ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category

ଅପରାଧ

ଗିରଫ ହେଲା ସିଦ୍ଧୁ ମୁସେୱାଲା ହତ୍ୟା ଘଟଣାର ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ; କାଲିଫର୍ଣ୍ଣିଆରୁ ଗିରଫ ହେଲା ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା ହତ୍ୟା ଘଟଣାର ମାଷ୍ଟରମାଇଣ୍ଡ । ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାରକୁ ଗିରଫ କରିଛି ଗୁଇନ୍ଦା ବିଭାଗ । ଭାରତର ଗୁଇନ୍ଦା ଏଜେନ୍ସିର ସୂଚନା ଅନୁଯାୟୀ, କାଲିଫର୍ଣ୍ଣିଆରେ ଗୋଲ୍ଡି ବରାରକୁ ଅଟକ ରଖାଯାଇଛି। ଗ୍ୟାଙ୍ଗଷ୍ଟର
Read More...

ଜଳଶକ୍ତି ମନ୍ତ୍ରଣାଳୟର ଟ୍ୱିଟର ଆକାଉଣ୍ଟ ହ୍ୟାକ

ନୂଆଦିଲ୍ଲୀ; ସାଇବର ଠକଙ୍କ ଟାର୍ଗେଟରେ ସରକାରୀ ସଂସ୍ଥା । ଗତ ସପ୍ତାହରେ ଦିଲ୍ଲୀ ଏମ୍ସର ସର୍ଭର ହ୍ୟାକ କରିବା ପରେ ଏବେ ଜଳଶକ୍ତି ମନ୍ତ୍ରଣାଳୟର ଟ୍ୱିଟର ଆକାଉଣ୍ଟକୁ ହ୍ୟାକ କରିଛନ୍ତି ହ୍ୟାକର । ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳୁ ହିଁ ମନ୍ତ୍ରଣାଳୟର ଅଫିସିଆଲ ଟ୍ୱିଟର ଆକାଉଣ୍ଟକୁ
Read More...

ଇଡି ଜାଲରେ ସାଉଥ୍‌ ସୁପରଷ୍ଟାର ବିଜୟ ଦେବରକୋଣ୍ଡା

ମୁମ୍ବାଇ; ଅଡୁଆରେ ଫସିଲେ ସାଉଥ୍‌ ସୁପରଷ୍ଟାର ବିଜୟ ଦେବରକୋଣ୍ଡା । ମନି ଲଣ୍ଡରିଂ କେସ୍‌ରେ ବିଜୟଙ୍କ ନାମ ସାମିଲ ଥିବା କୁହାଯାଉଛି । ଲାଇଗର ଫିଲ୍ମକୁ ନେଇ ଅଭିନେତା ଇଡି ଜାଲରେ ପଡ଼ିଛନ୍ତି । କୁହାଯାଉଛି କି, ଫିଲ୍ମର ନିର୍ମାଣ ଏବଂ ପ୍ରଚାର ପ୍ରସାରରେ କଳା ଧନ ବ୍ୟବହୃତ ହୋଇଛି । ଏ ନେଇ
Read More...

ଟ୍ରକକୁ ପିଟିଲା କାର ; ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ

ଖୋର୍ଦ୍ଧା; ଆନ୍ଧ୍ରରୁ ପୁରୀ ଯାଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ବଡ଼ପୋଖରିଆ ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଦ୍ରୁତ  ଗତିରେ ଆସୁଥିବା ଏକ କାର୍‌ ପିଟି ଦେବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଛି
Read More...

ତାଇଓ୍ବାନ ବିରୋଧରେ ଯୁଦ୍ଧମୁହାଁ ଚୀନ

ଚୀନ; ଆଗକୁ ହୋଇପାରେ ଚୀନ-ତାଇଓ୍ବାନ ଯୁଦ୍ଧ । କାରଣ ବଢିବାରେ ଲାଗିଛି ଚୀନ-ତାଇଓ୍ବାନ ବିବାଦ । ପୁଣି ତାଇଓ୍ବାନ ସୀମାରେ ପ୍ରବେଶ କରିଛି ଚୀନର ୯ଟି ଜେଟ । ଏଥିସହିତ ସୀମାରେ ୪ଟି ଯୁଦ୍ଧଜାହାଜ ସହ ପାଟ୍ରୋଲ ଏୟାରକ୍ରାଫ୍ଟ ଓ ଭୂପୃଷ୍ଠରୁ ନିକ୍ଷେପ ହୋଇପାରୁଥିବା ମିସାଇଲ ମୁତୟନ ହୋଇଛି । ଚୀନର
Read More...

ବିଜାପୁର ଏନକାଉଣ୍ଟରରେ ଟିଳିଲେ ୩ ନକ୍ସଲ

ଛତିଶଗଡ; ଛତିଶଗଡ଼ରେ ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ । ବିଜାପୁର ଜଙ୍ଗଲରେ ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ହୋଇଛି ଗୁଳିବିନିମୟ । ଉଭୟ ପକ୍ଷରୁ ଗୁଳିବିନିମୟ ବେଳେ ୩ ମାଓବାଦୀ ନିହତ ହୋଇଛନ୍ତି । ସିଆରପିଏଫ, ଡିଆରଜି ଓ ଏସଟିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରେସନ ବେଳେ
Read More...

ମୁମ୍ବାଇ ଆକ୍ରମଣକୁ ପୁରିଲା ୧୪ ବର୍ଷ,ତଥାପି ଭୁଲି ନାହାନ୍ତି ଲୋକେ

ମୁମ୍ୱାଇ: ଆଜକୁ ଠିକ୍ ୧୪ ବର୍ଷ ତଳେ ୨୬ ନଭେମ୍ୱର ୨୦୦୮ ସନ୍ଧ୍ୟା ସମୟରେ ପାକିସ୍ତାନୀ ଜୈଶ-ଏ-ମୋହମ୍ମଦର ୧୦ ସଇତାନ ଆତଙ୍କବାଦୀ ମୁମ୍ୱାଇରେ ଆକ୍ରମଣ କରିଥିଲେ। ବୋମା ଓ ଗୁଳି ବର୍ଷାରେ ଥରିଥିଲା ପୂରା ସହର। ଭାରତ ଇତିହାସରେ ସେହି କଳା ଦିନକୁ ଆଜି ବି କେହି ଭୁଲି ପାରିନାହାନ୍ତି।
Read More...

ଆମେରିକାର ୱାଲମାର୍ଟରେ ଗୁଳିକାଣ୍ଡ ଘଟି ୧୦ ମୃତ

ଆମେରିକା; ଆମେରିକାରେ ପୁଣି ଫୁଟିଲା ଗୁଳି। ଭର୍ଜିନିଆ ସ୍ଥିତି ଏକ ୱାଲମାର୍ଟ ଷ୍ଟୋର୍‌ରେ ଗୁଳିମାଡ ହେବାରୁ ଏଥିରେ ପାଖାପାଖି ୧୦ ଜଣଙ୍କର ଜୀବନ ଯାଇଥିବା ବେଳେ ଏଥିରେ ଅନେକ ଆହତ ହୋଇଛନ୍ତି । ଏଏଫ୍‌ପିର ରିପୋର୍ଟ ଅନୁଯାୟୀ, ଜଣେ ବନ୍ଧୁକଧାରୀ ମଙ୍ଗଳବାର ସନ୍ଧ୍ୟାରେ ଭର୍ଜିନିଆର ଏହି
Read More...

ଭିଜିଲାନ୍ସ ହାତରେ ୨ ସରକାରୀ କର୍ମଚାରୀ

ଭୁବନେଶ୍ବର; ଭିଜିଲାନ୍ସ କବଜାରେ ୨ ସରକାରୀ ବାବୁ । ମଙ୍ଗଳବାର ଲାଞ୍ଚ ନେବା ବେଳେ ଉଭୟ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଗଞ୍ଜାମ ଜିଲ୍ଲା କୋଦଳା ତହସିଲ ଅଫିସର ବରିଷ୍ଠ ରାଜସ୍ୱ ସହାୟକ ସଞ୍ଜୟ କୁମାର ସେଠୀ। ଅନ୍ୟ ଜଣେ ହେଉଛନ୍ତି ଝାରସୁଗୁଡ଼ା ଜିଲ୍ଲା
Read More...

ହିଜାବ ବିରୋଧୀ ଆନ୍ଦୋଳନରେ ଗୁଳିମାଡ଼; ୫ ମୃତ, ୧୦ ଆହତ

ନୂଆଦିଲ୍ଲୀ: ଆଖିବୁଜା ଗୁଳିମାଡ଼ରେ ଥରିଲା ଇରାନ ମାର୍କେଟ । ଗୁଳିକାଣ୍ଡରେ ୫ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ପୋଲିସ କର୍ମଚରୀ ମଧ୍ୟସାମିଲ ରହିଛନ୍ତି। ଏହି ଆକ୍ରମଣ ଇରାନର ଦକ୍ଷିଣ-ପଶ୍ଚିମ ସହର ଇଜେହର ଏକ ବଜାରରେ ହୋଇଛି ।
Read More...