୍ରତିନିଧିଙ୍କୁ ଆଇଜି ହିମାଂଶୁ ଲାଲ ଓ ବାଲେଶ୍ବର ଏସ୍‌ପି ସାଗରିକା ନାଥ କହିଛନ୍ତି,
Read More...

ଇନ୍‌ଫର୍ମର ସନ୍ଦେହରେ ଯୁବକଙ୍କୁ ଗୁଳି କରି ହତ୍ୟା କଲେ ନକ୍ସଲ

ରାଇଘର: ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ରାଇଘର ବ୍ଲକ ଅନ୍ତର୍ଗତ ହାତୀଗାଁ ପଞ୍ଚାୟତର ଖାଲେପାରାଠାରେ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରିଛନ୍ତି ନକ୍ସଲ। ଯୁବକ ଜଣକ ଉକ୍ତ ଗ୍ରାମର ଚନ୍ଦନ ମଲ୍ଲିକ (୪୨) ବୋଲି ସୂଚନା ମିଳିଥିବା ବେଳେ ପୁଲିସ ଇନଫର୍ମର ଅଭିଯୋଗ କରି
Read More...

ଅବଦୁର୍‌ ରହେମାନକୁ ୭ ବର୍ଷ ୫ ମାସ ଜେଲ୍ ଦଣ୍ଡାଦେଶ

ନୂଆଦିଲ୍ଲୀ; ଦିଲ୍ଲୀ ପୁଲିସ ଦ୍ବାରା ଗିରଫ ହୋଇଥିବା କଟକର ଅବଦୁର‌ ରହେମାନକୁ ଆଜି ଦଣ୍ଡବିଧାନ ହୋଇଛି। ତାକୁ  ୭ ବର୍ଷ ୫ ମାସ ଜେଲ୍ ଦଣ୍ଡାଦେଶ ସହ ଅନ୍ୟ ତିନି ସହଯୋଗୀଙ୍କୁ ମଧ୍ୟ ସମାନ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହାସହ ୨୫ ହଜାର ଲେଖାଏଁ ଜରିମାନା ଦଣ୍ଡାଦେଶ ଦିଆଯାଇଛି।
Read More...

ଏବେ ଜେଲରେ ଗୋପାଳ ଦାସ

ଝାରସୁଗୁଡା; ନବକିଶୋର ଦାସ ହତ୍ୟା ମାମଲାରେ ଏବେ ଜେଲରେ ରହିଛି ଅଭିଯୁକ୍ତ ଗୋପାଳ ଦାସ । ଅଭିଯୁକ୍ତ ଗୋପାଳ ଦାସକୁ ଝାରସୁଗୁଡ଼ା ଜେଏମଏଫସି କୋର୍ଟରେ ହାଜର ପରେ ଝାରସୁଗୁଡ଼ା ଉପକାରାଗାରକୁ ନିଆଯାଇଛି। ତୃତୀୟ ପର୍ଯ୍ୟାୟ ରିମାଣ୍ଡ ସରିବା ପରେ କଡ଼ା ସୁରକ୍ଷା ବଳୟରେ ଗୋପାଳକୁ କୋର୍ଟରେ ହାଜର
Read More...

ଡାଟା ଲିକ୍ ଅଭିଯୋଗରେ ବନ୍ଧା ହେଲେ ହାଲର ଦୁଇ କର୍ମଚାରୀ

କୋରାପୁଟ; ହାଲରେ ସିବିଆଇ ଚଢ଼ଉ କରିଛି। ଦୁଇ ଜଣ ହାଲ କର୍ମଚାରୀଙ୍କୁ ଉଠାଇ ନେଇଛି ସିବିଆଇ। ସେମାନଙ୍କ ଭିତରେ ଜଣେ ଅଫିସର ଅଛନ୍ତି। ହନିଟ୍ରାପ୍‌ ଅଭିଯୋଗରେ ଦୁଇ କର୍ମଚାରୀଙ୍କୁ ବାନ୍ଧିଛି ସିବିଆଇ। ଚଢ଼ଉ କରିଥିବା ଟିମ୍‌ ମହାରାଷ୍ଟ୍ରର ନାସିକରୁ ଆସିଥିବା ବିଶ୍ବସ୍ତ ସୂତ୍ରରୁ
Read More...

ସରିଲା ଅଭିଯୁକ୍ତ ଗୋପାଳ ଦାସର ନାର୍କୋ ଟେଷ୍ଟ

ଝାରସୁଗୁଡା; ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଗୋପାଳକୃଷ୍ଣ ଦାସର ନାର୍କୋ ଟେଷ୍ଟ ଶେଷ ହୋଇଛି। ଗୁଜରାଟର ଗାନ୍ଧିନଗରସ୍ଥିତ ଡିଏଫ୍ଏସରେ ଗୋପାଳର ନାର୍କୋ ଟେଷ୍ଟ କରାଯାଇଛି। ନାର୍କୋ ଟେଷ୍ଟ ପରେ ଅଚେତ ହୋଇପଡ଼ିଛି ଗୋପାଳ । ପରୀକ୍ଷା ସମୟରେ ନିଶ୍ଚେତକ
Read More...

ନବ ଦାସ ହତ୍ୟା ମାମଲା; କ୍ରାଇମ ସ୍ପଟରେ ପୁଲିସ ଡିଜିଙ୍କ ସହ ବରିଷ୍ଠ ଅଧିକାରୀ

ଝାରସୁଗୁଡା; ଝାରସୁଗୁଡା ବ୍ରଜରାଜନଗରର ଗାନ୍ଧୀ ଛକରେ କ୍ରାଇମସ୍ପଟରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ପୁଲିସ ଡିଜିଙ୍କ ସହ ବରିଷ୍ଠ ଅଧିକାରୀ ହତ୍ୟାକାଣ୍ଡର ବିଭିନ୍ନ ଦିଗକୁ ନେଇ ଡିଜିପି ତର୍ଜମା କରିଛନ୍ତି । ସେପଟେ, ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ୧୦ ଦିନ ବିତିଛି । ହେଲେ
Read More...

ବଡ଼ମ୍ବା ରେଞ୍ଜର ଓ ଦୁଇ ଏସିଏଫଙ୍କୁ ଗିରଫ

କଟକ: ମୃତକ ଧନେଶ୍ବର ବେହେରାଙ୍କ ପରିବାର ଓ ସଂପର୍କୀୟ ବଡ଼ମ୍ବା ରେଞ୍ଜର ଓ ଦୁଇ ଏସିଏଫଙ୍କ ନାଆଁରେ ବଡ ଅଭିଯୋଗ ଆଣିଛନ୍ତି । ସେମାନଙ୍କ କହିବା ଅନୁଯାୟୀ, ସାଦା ପୋଷାକରେ ଆସି ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରା, ଏସିଏଫ୍ ଘନଶ୍ୟାମ ମୁଦୁଲି ଓ ହରେକୃଷ୍ଣ ମଲ୍ଲିକ ଧନେଶ୍ବର ବେହେରାଙ୍କୁ
Read More...

ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ବୋମାମାଡ

ଭୁବନେଶ୍ବର; ଗତକାଲି ବିଳମ୍ବିତ ରାତିରେ ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ବୋମାମାଡ ହୋଇଛି। ଖାଇବା ପରେ ବଚସାକୁ ନେଇ ହୋଟେଲ ଉପରେ ବୋମାମାଡ କରିଛନ୍ତି ଦୁର୍ବୃତ୍ତ। ବସଷ୍ଟାଣ୍ଡ ନିକଟରେ ଥିବା ଏକ ହୋଟେଲ ଉପରକୁ ବୋମା ଫିଙ୍ଗିଛନ୍ତି ଦୁର୍ବୃତ୍ତ । ଏଥିରେ ଆହତ ହୋଇଥିବା ୩ ଜଣଙ୍କୁ ମେଡିକାଲରେ
Read More...