Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category
ଅପରାଧ
ବିଜାପୁର ଏନକାଉଣ୍ଟରରେ ଟିଳିଲେ ୩ ନକ୍ସଲ
ଛତିଶଗଡ; ଛତିଶଗଡ଼ରେ ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ । ବିଜାପୁର ଜଙ୍ଗଲରେ ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ହୋଇଛି ଗୁଳିବିନିମୟ । ଉଭୟ ପକ୍ଷରୁ ଗୁଳିବିନିମୟ ବେଳେ ୩ ମାଓବାଦୀ ନିହତ ହୋଇଛନ୍ତି । ସିଆରପିଏଫ, ଡିଆରଜି ଓ ଏସଟିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରେସନ ବେଳେ!-->…
Read More...
Read More...
ମୁମ୍ବାଇ ଆକ୍ରମଣକୁ ପୁରିଲା ୧୪ ବର୍ଷ,ତଥାପି ଭୁଲି ନାହାନ୍ତି ଲୋକେ
ମୁମ୍ୱାଇ: ଆଜକୁ ଠିକ୍ ୧୪ ବର୍ଷ ତଳେ ୨୬ ନଭେମ୍ୱର ୨୦୦୮ ସନ୍ଧ୍ୟା ସମୟରେ ପାକିସ୍ତାନୀ ଜୈଶ-ଏ-ମୋହମ୍ମଦର ୧୦ ସଇତାନ ଆତଙ୍କବାଦୀ ମୁମ୍ୱାଇରେ ଆକ୍ରମଣ କରିଥିଲେ। ବୋମା ଓ ଗୁଳି ବର୍ଷାରେ ଥରିଥିଲା ପୂରା ସହର। ଭାରତ ଇତିହାସରେ ସେହି କଳା ଦିନକୁ ଆଜି ବି କେହି ଭୁଲି ପାରିନାହାନ୍ତି।!-->…
Read More...
Read More...
ଆମେରିକାର ୱାଲମାର୍ଟରେ ଗୁଳିକାଣ୍ଡ ଘଟି ୧୦ ମୃତ
ଆମେରିକା; ଆମେରିକାରେ ପୁଣି ଫୁଟିଲା ଗୁଳି। ଭର୍ଜିନିଆ ସ୍ଥିତି ଏକ ୱାଲମାର୍ଟ ଷ୍ଟୋର୍ରେ ଗୁଳିମାଡ ହେବାରୁ ଏଥିରେ ପାଖାପାଖି ୧୦ ଜଣଙ୍କର ଜୀବନ ଯାଇଥିବା ବେଳେ ଏଥିରେ ଅନେକ ଆହତ ହୋଇଛନ୍ତି । ଏଏଫ୍ପିର ରିପୋର୍ଟ ଅନୁଯାୟୀ, ଜଣେ ବନ୍ଧୁକଧାରୀ ମଙ୍ଗଳବାର ସନ୍ଧ୍ୟାରେ ଭର୍ଜିନିଆର ଏହି!-->…
Read More...
Read More...
ଭିଜିଲାନ୍ସ ହାତରେ ୨ ସରକାରୀ କର୍ମଚାରୀ
ଭୁବନେଶ୍ବର; ଭିଜିଲାନ୍ସ କବଜାରେ ୨ ସରକାରୀ ବାବୁ । ମଙ୍ଗଳବାର ଲାଞ୍ଚ ନେବା ବେଳେ ଉଭୟ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଗଞ୍ଜାମ ଜିଲ୍ଲା କୋଦଳା ତହସିଲ ଅଫିସର ବରିଷ୍ଠ ରାଜସ୍ୱ ସହାୟକ ସଞ୍ଜୟ କୁମାର ସେଠୀ। ଅନ୍ୟ ଜଣେ ହେଉଛନ୍ତି ଝାରସୁଗୁଡ଼ା ଜିଲ୍ଲା!-->…
Read More...
Read More...
ହିଜାବ ବିରୋଧୀ ଆନ୍ଦୋଳନରେ ଗୁଳିମାଡ଼; ୫ ମୃତ, ୧୦ ଆହତ
ନୂଆଦିଲ୍ଲୀ: ଆଖିବୁଜା ଗୁଳିମାଡ଼ରେ ଥରିଲା ଇରାନ ମାର୍କେଟ । ଗୁଳିକାଣ୍ଡରେ ୫ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ପୋଲିସ କର୍ମଚରୀ ମଧ୍ୟସାମିଲ ରହିଛନ୍ତି। ଏହି ଆକ୍ରମଣ ଇରାନର ଦକ୍ଷିଣ-ପଶ୍ଚିମ ସହର ଇଜେହର ଏକ ବଜାରରେ ହୋଇଛି ।
!-->!-->!-->…
Read More...
Read More...
ଜେଲରୁ ମୁକୁଳିଲେ ସାଂସଦ ସଞ୍ଜୟ ରାଉତ
ନୂଆଦିଲ୍ଲୀ; ଶିବସେନାର ହେଭିୱେଟ ନେତା ସଞ୍ଜୟ ରାଉତଙ୍କୁ ମିଳିଲା ଜାମିନ ମିଳିଛି । ପାତ୍ରା ଚାୱାଲ ନବୀକରଣ ପ୍ରକଳ୍ପ ଦୁର୍ନୀତି ମାମଲାରେ ଇଡି ଦ୍ୱାରା ଗିରଫ ହୋଇଥିଲେ ସଞ୍ଜୟ । ତେବେ ଦୀର୍ଘ ୩ ମାସ ପରେ ମୁମ୍ବାଇର ସ୍ୱତନ୍ତ୍ର କୋର୍ଟ ସଞ୍ଜୟଙ୍କୁ ଆଜି ଜାମିନ ଦେଇଛନ୍ତି। ଏଥିସହିତ!-->…
Read More...
Read More...
ପୁରୀରେ ଆଇନଜୀବୀଙ୍କ ଘର ଉପରକୁ ବୋମାମାଡ
ପୁରୀ; ପୁଣି ଅଶାନ୍ତ ହେଲା ପୁରୀ ସହର । ଯୁବ ଆଇନଜୀବୀଙ୍କ ଘର ଉପରକୁ ବିଳମ୍ବିତ ରାତିରେ ବୋମାମାଡ । ଶ୍ରୀମନ୍ଦିର ନିକଟରେ ଥିବା ମାଟିମଣ୍ଡପ ସାହି ଅଙ୍ଗାରୁଆ ଗଳିରେ ଏହି ବୋମାମାଡ଼ ହୋଇଛି।
ଆସନ୍ତାକାଲି ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ପୁରା!-->!-->!-->…
Read More...
Read More...
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଗୁଳିମାଡ଼
ଇସଲମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ହୋଇଛି ଗୁଳିମାଡ଼। ଏକ ରାଲିରେ ଯାଉଥିବା ବେଳେ ଇମ୍ରାନ ଖାନଙ୍କ କଣ୍ଟେନର ଉପରକୁ ଖୋଇଛି ଆଖିବୁଜା ଫାୟାରିଂ। ଏକ ରାଜନୈତିକ କାର୍ଯ୍ୟକ୍ରମ ଚାଲିଥିଲାବେଳେ ହୋଇଛି ଗୁଳିମାଡ । ଗୁଳି ମାଡରେ ଇମ୍ରାନ ଖାନ୍ ଗୁରୁତର ଭାବେ !-->…
Read More...
Read More...
ପଳାତକ ବିଜୟ ମାଲ୍ୟାଙ୍କୁ ଲାଗିଲା ଝଟକା
ନୂଆଦିଲ୍ଲୀ; ପଳାତକ ବିଜୟ ମାଲ୍ୟାଙ୍କୁ ଲାଗିଲା ଆଉ ଏକ ଝଟକା । ସୁପ୍ରିମକୋର୍ଟରେ କେସ୍ ଲଢିବାକୁ ମନା କରିଦେଇଛନ୍ତି ତାଙ୍କ ଓକିଲ । ଜଷ୍ଟିସ୍ ଚନ୍ଦ୍ରଚୂଡ ଓ ହିମା କୋହଲିଙ୍କ ଖଣ୍ଡପୀଠକୁ ସେ କହିଛନ୍ତି, ମାଲ୍ୟା ଏବେ ସମ୍ଭବତଃ ବ୍ରିଟେନରେ ଅଛନ୍ତି । ହେଲେ ତାଙ୍କ ପାଖରେ କେବଳ ତାଙ୍କର ଇମେଲ୍!-->…
Read More...
Read More...
ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଇଡିର ନୋଟିସ୍
ଝାଡଖଣ୍ଡ; ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ନୋଟିସ୍ । ବେଆଇନ ଖଣି ମାମଲାରେ ଆସନ୍ତାକାଲି ହାଜର ହେବାକୁ ଇଡି ପକ୍ଷରୁ କୁହାଯାଇଛି । ତେବେ ଗୁରୁବାର ପୂର୍ବାହ୍ନ ୧୧ଟା ବେଳେ ପ୍ରବର୍ତ୍ତନ ନିର୍ଦେଶାଳୟରେ ପହଞ୍ଚିବା ପାଇଁ ସମନ୍ରେ ଉଲ୍ଲେଖ ଅଛି ।!-->…
Read More...
Read More...