ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ଅପରାଧ

ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଅଧିକାରୀ

ରାୟଗଡା; ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ଅଧିକାରୀ । ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ୍‌ର ସହକାରୀ ମୃତ୍ତିକ ସଂରକ୍ଷଣ ଅଧିକାରୀ ଭାବେ ନିଯୁକ୍ତ ଅଛନ୍ତି କିଶୋରଚନ୍ଦ୍ର ନାୟକ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ ୫
Read More...

ରେଲୱେ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଣେ ରେଲୱେ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ କରୁଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଳବାଇର କାର୍ଯ୍ୟରତ ଅଫିସରଙ୍କ ଭୁବନେଶ୍ୱର ସମେତ ମୋଟ ୪ଟି ଜାଗାରେ ଚଢ଼ାଉ କରୁଛି ସିବିଆଇ। ଭୁବନେଶ୍ୱରର ୨ଟି, କଟକ ଓ ଜଗତସିଂହପୁରର
Read More...

ରାତି ଅଧରେ ମହିଳା ସବ୍-ଇନ୍ସପେକ୍ଟରଙ୍କୁ ଆକ୍ରମଣ ଉଦ୍ୟମ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ରାତି ଅଧରେ ଜଣେ ମହିଳା ସବ୍-ଇନ୍ସପେକ୍ଟରଙ୍କ କାର୍‌କୁ କିଛି ଦୁର୍ବୃତ୍ତ ପିଛା କରିଥିବା ଅଭିଯୋଗ ହୋଇଛି । ସେମାନେ ମହିଳା ସବ୍-ଇନ୍ସପେକ୍ଟରଙ୍କୁ ଖଣ୍ଡାରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିବା ସୂଚନା ରହିଛି । ଜାଣିବାକୁ ମିଳିଛି ଯେ
Read More...

ଜେଲରେ ଆତତାୟୀଙ୍କ ଗୁଳିକାଣ୍ଡ, ୧୪ ମୃତ୍ୟୁ

ମେକ୍ସିକୋ; ମେକ୍ସିକୋ ଜେଲରେ ଆଖିବୁଜା ଗୁଳି ମାଡ଼ । ଆତତାୟୀଙ୍କ ଗୁଳିମାଡରେ ଘଟଣାସ୍ଥଳରେ ହିଁ ୧୪ ଜଣଙ୍କର ଜୀବନ ଚାଲିଯାଇଛି । ମେକ୍ସିକୋର ଉତ୍ତର ସ୍ୟୁଦାଦ ଜୁୟାରେଜ ସହରର ଜେଲରେ କିଛି ବନ୍ଧୁକଧାରୀ ଅତର୍କିତ ଆକ୍ରମଣ କରିଥିଲେ । ଆକ୍ରମଣରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଗୁଳିକାଣ୍ଡର
Read More...

ବନ୍ଧା ହେଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ବର; ବନ୍ଧା ହେଲେ ଭବାନୀପାଟଣା ମୁନିସିପାଲିଟି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ନେଇ ରେଡ୍ ପରେ ଗିରଫ ହୋଇଛନ୍ତି ସମୀର ଠାକୁର । ସମୀରଙ୍କୁ କୋର୍ଟ ଚାଲାଣ କରାଯାଇଛି । ସୂଚନା ଅନୁଯାୟୀ, ସମୀର ଠାକୁରଙ୍କର ଅମାପ ସମ୍ପତ୍ତି ରହିଛି
Read More...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ ସମୀର ଠାକୁର

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌର ପରିଷଦର ଉପନିର୍ବାହୀ ଯନ୍ତ୍ରୀ ସମୀର ଠାକୁରଙ୍କ ଘରେ ଭିଜିଲାନ୍ସ  ଚଢ଼ାଉ ହୋଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ମହାବୀର ପଡ଼ାରେ ଥିବା ତାଙ୍କ ୩ ମହଲା ବିଶି‌ଷ୍ଟ ବାସଭବନ, ପୌର କାର୍ଯ୍ୟାଳୟ ଓ ମାରୱାରିପଡ଼ାରେ
Read More...

ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର

ଜଗତସିଂହପୁର; ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚିତ୍ତରଞ୍ଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ମଙ୍ଗଳବାର ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଅତର୍କିତ ଚଢ଼ଉ କରିଛି । ଭିଜିଲାନ୍ସ ବିଭାଗର ୨ ଜଣ ଡିଏସ୍‌ପିଙ୍କ
Read More...

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ଭୁବନେଶ୍ବର; ପୁଣି ଭିଜିଲାନ୍ସ କବ୍ଜାରେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡକଲ ଆମ୍ପା ଭାଲି ଲାଇମ ଷ୍ଟୋନ୍ ମାଇନ୍ସର ଡେପୁଟି ମ୍ୟାନେଜର ଗୟା ସାଆନ୍ତରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଗୟା ସାଆନ୍ତରାଙ୍କ ଘର ଓ ଅଫିସ ସମେତ ୭ଟି ସ୍ଥାନରେ ରେଡ୍
Read More...

ଜେଲରେ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା

କଣ୍ଟାବାଞ୍ଝି; ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆଜି କଣ୍ଟାବାଞ୍ଝି ଜେଲ୍ ଭିତରେ ରଶି ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହା ଦେଖିବା ପରେ ଜେଲ କର୍ତ୍ତୃପକ୍ଷ ତାଙ୍କୁ ଉଦ୍ଧାର କରି ମେଡିକାଲକୁ ଆଣିଥିଲେ। ହେଲେ ଗୋବିନ୍ଦଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର।
Read More...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଗଜପତି; ବଢିବାରେ ଲାଗିଛି ଭିଜିଲାନ୍ସ ଚଢାଉ । ପ୍ରତିଦିନ ଭିଜିଲାନ୍ସ ଜାଲରେ ପଡୁଛନ୍ତି ସରକାରୀ ଯନ୍ତ୍ରୀମାନେ । ଆଜି ବି ଗଜପତି ଜିଲ୍ଲା ରାୟଗଡ଼ ପଞ୍ଚାୟତ ସମିତିର ସହକାରୀ ଯନ୍ତ୍ରୀ ଦିଲ୍ଲୀପ କୁମାର ସାହୁ ଭିଜିଲାନ୍ସ କବଜାରେ ପଡିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ
Read More...