Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ
Browsing Category
ଅପରାଧ
ଜେଲରେ ସିଦ୍ଧୁଙ୍କୁ ମିଳିଲା କିରାଣି ଚାକିରି
ଚଣ୍ଡିଗଡ: କ୍ରିକେଟର୍ରୁ କଂଗ୍ରେସ ନେତା ଆଉ ଏବେ କିରାଣି ପାଲଟିଲେ ନବଜୋତ ସିଂହ ସିଦ୍ଧୁ। ୩୪ ବର୍ଷ ତଳର ଏକ ମାମଲାକୁ ନେଇ ବର୍ତ୍ତମାନ କଂଗ୍ରେସ ନେତା ସିଦ୍ଧୁ ପଟିଆଲା ଜେଲ୍ରେ ସଜା କାଟୁଛନ୍ତି। ଜେଲ୍ରେ ରହି ଏବେ ସିଦ୍ଧୁ କିରାଣି କାମ କରିବେ। ଜେଲ ଅଫିସର କାଗଜପତ୍ର ଦେଖିବେ ସିଦ୍ଧୁ।
!-->!-->…
Read More...
Read More...
ନାବାଳିକା ସହ ଦୁଷ୍କର୍ମ କରି ଗିରଫ ହେଲେ କନଷ୍ଟେବଳ
ଭୁବନେଶ୍ୱର: ୧୩ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ କମିଶନରେଟ୍ ପୁଲିସ ଜଣେ କନଷ୍ଟେବଳଙ୍କୁ ଗିରଫ କରିଛି । ସେ ହେଲେ ରଜନୀକାନ୍ତ ଗମାଙ୍ଗୋ । ରଜନୀକାନ୍ତ ଭୁବନେଶ୍ୱର ସହରାଞ୍ଚଳ ଜିଲ୍ଲା ପୁଲିସର ଏକ ଥାନାରେ କାର୍ଯ୍ୟରତ ଅଛନ୍ତି । ତାଙ୍କୁ ଗିରଫ କରାଯିବା ପରେ କନଷ୍ଟେବଳ!-->…
Read More...
Read More...
ପ୍ରେମିକା ଘରୁ ମିଳିଲା ପ୍ରେମିକର ମୃତଦେହ
ବ୍ରହ୍ମଗିରି: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅଞ୍ଚଳରେ ଘଟିଛି ଏମିତି ଘଟଣା। ସାହୁପଡ଼ା ଗାଁରେ ଜଣେ ଯୁବତୀଙ୍କ ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏହା ହତ୍ୟା ନା ଆତ୍ମହତ୍ୟା, ସେନେଇ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାରେ ଯୁବତୀଙ୍କ ସମେତ ପରିବାରର!-->…
Read More...
Read More...
ଦୁର୍ବୃତ୍ତଙ୍କ ଗୁଳିମାଡରେ ଗୋରୁ ବେପାରୀ ମୃତ
ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବ୍ଲକ ହାଟବାଦଡାରେ ଗୁଳିକାଣ୍ଡ ଘଟିଛି। ଗୁଳିମାଡରେ ଜଣେ ଗୋରୁ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତବ୍ୟକ୍ତି ହେଲେ ପଶ୍ଚିମବଙ୍ଗ କମ୍ବାଲି ଥାନା ଅଞ୍ଚଳର ଜାମୁସ ଅଲ୍ଲୀ।
ସୂଚନାଯୋଗ୍ୟ, ଆଜି ସକାଳେ ଶେଖ ଜାମସେଦ ଅଲିଙ୍କ ସମେତ ୫ଜଣ!-->!-->!-->…
Read More...
Read More...
ଓଲଟି ପଡ଼ିଲା ଟୁରିଷ୍ଟ ବସ୍, ୨ମୃତ ସୂଚନା
ବ୍ରହ୍ମପୁର: ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲାର ଭଂଜନଗର ନିକଟସ୍ଥ କଳିଙ୍ଗା ଘାଟିରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି। କନ୍ଧମାଳ ସୀମାନ୍ତ ଦୁର୍ଗାପ୍ରସାଦ ନିକଟରେ ଏକ ପର୍ଯ୍ୟଟନ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ବସଟି ଓଲଟି ପଡ଼ିଥିଲା।!-->…
Read More...
Read More...
ପୁଣି ପୁରୀରେ ଫୁଟିଲା ଗୁଳି
ପୁରୀ: ପୁଣି ଅଶାନ୍ତ ହୋଇପଡିଛି ପୁରୀ। ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ପୁରୀରେ ଫୁଟିଛି ଗୁଳି। ଗୁଳିମାଡରେ ଜଣେ ସେବାୟତଙ୍କ ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାକୁ ନେଇ ଏହି ଗୁଳିମାଡ଼ ହୋଇଛି। ପୁରୀ ଏମାର ମଠ ନିକଟରେ ଏହି ଗୁଳିମାଡ଼ ହୋଇଛି। ମୃତ ସେବାୟତ ଜଣକ ହେଲେ ଶିବରାମ ପାତ୍ର ।!-->…
Read More...
Read More...
ବାଣପୁର କୋର୍ଟରେ ହାଜର ହେଲେ ପ୍ରଶାନ୍ତ ଜଗଦ୍ଦେବ
ବାଣପୁର: ବାଣପୁର କୋର୍ଟରେ ଆଜି ଆତ୍ମସମର୍ପଣ କରିଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ତାଙ୍କ ମଧ୍ୟବର୍ତ୍ତିକାଳୀନ ଜାମିନ ଅବଧି ସରିଯାଇଥିବାରୁ କୋର୍ଟ ତାଙ୍କୁ ବିଚାରବିଭାଗ ହାଜତକୁ ପଠାଇ ଦେଇଛନ୍ତି। ଏହା ପୂର୍ବରୁ ତାଙ୍କ ପୁନଃ ଜାମିନ ଆବେଦନକୁ କୋର୍ଟ ଖାରଜ କରିଦେଇଥିଲେ।
!-->!-->!-->…
Read More...
Read More...
ହସ୍ପିଟାଲରେ ଭର୍ତ୍ତି ହେଲେ ସିଦ୍ଧୁ
ଚଣ୍ଡିଗଡ: ହସ୍ପିଟାଲରେ ଭର୍ତ୍ତି ହେଲେ କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ। ପଟିଆଲା ଜେଲ୍ରୁ ତାଙ୍କୁ ହସ୍ପିଟାଲକୁ ନିଆଯାଇଛି। ଜେଲରେ ରୁଟି ଡାଲି ଖାଇବାକୁ ମନା କରିବା ପରେ ତାଙ୍କୁ ପଟିଆଲା ରାଜେନ୍ଦ୍ର ହସ୍ପିଟାଲକୁ ନିଆଯାଇଛି। ସେଠାରେ ତାଙ୍କ ମେଡିକାଲ ଚେକ୍ଅପ୍ ହେବ ବୋଲି ଖବର!-->…
Read More...
Read More...
ନନ୍ଦନକାନନ ଭିତରେ ପର୍ଯ୍ୟଟକଙ୍କୁ ଆକ୍ରମଣ
ଭୁବନେଶ୍ବର: ନନ୍ଦନକାନନ ପରିସରରେ ପର୍ଯ୍ୟଟକଙ୍କୁ ମରଣାନ୍ତକ ଆକ୍ରମଣ କଲେ କର୍ମଚାରୀ। ସଫାରୀ ବସ୍ କର୍ମଚାରୀ ଗୋଡାଇ ଗୋଡାଇ ପିଟୁଥିବାରୁ ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି । ନନ୍ଦନକାନନରାରେ ସଫାରୀ ବସ୍ ଟିକେଟକୁ କେନ୍ଦ୍ର କରି ଏପରି ଆକ୍ରମଣ ହୋଇଛି । ଏଥିରେ ଛତିଶଗଡ଼ରୁ ଆସିଥିବା ତିନି ଜଣ!-->…
Read More...
Read More...
ଅବିନାଶ ମୃତ୍ୟୁ ମାମଲାରେ ପୁଲିସ ପାଇଛି କିଛି ସୁରାକ
ଭୁବନେଶ୍ବର: ଶିଖରଚଣ୍ଡୀ ପାହାଡ଼ରେ ସଫ୍ଟୱେର ଇଞ୍ଜିନିୟର ଅବିନାଶ ପ୍ରଧାନଙ୍କୁ ଜାଳିଦେବା ଘଟଣାରେ ସିସିଟିଭି କ୍ୟାମେରାରୁ ପୁଲିସକୁ ବଡ଼ ସୁରାକ ମିଳିଛି । ଶିଖରଚଣ୍ଡୀ ତୋରଣ ସାମ୍ନାରେ ଲାଗିଥିବା କ୍ୟାମେରା ଫୁଟେଜରୁ ଜଣାପଡ଼ିଛି, ଅବିନାଶ ଜଣେ ଯୁବକଙ୍କ ସହ ବାଇକ୍ରେ ବସି ପାହାଡ଼!-->…
Read More...
Read More...