ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ଅପରାଧ

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଢେଙ୍କାନାଳ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିମାପଡ଼ା ସବ୍ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ଆଜି ସକାଳେ ଦୁଷ୍ମନ୍ତଙ୍କ ଢ଼େଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ପୈତୃକ ଘର ,ଟାଉନ
Read More...

କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ

ନିମାପଡା: ଉତ୍ତରା ଛକ ସ୍ଥିତ ରାମ ମନ୍ଦିର କେନାଲ ରୋଡରେ ପିପିଲି ଓ କୌଶଲ୍ୟାଗଙ୍ଗ ପୋଲିସ ମିଳିତ ଭାବରେ ଚଢାଉ କରି କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ କରିଛି।  ଏଥିସହ ୪ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ଜଣେ ନାବାଳକ ମଧ୍ୟ ଧରାପଡିଛି। ପୁରୀ ଭୁବନେଶ୍ଵର ୩୧୬  ନମ୍ଵର ଜାତୀୟ ରାଜପଥ
Read More...

ଗିରଫ ହେଲେ ଅଶ୍ବିନୀ

ଜଳେଶ୍ଵର: ଗିରଫ ହେଲେ ଜଳେଶ୍ବର ବିଡିଓ ଅଶ୍ବିନି ଦାସ। କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହେବା ପରେ ଶେଷରେ ଭିଜିଲାନ୍ସ ତାଙ୍କ ଜଳେଶ୍ଵର ସ୍ଥିତ ବାସଭବନରୁ ତାଙ୍କୁ ଗିରଫ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳେଶ୍ଵର ବିଡ଼ିଓଙ୍କ ଜଳେଶ୍ଵର ସ୍ଥିତ ସରକାରୀ ବାସଭବନ ସମେତ ୬ଟି
Read More...

କଳା ବୋଳିଥିଲେ, ତଡ଼ା ଖାଇଲେ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ଭିଜିଲାନ୍ସ ଅଧିକାରୀ ମାନସୀ ଜେନାଙ୍କୁ ଆଜି ରାଜ୍ୟ ସରକାର ଚାକିରିରୁ ବହିଷ୍କାର କରିଛନ୍ତି। ପୁଲିସ ମହାନିର୍ଦେଶକ ସୁନୀଲ କୁମାର ବଂଶଲ ଏ ସଂକ୍ରାନ୍ତ ନିର୍ଦେଶନାମା ଜାରି କରିଛନ୍ତି। ଶ୍ରୀମତୀ ଜେନା ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ତାଙ୍କୁ ଗିରଫ କରାଯାଇଛି
Read More...

୬ ଶିଶୁଙ୍କୁ କୂଅକୁ ଫିଙ୍ଗି ହତ୍ୟାକଲା ମା‘

ମୁମ୍ବାଇ: ରାଗରେ ନିଜ ଜନ୍ମ କଲା ଛୁଆଙ୍କୁ ବି ଭୁଲିଗଲା। ଜଣକ ପରେ ଜଣେ କରି ୬ଜଣ ଛୁଆଙ୍କୁ କୂଅକୁ ଫିଙ୍ଗି ଦେଲା ରାକ୍ଷସୀ ମା’। ଶେଷରେ ନିଜେ ବି ଆତ୍ମହତ୍ୟା କରିବାକୁ ଚେଷ୍ଟା କଲାମହାରାଷ୍ଟ୍ରର ରାୟଗଡ଼ ଜିଲ୍ଲା ମହାଡ଼ରେ ଗତକାଲି ବିଳମ୍ଵିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଶାଶୁଘର
Read More...

ଫାରୁକ୍ ଅବଦୁଲ୍ଲାଙ୍କୁ ଇଡିର ସମନ

ନୂଆଦିଲ୍ଲୀ: ଅଡୁଆରେ ଛନ୍ଦିହେଲେ ଏନ୍ .ସି ମୁଖ୍ୟ ତଥା ଜମ୍ମୁ- କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା। ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ସମନ କରିଛି। ପଚରାଉଚରା ପାଇଁ ମେ ୩୧ରେ ଦିଲ୍ଲୀକୁ ଡକାଯାଇଥିବା ସୂଚନା ମିଳିଛି । ଜମ୍ମୁ- କଶ୍ମୀର
Read More...

‘ଡ୍ରଗ୍‌ସ୍‌-ଅନ୍‌-କ୍ରୁଜ୍‌’ ମାମଲାରେ ଆର୍ଯ୍ୟନ ଖାନଙ୍କୁ ମିଳିଲା କ୍ଲିନ୍ ଚିଟ୍

ମୁମ୍ବାଇ: କ୍ରୁଜ ଡ୍ରଗ୍ସ ମାମଲାରେ ବଲିଉଡ୍ ଷ୍ଟାର୍ ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କୁ କ୍ଲିନ୍ ଚିଟ୍ ମିଳିଛି। ଏନସିବି ଏହି ମାମଲାରେ ଏକ ଚାର୍ଜସିଟ୍ ଦାଖଲ କରିଛି। ଯେଉଁଥିରେ ଆର୍ଯ୍ୟନ୍ ଏବଂ ଅନ୍ୟ ପାଞ୍ଚଜଣଙ୍କୁ କ୍ଲିନ୍ ଚିଟ୍ ଦିଆଯାଇଛି, ଏମାନଙ୍କ ନାମ ଚାର୍ଜସିଟରେ ନାହିଁ।
Read More...

ଜେଲରେ ସିଦ୍ଧୁଙ୍କୁ ମିଳିଲା କିରାଣି ଚାକିରି

ଚଣ୍ଡିଗଡ: କ୍ରିକେଟର୍‌ରୁ କଂଗ୍ରେସ ନେତା ଆଉ ଏବେ କିରାଣି ପାଲଟିଲେ ନବଜୋତ ସିଂହ ସିଦ୍ଧୁ। ୩୪ ବର୍ଷ ତଳର ଏକ ମାମଲାକୁ ନେଇ ବର୍ତ୍ତମାନ କଂଗ୍ରେସ ନେତା ସିଦ୍ଧୁ ପଟିଆଲା ଜେଲ୍‌ରେ ସଜା କାଟୁଛନ୍ତି। ଜେଲ୍‌ରେ ରହି ଏବେ ସିଦ୍ଧୁ କିରାଣି କାମ କରିବେ। ଜେଲ ଅଫିସର କାଗଜପତ୍ର ଦେଖିବେ ସିଦ୍ଧୁ।
Read More...

ନାବାଳିକା ସହ ଦୁଷ୍କର୍ମ କରି ଗିରଫ ହେଲେ କନଷ୍ଟେବଳ

ଭୁବନେଶ୍ୱର: ୧୩ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ କମିଶନରେଟ୍‌ ପୁଲିସ ଜଣେ କନଷ୍ଟେବଳଙ୍କୁ ଗିରଫ କରିଛି । ସେ ହେଲେ ରଜନୀକାନ୍ତ ଗମାଙ୍ଗୋ । ରଜନୀକାନ୍ତ ଭୁବନେଶ୍ୱର ସହରାଞ୍ଚଳ ଜିଲ୍ଲା ପୁଲିସର ଏକ ଥାନାରେ କାର୍ଯ୍ୟରତ ଅଛନ୍ତି । ତାଙ୍କୁ ଗିରଫ କରାଯିବା ପରେ କନଷ୍ଟେବଳ
Read More...

ପ୍ରେମିକା ଘରୁ ମିଳିଲା ପ୍ରେମିକର ମୃତଦେହ

ବ୍ରହ୍ମଗିରି: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅଞ୍ଚଳରେ ଘଟିଛି ଏମିତି ଘଟଣା। ସାହୁପଡ଼ା ଗାଁରେ ଜଣେ ଯୁବତୀଙ୍କ ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏହା ହତ୍ୟା ନା ଆତ୍ମହତ୍ୟା, ସେନେଇ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାରେ ଯୁବତୀଙ୍କ ସମେତ ପରିବାରର
Read More...