ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category

ଅପରାଧ

ଛୁଆକୁ ମାରିବା ପରେ ମା’ର ଆତ୍ମହତ୍ୟା

କଟକ: ଦୁଇ ବର୍ଷର ଛୁଆକୁ ତଣ୍ଟି ଚିପି ମାରିଲା ମା’ । ଛୁଆକୁ ମାରିବା ପରେ ମା କରିଛି ଆତ୍ମହତ୍ୟା । ଘଟଣାରେ ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଜାରି ରହିଛି । ତେବେ ଜଣେ ମା’ ଏଭଳି ଚରମ ପଦକ୍ଷେପ କାହିଁକି ନେଲେ ସେନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ । ମିଳିଥିବା ସୂଚନା ଅନୁଯାୟୀ,
Read More...

ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ

କଟକ: ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ । ଗୁରିଡିଝାଟିଆ ଥାନା ଏକ ଘଞ୍ଚ ଜଙ୍ଗଲରୁ ମୃତଦେହ ମିଳିଛି । ମଙ୍ଗଳାବାଗ ଥାନା ଆଇଆଇସି ଏ ନେଇ ସୂଚନା ଦେଇଛନ୍ତି । ତାଙ୍କ ଦେହରେ ଅନେକଗୁଡ଼ିଏ କ୍ଷତ ଚିହ୍ନ ଏବଂ ଆଖି ଦୁଇଟିକୁ ନଷ୍ଟ କରିଦିଆଯାଇଥିବାର ସୂଚନା ମିଳିଛି।
Read More...

ଭିଜିଲାନ୍ସ ଜାଲରେ ଫସିଲେ ରେଞ୍ଜର

ସୁନ୍ଦରଗଡ; ପୁଣି ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ବାବୁ । ସୁନ୍ଦରଗଡ଼ ଉଜଳପୁର ରେଞ୍ଜର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଞ୍ଜର ସଂଗ୍ରାମ କେଶରୀ ମିନିହିରାଙ୍କ ଘରେ ରେଡ୍ ଚାଲିଛି । ତେବେ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ।
Read More...

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ

ରାଉରକେଲା; ଭିଜିଲାନ୍ସ କବଜ୍ଜାରେ ପଡ଼ିଲେ ରାଉରକେଲା ଆରଡବ୍ଲୁ ଡିଭିଜନର କନିଷ୍ଠ କିରାଣୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ କିରାଣି ନନ୍ଦୀ କିଶୋର ନାଥଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ନନ୍ଦୀ କିଶୋର ରାଉରକେଲା ଆରଡବ୍ଲୁ ଡିଭିଜନ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ୍‌ରେ
Read More...

ଜେଲରୁ ମୁକୁଳିବେ କୋଚର ଦମ୍ପତି

ମୁମ୍ବାଇ; ବହୁଚର୍ଚ୍ଚିତ ଆଇସିଆଇସିଆଇ ବ୍ୟାଙ୍କ୍-ଭିଡିଓକନ୍ ଋଣ ଘୋଟାଲା ମାମଲାରେ ଡିସେମ୍ବରରେ ଗିରଫ ହୋଇଥିଲେ ପୂର୍ବତନ ସିଇଓ ଚନ୍ଦା କୋଚର ଓ ତାଙ୍କ ସ୍ୱାମୀ ଦୀପକ କୋଚର । ଆଜି ବମ୍ବେ ହାଇକୋର୍ଟରୁ ଉଭୟଙ୍କୁ ଜାମିନ ମିଳିଛି । ବମ୍ବେ ହାଇକୋର୍ଟଙ୍କ କହିବା ଅନୁଯାୟୀ, ପୂର୍ବରୁ ଉଭୟ ଚନ୍ଦା
Read More...

ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଅଧିକାରୀ

ରାୟଗଡା; ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ଅଧିକାରୀ । ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ୍‌ର ସହକାରୀ ମୃତ୍ତିକ ସଂରକ୍ଷଣ ଅଧିକାରୀ ଭାବେ ନିଯୁକ୍ତ ଅଛନ୍ତି କିଶୋରଚନ୍ଦ୍ର ନାୟକ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ ୫
Read More...

ରେଲୱେ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଣେ ରେଲୱେ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ କରୁଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଳବାଇର କାର୍ଯ୍ୟରତ ଅଫିସରଙ୍କ ଭୁବନେଶ୍ୱର ସମେତ ମୋଟ ୪ଟି ଜାଗାରେ ଚଢ଼ାଉ କରୁଛି ସିବିଆଇ। ଭୁବନେଶ୍ୱରର ୨ଟି, କଟକ ଓ ଜଗତସିଂହପୁରର
Read More...

ରାତି ଅଧରେ ମହିଳା ସବ୍-ଇନ୍ସପେକ୍ଟରଙ୍କୁ ଆକ୍ରମଣ ଉଦ୍ୟମ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ରାତି ଅଧରେ ଜଣେ ମହିଳା ସବ୍-ଇନ୍ସପେକ୍ଟରଙ୍କ କାର୍‌କୁ କିଛି ଦୁର୍ବୃତ୍ତ ପିଛା କରିଥିବା ଅଭିଯୋଗ ହୋଇଛି । ସେମାନେ ମହିଳା ସବ୍-ଇନ୍ସପେକ୍ଟରଙ୍କୁ ଖଣ୍ଡାରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିବା ସୂଚନା ରହିଛି । ଜାଣିବାକୁ ମିଳିଛି ଯେ
Read More...

ଜେଲରେ ଆତତାୟୀଙ୍କ ଗୁଳିକାଣ୍ଡ, ୧୪ ମୃତ୍ୟୁ

ମେକ୍ସିକୋ; ମେକ୍ସିକୋ ଜେଲରେ ଆଖିବୁଜା ଗୁଳି ମାଡ଼ । ଆତତାୟୀଙ୍କ ଗୁଳିମାଡରେ ଘଟଣାସ୍ଥଳରେ ହିଁ ୧୪ ଜଣଙ୍କର ଜୀବନ ଚାଲିଯାଇଛି । ମେକ୍ସିକୋର ଉତ୍ତର ସ୍ୟୁଦାଦ ଜୁୟାରେଜ ସହରର ଜେଲରେ କିଛି ବନ୍ଧୁକଧାରୀ ଅତର୍କିତ ଆକ୍ରମଣ କରିଥିଲେ । ଆକ୍ରମଣରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଗୁଳିକାଣ୍ଡର
Read More...

ବନ୍ଧା ହେଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ବର; ବନ୍ଧା ହେଲେ ଭବାନୀପାଟଣା ମୁନିସିପାଲିଟି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ନେଇ ରେଡ୍ ପରେ ଗିରଫ ହୋଇଛନ୍ତି ସମୀର ଠାକୁର । ସମୀରଙ୍କୁ କୋର୍ଟ ଚାଲାଣ କରାଯାଇଛି । ସୂଚନା ଅନୁଯାୟୀ, ସମୀର ଠାକୁରଙ୍କର ଅମାପ ସମ୍ପତ୍ତି ରହିଛି
Read More...