ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category

ଅପରାଧ

ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ

କଟକ: ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ । ଗୁରିଡିଝାଟିଆ ଥାନା ଏକ ଘଞ୍ଚ ଜଙ୍ଗଲରୁ ମୃତଦେହ ମିଳିଛି । ମଙ୍ଗଳାବାଗ ଥାନା ଆଇଆଇସି ଏ ନେଇ ସୂଚନା ଦେଇଛନ୍ତି । ତାଙ୍କ ଦେହରେ ଅନେକଗୁଡ଼ିଏ କ୍ଷତ ଚିହ୍ନ ଏବଂ ଆଖି ଦୁଇଟିକୁ ନଷ୍ଟ କରିଦିଆଯାଇଥିବାର ସୂଚନା ମିଳିଛି।…
Read More...

ଭିଜିଲାନ୍ସ ଜାଲରେ ଫସିଲେ ରେଞ୍ଜର

ସୁନ୍ଦରଗଡ; ପୁଣି ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ବାବୁ । ସୁନ୍ଦରଗଡ଼ ଉଜଳପୁର ରେଞ୍ଜର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଞ୍ଜର ସଂଗ୍ରାମ କେଶରୀ ମିନିହିରାଙ୍କ ଘରେ ରେଡ୍ ଚାଲିଛି । ତେବେ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ।…
Read More...

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ

ରାଉରକେଲା; ଭିଜିଲାନ୍ସ କବଜ୍ଜାରେ ପଡ଼ିଲେ ରାଉରକେଲା ଆରଡବ୍ଲୁ ଡିଭିଜନର କନିଷ୍ଠ କିରାଣୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ କିରାଣି ନନ୍ଦୀ କିଶୋର ନାଥଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ନନ୍ଦୀ କିଶୋର ରାଉରକେଲା ଆରଡବ୍ଲୁ ଡିଭିଜନ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ୍‌ରେ…
Read More...

ଜେଲରୁ ମୁକୁଳିବେ କୋଚର ଦମ୍ପତି

ମୁମ୍ବାଇ; ବହୁଚର୍ଚ୍ଚିତ ଆଇସିଆଇସିଆଇ ବ୍ୟାଙ୍କ୍-ଭିଡିଓକନ୍ ଋଣ ଘୋଟାଲା ମାମଲାରେ ଡିସେମ୍ବରରେ ଗିରଫ ହୋଇଥିଲେ ପୂର୍ବତନ ସିଇଓ ଚନ୍ଦା କୋଚର ଓ ତାଙ୍କ ସ୍ୱାମୀ ଦୀପକ କୋଚର । ଆଜି ବମ୍ବେ ହାଇକୋର୍ଟରୁ ଉଭୟଙ୍କୁ ଜାମିନ ମିଳିଛି । ବମ୍ବେ ହାଇକୋର୍ଟଙ୍କ କହିବା ଅନୁଯାୟୀ, ପୂର୍ବରୁ ଉଭୟ ଚନ୍ଦା…
Read More...

ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଅଧିକାରୀ

ରାୟଗଡା; ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ଅଧିକାରୀ । ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ୍‌ର ସହକାରୀ ମୃତ୍ତିକ ସଂରକ୍ଷଣ ଅଧିକାରୀ ଭାବେ ନିଯୁକ୍ତ ଅଛନ୍ତି କିଶୋରଚନ୍ଦ୍ର ନାୟକ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ ୫…
Read More...

ରେଲୱେ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଣେ ରେଲୱେ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ କରୁଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଳବାଇର କାର୍ଯ୍ୟରତ ଅଫିସରଙ୍କ ଭୁବନେଶ୍ୱର ସମେତ ମୋଟ ୪ଟି ଜାଗାରେ ଚଢ଼ାଉ କରୁଛି ସିବିଆଇ। ଭୁବନେଶ୍ୱରର ୨ଟି, କଟକ ଓ ଜଗତସିଂହପୁରର…
Read More...

ରାତି ଅଧରେ ମହିଳା ସବ୍-ଇନ୍ସପେକ୍ଟରଙ୍କୁ ଆକ୍ରମଣ ଉଦ୍ୟମ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ରାତି ଅଧରେ ଜଣେ ମହିଳା ସବ୍-ଇନ୍ସପେକ୍ଟରଙ୍କ କାର୍‌କୁ କିଛି ଦୁର୍ବୃତ୍ତ ପିଛା କରିଥିବା ଅଭିଯୋଗ ହୋଇଛି । ସେମାନେ ମହିଳା ସବ୍-ଇନ୍ସପେକ୍ଟରଙ୍କୁ ଖଣ୍ଡାରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିବା ସୂଚନା ରହିଛି । ଜାଣିବାକୁ ମିଳିଛି ଯେ…
Read More...

ଜେଲରେ ଆତତାୟୀଙ୍କ ଗୁଳିକାଣ୍ଡ, ୧୪ ମୃତ୍ୟୁ

ମେକ୍ସିକୋ; ମେକ୍ସିକୋ ଜେଲରେ ଆଖିବୁଜା ଗୁଳି ମାଡ଼ । ଆତତାୟୀଙ୍କ ଗୁଳିମାଡରେ ଘଟଣାସ୍ଥଳରେ ହିଁ ୧୪ ଜଣଙ୍କର ଜୀବନ ଚାଲିଯାଇଛି । ମେକ୍ସିକୋର ଉତ୍ତର ସ୍ୟୁଦାଦ ଜୁୟାରେଜ ସହରର ଜେଲରେ କିଛି ବନ୍ଧୁକଧାରୀ ଅତର୍କିତ ଆକ୍ରମଣ କରିଥିଲେ । ଆକ୍ରମଣରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଗୁଳିକାଣ୍ଡର…
Read More...

ବନ୍ଧା ହେଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ବର; ବନ୍ଧା ହେଲେ ଭବାନୀପାଟଣା ମୁନିସିପାଲିଟି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ନେଇ ରେଡ୍ ପରେ ଗିରଫ ହୋଇଛନ୍ତି ସମୀର ଠାକୁର । ସମୀରଙ୍କୁ କୋର୍ଟ ଚାଲାଣ କରାଯାଇଛି । ସୂଚନା ଅନୁଯାୟୀ, ସମୀର ଠାକୁରଙ୍କର ଅମାପ ସମ୍ପତ୍ତି ରହିଛି…
Read More...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ ସମୀର ଠାକୁର

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌର ପରିଷଦର ଉପନିର୍ବାହୀ ଯନ୍ତ୍ରୀ ସମୀର ଠାକୁରଙ୍କ ଘରେ ଭିଜିଲାନ୍ସ  ଚଢ଼ାଉ ହୋଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ମହାବୀର ପଡ଼ାରେ ଥିବା ତାଙ୍କ ୩ ମହଲା ବିଶି‌ଷ୍ଟ ବାସଭବନ, ପୌର କାର୍ଯ୍ୟାଳୟ ଓ ମାରୱାରିପଡ଼ାରେ…
Read More...