ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ
Browsing Category

ଅପରାଧ

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ

ଭୁବନେଶ୍ଵର: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ। ଏହି ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଦାବି କରି ଆଜି ସାତ୍ୟକୀ, କଟକ ଡିସିପିଙ୍କୁ ଭେଟି ନିଜ ପରିବାରର ସୁରକ୍ଷା ଓ ନ୍ୟାୟ ପାଇଁ ଗୁହାରି କରିଛନ୍ତି। ପୈତୃକ ସମ୍ପତ୍ତି ଓ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକାନାକୁ ନେଇ
Read More...

ଆପ୍‌ ନେତା ଲକି ଓବେରାୟଙ୍କୁ ଗୁଳି କରି ହତ୍ୟା

ପଞ୍ଜାବ: ପଞ୍ଜାବର ଜଳନ୍ଧରରେ ଶୁକ୍ରବାର ଆମ୍ ଆଦ୍‌ମୀ ପାର୍ଟି (ଆପ୍)ର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକ ହେଲେ ଲକି ଓବେରାୟ। ଜଳନ୍ଧରର ଜନଗହଳିପୂର୍ଣ୍ଣ ମଡେଲ ଟାଉନ ଅଞ୍ଚଳରେ ଥିବା ଏକ ଗୁରୁଦ୍ୱାର ବାହାରେ ଏହି ଘଟଣା ଘଟିଛି। ଲକି କାରରେ ବସିଥିବା ସମୟରେ ଦୁଇ ଜଣ
Read More...

ଖଣ୍ଡଗିରି ମେଳାରୁ ଫେରିବା ବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର: ଭୁବନେଶ୍ୱରରେ ଶନିବାର ଭୋର ସମୟରେ ଦୁର୍ବୃତ୍ତମାନେ ଖଣ୍ଡାରେ ଜଣେ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ଉକ୍ତ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ହେଲେ ଚିଣ୍ଟୁ। ସେ ରାଜଧାନୀର ପାତ୍ରପଡ଼ା ଅଞ୍ଚଳର ବାସିନ୍ଦା ବୋଲି ଜଣାପଡିଛି।
Read More...

ବେଆଇନ ଏଲପିଜି ଗ୍ୟାସ ଟାଙ୍କି କାରଖାନାରେ ରେଡ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଶୁଆଶୁନିରେ ଥିବା ବେଆଇନ ଏଲପିଜି ଗ୍ୟାସ ଟାଙ୍କି କାରଖାନା ଠାବ ହୋଇଛି। ଏହି ବେଆଇନ କାରଖାନା ଉପରେ ଯୋଗାଣ ବିଭାଗ ରେଡ୍ କରିଛି। ରେଡ୍ ବେଳେ କାରଖାନାରୁ ୫୦୦ରୁ ଅଧିକ ଚୋରା ଗ୍ୟାସ୍ ଟାଙ୍କି ଜବତ ହୋଇଛି। ଗୋଦାମରୁ ଏକ ଗ୍ୟାସ କନଭର୍ଟର ମେସିନ
Read More...

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡିଲେ ଆରଆଇ

ନ୍ୟୁଜ୍ ବ୍ୟୁରୋ: ଭିଜିଲାନ୍ସ ହାତରେ ଧରାପଡିଛନ୍ତି କଟକ ସଦର ତହସିଲର ଆରଆଇ ଜାନକୀ ରଞ୍ଜନ ମଲ୍ଲିକ। ଏକ ମାମଲାରେ ରିପୋର୍ଟ ଦାଖଲ କରିବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଜମି ମାଲିକଙ୍କ ଅଭିଯୋଗ ଆଧାରରେ ଆରଆଇଙ୍କ ଉପରେ ନଜର
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଦୁର୍ଦ୍ଧାନ୍ତ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ଜଣ ଦୁର୍ଦ୍ଧାନ୍ତ ମାଓବାଦୀ। ନିହତ ମାଓବାଦୀଙ୍କ ମଧ୍ୟରେ ଚାରି ଜଣ ମହିଳା ଓ ଦୁଇ ଜଣ ପୁରୁଷ ଥିବା ଜଣାପଡିଛି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର
Read More...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ବାଂଲାଦେଶ: ବାଂଲାଦେଶରେ ଗତ ୨୪ ଘଣ୍ଟାରେ ୨ ଜଣ ହିନ୍ଦୁ ଯୁବକଙ୍କୁ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଏକାକୁ ମିଶାଇ ୧୮ ଦିନରେ ୬ ଜଣ ହିନ୍ଦୁଙ୍କୁ ହତ୍ୟା କରାଗଲାଣି। ଗତକାଲି ରାଣା ପ୍ରତାପ ବୈରାଗୀ (୪୫)ଙ୍କୁ ହତ୍ୟା କରାଯାଇଥିବେଳେ, ଏବେ ମଣି ଚକ୍ରବର୍ତ୍ତୀ ନାମଙ୍କ ଜଣେ
Read More...

ପୁରୀରେ ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

ପୁରୀ: ପୁରୀ ଜିଲ୍ଲାରେ ପୁଣି ଲଜ୍ଜା। ବ୍ରହ୍ମଗିରି ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ତାଙ୍କ ଘରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ପରିବାରର ଅନ୍ୟ ସଦସ୍ୟମାନେ ଘରେ ଅନିପସ୍ଥିତ ଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ଜୋରଜବରଦସ୍ତ ମହିଳାଙ୍କ ଘରେ
Read More...

ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ

କୋରାପୁଟ: ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ। କୋରାପୁଟର ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ଦ୍ୱାରା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାଧିକ ଠିକଣାରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଅନୁମତି ପରେ
Read More...

ଗୋଆ ଅଗ୍ନିକାଣ୍ଡ; ଥାଇଲାଣ୍ଡରୁ ଲୁଥ୍ରା ବ୍ରଦର୍ସ ଗିରଫ

ଗୋଆ: ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣା। ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ। ଏହି ଦୁଇ ଅଭିଯୁକ୍ତଙ୍କୁ ଭାରତ ଅଣାଯାଉଛି ପ୍ରତ୍ୟାର୍ପଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଲୁଥ୍ରା ବ୍ରଦର୍ସଙ୍କ ପାସପୋର୍ଟ ପୂର୍ବରୁ ନିଲମ୍ବିତ କରାଯାଇଥିଲା। କ୍ଲବ୍ ମାଲିକ ସୌରଭ ଏବଂ ଗୌରବ
Read More...