ପ୍ରମୁଖ ଖବର

ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ
ପଶ୍ଚିମବଙ୍ଗର ୭ ଅଧିକାରୀଙ୍କୁ ନିଲମ୍ବିତ କଲେ ନିର୍ବାଚନ କମିଶନ
ପଞ୍ଚଭୂତରେ ଲୀନ ହେଲେ ଗୀତା ପଟ୍ଟନାୟକ
କାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ
ଦେଶର ପ୍ରଥମ କେନ୍ଦ୍ରୀୟ ବ୍ୟାଙ୍କ ଡିଜିଟାଲ୍ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ
Browsing Category

ଅପରାଧ

କଳା ବୋଳିଥିଲେ, ତଡ଼ା ଖାଇଲେ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ଭିଜିଲାନ୍ସ ଅଧିକାରୀ ମାନସୀ ଜେନାଙ୍କୁ ଆଜି ରାଜ୍ୟ ସରକାର ଚାକିରିରୁ ବହିଷ୍କାର କରିଛନ୍ତି। ପୁଲିସ ମହାନିର୍ଦେଶକ ସୁନୀଲ କୁମାର ବଂଶଲ ଏ ସଂକ୍ରାନ୍ତ ନିର୍ଦେଶନାମା ଜାରି କରିଛନ୍ତି। ଶ୍ରୀମତୀ ଜେନା ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ତାଙ୍କୁ ଗିରଫ କରାଯାଇଛି
Read More...

୬ ଶିଶୁଙ୍କୁ କୂଅକୁ ଫିଙ୍ଗି ହତ୍ୟାକଲା ମା‘

ମୁମ୍ବାଇ: ରାଗରେ ନିଜ ଜନ୍ମ କଲା ଛୁଆଙ୍କୁ ବି ଭୁଲିଗଲା। ଜଣକ ପରେ ଜଣେ କରି ୬ଜଣ ଛୁଆଙ୍କୁ କୂଅକୁ ଫିଙ୍ଗି ଦେଲା ରାକ୍ଷସୀ ମା’। ଶେଷରେ ନିଜେ ବି ଆତ୍ମହତ୍ୟା କରିବାକୁ ଚେଷ୍ଟା କଲାମହାରାଷ୍ଟ୍ରର ରାୟଗଡ଼ ଜିଲ୍ଲା ମହାଡ଼ରେ ଗତକାଲି ବିଳମ୍ଵିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଶାଶୁଘର
Read More...

ଫାରୁକ୍ ଅବଦୁଲ୍ଲାଙ୍କୁ ଇଡିର ସମନ

ନୂଆଦିଲ୍ଲୀ: ଅଡୁଆରେ ଛନ୍ଦିହେଲେ ଏନ୍ .ସି ମୁଖ୍ୟ ତଥା ଜମ୍ମୁ- କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା। ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ସମନ କରିଛି। ପଚରାଉଚରା ପାଇଁ ମେ ୩୧ରେ ଦିଲ୍ଲୀକୁ ଡକାଯାଇଥିବା ସୂଚନା ମିଳିଛି । ଜମ୍ମୁ- କଶ୍ମୀର
Read More...

‘ଡ୍ରଗ୍‌ସ୍‌-ଅନ୍‌-କ୍ରୁଜ୍‌’ ମାମଲାରେ ଆର୍ଯ୍ୟନ ଖାନଙ୍କୁ ମିଳିଲା କ୍ଲିନ୍ ଚିଟ୍

ମୁମ୍ବାଇ: କ୍ରୁଜ ଡ୍ରଗ୍ସ ମାମଲାରେ ବଲିଉଡ୍ ଷ୍ଟାର୍ ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କୁ କ୍ଲିନ୍ ଚିଟ୍ ମିଳିଛି। ଏନସିବି ଏହି ମାମଲାରେ ଏକ ଚାର୍ଜସିଟ୍ ଦାଖଲ କରିଛି। ଯେଉଁଥିରେ ଆର୍ଯ୍ୟନ୍ ଏବଂ ଅନ୍ୟ ପାଞ୍ଚଜଣଙ୍କୁ କ୍ଲିନ୍ ଚିଟ୍ ଦିଆଯାଇଛି, ଏମାନଙ୍କ ନାମ ଚାର୍ଜସିଟରେ ନାହିଁ।
Read More...

ଜେଲରେ ସିଦ୍ଧୁଙ୍କୁ ମିଳିଲା କିରାଣି ଚାକିରି

ଚଣ୍ଡିଗଡ: କ୍ରିକେଟର୍‌ରୁ କଂଗ୍ରେସ ନେତା ଆଉ ଏବେ କିରାଣି ପାଲଟିଲେ ନବଜୋତ ସିଂହ ସିଦ୍ଧୁ। ୩୪ ବର୍ଷ ତଳର ଏକ ମାମଲାକୁ ନେଇ ବର୍ତ୍ତମାନ କଂଗ୍ରେସ ନେତା ସିଦ୍ଧୁ ପଟିଆଲା ଜେଲ୍‌ରେ ସଜା କାଟୁଛନ୍ତି। ଜେଲ୍‌ରେ ରହି ଏବେ ସିଦ୍ଧୁ କିରାଣି କାମ କରିବେ। ଜେଲ ଅଫିସର କାଗଜପତ୍ର ଦେଖିବେ ସିଦ୍ଧୁ।
Read More...

ନାବାଳିକା ସହ ଦୁଷ୍କର୍ମ କରି ଗିରଫ ହେଲେ କନଷ୍ଟେବଳ

ଭୁବନେଶ୍ୱର: ୧୩ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ କମିଶନରେଟ୍‌ ପୁଲିସ ଜଣେ କନଷ୍ଟେବଳଙ୍କୁ ଗିରଫ କରିଛି । ସେ ହେଲେ ରଜନୀକାନ୍ତ ଗମାଙ୍ଗୋ । ରଜନୀକାନ୍ତ ଭୁବନେଶ୍ୱର ସହରାଞ୍ଚଳ ଜିଲ୍ଲା ପୁଲିସର ଏକ ଥାନାରେ କାର୍ଯ୍ୟରତ ଅଛନ୍ତି । ତାଙ୍କୁ ଗିରଫ କରାଯିବା ପରେ କନଷ୍ଟେବଳ
Read More...

ପ୍ରେମିକା ଘରୁ ମିଳିଲା ପ୍ରେମିକର ମୃତଦେହ

ବ୍ରହ୍ମଗିରି: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅଞ୍ଚଳରେ ଘଟିଛି ଏମିତି ଘଟଣା। ସାହୁପଡ଼ା ଗାଁରେ ଜଣେ ଯୁବତୀଙ୍କ ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏହା ହତ୍ୟା ନା ଆତ୍ମହତ୍ୟା, ସେନେଇ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାରେ ଯୁବତୀଙ୍କ ସମେତ ପରିବାରର
Read More...

ଦୁର୍ବୃତ୍ତଙ୍କ ଗୁଳିମାଡରେ ଗୋରୁ ବେପାରୀ ମୃତ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବ୍ଲକ ହାଟବାଦଡାରେ ଗୁଳିକାଣ୍ଡ ଘଟିଛି। ଗୁଳିମାଡରେ ଜଣେ ଗୋରୁ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତବ୍ୟକ୍ତି ହେଲେ ପଶ୍ଚିମବଙ୍ଗ କମ୍ବାଲି ଥାନା ଅଞ୍ଚଳର ଜାମୁସ ଅଲ୍ଲୀ। ସୂଚନାଯୋଗ୍ୟ, ଆଜି ସକାଳେ ଶେଖ ଜାମସେଦ ଅଲିଙ୍କ ସମେତ ୫ଜଣ
Read More...

ଓଲଟି ପଡ଼ିଲା ଟୁରିଷ୍ଟ ବସ୍, ୨ମୃତ ସୂଚନା

ବ୍ରହ୍ମପୁର: ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲାର ଭଂଜନଗର ନିକଟସ୍ଥ କଳିଙ୍ଗା ଘାଟିରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି। କନ୍ଧମାଳ ସୀମାନ୍ତ ଦୁର୍ଗାପ୍ରସାଦ ନିକଟରେ ଏକ ପର୍ଯ୍ୟଟନ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ବସଟି ଓଲଟି ପଡ଼ିଥିଲା।
Read More...

ପୁଣି ପୁରୀରେ ଫୁଟିଲା ଗୁଳି

ପୁରୀ: ପୁଣି ଅଶାନ୍ତ ହୋଇପଡିଛି ପୁରୀ। ଦୀର୍ଘ ଦିନର ବ୍ୟବଧାନ ପ​‌ରେ ପୁଣି ପୁରୀରେ ଫୁଟିଛି ଗୁଳି। ଗୁଳିମାଡରେ ଜଣେ ସେବାୟତଙ୍କ ମୃତ୍ୟୁ ଘଟିଛି।  ପୂର୍ବ ଶତ୍ରୁତାକୁ ନେଇ ଏହି ଗୁଳିମାଡ଼ ହୋଇଛି।  ପୁରୀ ଏମାର ମଠ ନିକଟରେ ଏହି ଗୁଳିମାଡ଼ ହୋଇଛି। ମୃତ ସେବାୟତ ଜଣକ ହେଲେ ଶିବରାମ ପାତ୍ର ।
Read More...