ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

ଅପରାଧ

ଦିଲ୍ଲୀ ବିସ୍ଫୋରଣ ପଛରେ ବାଂଲାଦେଶ ଲିଙ୍କ୍‌

ନୂଆ ଦିଲ୍ଲୀ: ଦିଲ୍ଲୀ ଲାଲ୍ କିଲ୍ଲା ନିକଟରେ ଗତ ୧୦ ତାରିଖରେ ଘଟିଥିବା କାର ବିସ୍ଫୋରଣ ଘଟଣାରେ ବାଂଲାଦେଶ ଲିଙ୍କ୍‌ ସାମ୍ନାକୁ ଆସିଛି। ଏହି ଆତ୍ମଘାତୀ ଆକ୍ରମଣ ପଛରେ ବାଂଲାଦେଶର ହାତ ଥିବା ତଦନ୍ତକାରୀ ସଂସ୍ଥା ଏନଆଇଏକୁ ସୂଚନା ମିଳିଛି। ତଦନ୍ତକାରୀଙ୍କ ସୂଚନା ଅନୁସାରେ, ଅକ୍ଟୋବର ଶେଷ
Read More...

୨ ସନ୍ଦିଗ୍ଧ ବାଂଲାଦେଶୀ ଅଟକ, ବନ୍ଧୁକ ସହ ୧୦ଟି କଟୁରୀ ଜବତ

ଜଗତସିଂହପୁର: ଜଗତସିଂହପୁର ସଦର ଥାନା ବେହେରାମପୁର ବସ୍ତିରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀଙ୍କୁ ଅଟକ ରଖାଯାଇଛି। ଚଢ଼ାଉ ବେଳେ ଗୋଟିଏ ବନ୍ଧୁକ ଜବତ ସହିତ ୫ଟି କଟୁରୀ ଓ ଆପତ୍ତି ଜନକ ସାମଗ୍ରୀ ଜବତ କରିଛି ପୋଲିସ। ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ାଉ କରିବା ସମୟରେ ସନ୍ଦିଗ୍ଧ ବାଂଲାଦେଶୀ
Read More...

ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ମିଳିଛି ମୃତ୍ୟୁଦଣ୍ଡ। ମାନବତା ବିରୋଧୀ ଅପରାଧ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ସ୍ୱତନ୍ତ୍ର ଟ୍ରିବ୍ୟୁନାଲର ରାୟ ଆସିଛି। ନରସଂହାର ମାମଲାରେ ହାସିନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି
Read More...

ଜଙ୍ଗଲରୁ ବିପୁଳ ବିସ୍ଫୋରକ ଜବତ

ନ୍ୟୁଜ୍ ବ୍ୟୁରୋ: ପୋଲିସ ଓ ବିଏସଏଫକୁ ମିଳିଛି ଆଉ ଏକ ବଡ ସଫଳତା। ଏକ ଗୁମ୍ଫାରୁ ମାଓବାଦୀ ଲୁଚାଇଥିବା ବିସ୍ଫୋରକ ଜବତ ହୋଇଛି। କାଲିମେଳା ଥାନା ଦୁଲାଗୁଣ୍ଡି ଜଙ୍ଗଲରେ ବିଏସଏଫ ଏବଂ ଓଡ଼ିଶା ପୁଲିସ ପକ୍ଷରୁ ମିଳିତ କୋମ୍ବିଂ ସମୟରେ ପଥର ଗୁମ୍ଫା ତଳେ ଲୁଚାଇ ରଖାଯାଇଥିବା ଏହି ବିସ୍ଫୋରକର
Read More...

ଆତ୍ମସର୍ମପଣ କଲେ ଦୁଇ ହାର୍ଡକୋର୍‌ ମାଓବାଦୀ

ନ୍ୟୁଜ୍ ବ୍ୟୁରୋ: ଲାତେହାର ପୋଲିସ ନିକଟରେ ଜେଜେଏମ୍‌ପି ସଂଗଠନର ୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ। ଦୁଇ ମାଓବାଦୀଙ୍କ ମୁଣ୍ଡରେ ଥିଲା ୫ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର। ୨ ହାର୍ଡକୋର ମାଓବାଦୀ ହେଲେ ଅବଧେଶ ଲୋହାର ଓ ବ୍ରଜେଶ ଯାଦବ। ପାଲାମୁ ଆଇଜି ଶୈଳେନ୍ଦ୍ର କୁମାର ସିହ୍ନା,
Read More...

ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍

ଭୁବନେଶ୍ବର: ବିଜେଡି ନେତାଙ୍କ ଘରେ ଆୟକର ଚଢାଉ। ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ରବିବାର ଆୟକର ଚଢାଉ ହୋଇଛି। କୋମନା ସ୍ଥିତ ମନୋଜ ମିଶ୍ରଙ୍କ ବାସଭବନରେ ଆୟକର ବିଭାଗର ପକ୍ଷରୁ ଚଢାଉ କରାଯାଇଛି।ମନୋଜ ମିଶ୍ର କୋମନା ବ୍ଲକ୍‌ର ପୂର୍ବତନ ବିଜେଡି ଅଧ୍ୟକ୍ଷ ଥିଲେ। ପୂର୍ବରୁ ନୂଆପଡ଼ା ଜିଲ୍ଲା
Read More...

ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ

ପୁରୀ : ପୁରୀ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ଦେଖିବାକୁ ମିଳିଛି। ଆଜି ଜଣେ ଶ୍ରଦ୍ଧାଳୁ ଗର୍ଭ ଗୃହକୁ ପ୍ରବେଶ କରିଥିବାବେଳେ ଅନ୍ୟଜଣଙ୍କ ନିକଟରୁ ହିଡେନ୍ କ୍ୟାମେରା ଯୁକ୍ତ ଚଷମା ଜବତ କରାଯାଇଛି। ଆଜି ସକାଳେ ଜଣେ ଶ୍ରଦ୍ଧାଳୁ ସେବାୟତ ବେଶ ଧାରଣ କରି ପ୍ରବେଶ କରିଛନ୍ତି।
Read More...

ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ

ନ୍ୟୁଜ୍ ବ୍ୟୁରୋ: ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଏବଂ ସିଲିକନ୍ ଟେକ୍ ମାଲିକ ସୁରେଶ ନାୟକଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚରାଯାଇଥିଲେ ମଧ୍ୟ ସେମାନେ କେହି ସନ୍ତୋଷଜନକ ଉତ୍ତର ଦେଉନାହାନ୍ତି। ଯାହାକୁ ନେଇ
Read More...

ବ୍ରହ୍ମପୁରରେ ଗ୍ରୀନ୍‌ ଇଣ୍ଡିଆ କମ୍ପାନୀ ମାଲିକଙ୍କ ଘରେ ଇଡିର ଚଢ଼ାଉ

ବ୍ରହ୍ମପୁର: ବ୍ରହ୍ମପୁରରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ାଉ। ଚିଟ୍‌ଫଣ୍ଡ କମ୍ପାନି ଗ୍ରୀନ୍‌ ଇଣ୍ଡିଆ କର୍ତ୍ତୃପକ୍ଷ ଘରେ ରେଡ୍ କରାଯାଇଛି। ଅଯୋଧ୍ୟା ନଗର ଅଞ୍ଚଳରେ ଥିବା ଗ୍ରୀନ୍ ଇଣ୍ଡିଆ ସଂସ୍ଥାର ମୁଖ୍ୟ ପ୍ରଦୀପ ସିଂଙ୍କ ଘରେ ଇଡି ତନାଘନା ଚଳାଇଛି। ଲୋକଙ୍କଠୁ ପାଖାପାଖି ୫୦୦ କୋଟି
Read More...

ଏସଆଇ ପରୀକ୍ଷା ସ୍କାମ, ସିଲିକନ୍ ଟେକଲ୍ୟାବ ମାଲିକ ଗିରଫ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା ମାମଲାରେ ଆଉ ଜଣେ ମୁଖ୍ୟ କାର୍ପଟଦାରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଟିମ୍। ସିଲିକନ୍ ଟେକ୍ ପ୍ରାଇଭେଟ୍ ଲିମିଟେଡର ମାଲିକ ସୁରେଶ ନାୟକଙ୍କୁ ଆଜି କଟକ କ୍ରାଇମବ୍ରାଞ୍ଚ ଗିରଫ କରିଛି। କଟକ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ମୁଖ୍ୟ ଅଭିଯୁକ୍ତ
Read More...